Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ, ଏନକାଉଣ୍ଟର ଭୟରେ କଲା ଆତ୍ମସମର୍ପଣ
ଭୁବନେଶ୍ୱର: ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ।
ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ କରିଛି ସାଦୀକୁଲ। ଗତ!-->!-->!-->…
ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ, ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର
ଭୁବନେଶ୍ୱର : ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ । ଆତଙ୍କୀ ହମ୍ ଲା ପରେ ଏକାଧିକ ଷ୍ଟେସନକୁ ହାଇ ଆଲର୍ଟ କରାଯାଇଛି । RPF ପୋଲିସ ଦ୍ବାରା ଫ୍ଲାଗ ମାର୍ଚ୍ଚ ।
RPF ଆଇଆଇସି ଏବଂ ଏସଆଇ ଫ୍ଲାଗ ମାର୍ଚ୍ଚରେ ସାମିଲ । ୨ ସେକ୍ସନ ଫୋର୍ସ ମଧ୍ୟ ଏଥିରେ ସାମିଲ!-->!-->!-->…
ଓଡ଼ିଶାର ସାମଗ୍ରିକ ବିକାଶ ହିଁ ମଧୁବାବୁଙ୍କର ସ୍ବପ୍ନ : ମୋହନ ମାଝୀ
ଭୁବନେଶ୍ୱର : ମଧୂବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ମଧୁସୂଦନ ଦାସଙ୍କ ୧୭୭ ଜନ୍ମଜୟନ୍ତୀ ଅବସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଏବଂ ଗୌରବର ପ୍ରତୀକ।!-->…
ମୁଖ୍ୟମନ୍ତ୍ରୀଙ୍କ ନାଁରେ ଠକୁଥିଲେ ଯୁବକ, ଗିରଫ କଲା ପୋଲିସ
ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି ଚିହ୍ନଟ!-->…
ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ
ଭୁବନେଶ୍ବର: କେନ୍ଦ୍ର ଏବଂ ରାଜ୍ୟରେ ବିଜେପି ସରକାର। କିନ୍ତୁ କେହି ସମ୍ବିଧାନ ମାନୁନାହାନ୍ତି। ଏଥିପାଇଁ ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ।
ସେ ଆହୁରି କହିଛନ୍ତି,!-->!-->!-->…
ଓଏସଏସସି ଏବଂ ଓପିଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି
ଭୁବନେଶ୍ବର : ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (OSSC) ଏବଂ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ ତ୍ରୁଟି ସ୍ବୀକାର କରିବା ସହ ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି ଓପିଏସସି କର୍ତ୍ତୃପକ୍ଷ । OSSC!-->…
ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ, ଶଳା ଆକ୍ରମଣରେ ଜ୍ୱାଇଁ ମୃତ
ଖୋର୍ଦ୍ଧା : ଜଟଣୀ ଇନ୍ଫୋଭେଲି ଥାନା ଗ୍ରାମଣ୍ଡିହ ଗ୍ରାମରେ ଅଘଟଣ । ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ । ବିଳମ୍ବିତ ମଧ୍ୟରାତ୍ରି ସମୟରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ଶାଶୁକୁ ଆକ୍ରମଣ ପରେ ଶଳାର ପ୍ରତି ଆକ୍ରମଣରେ ଜ୍ୱାଇଁ ଦିବାକର ବସ୍ତିଆଙ୍କ ମୃତ୍ୟୁ ଘଟିଛି । ଉଭୟ ଶାଶୁ ଓ ସ୍ତ୍ରୀ!-->…
ପୋଖରୀରେ ବୁଡ଼ି ଚାଲିଗଲା ୩ନାବାଳକଙ୍କ ଜୀବନ
ନୟାଗଡ଼: ରବିବାର ଘଟିଛି ଅଭାବନୀୟ ଘଟଣା । ଗୋଡ଼ିବିଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ତିନି ଜଣ ନାବାଳକଙ୍କର ମୃତ୍ୟୁ ହୋଇଛି । ପୋଖରୀରେ ଗାଧୋଉଥିବାବେଳେ ତିନି ନାବାଳକ ବୁଡି ଯାଇଥିଲେ ।
ଖବରମୁତାବକ, ନୟାଗଡ଼ ଦଶପଲ୍ଲା ଗୋଡ଼ିବାଡ଼ି ଗାଁରେ ଏହି ଅଘଟଣ ଘଟିଛି । ମୃତକ ହେଲେ ଗୋଡ଼ିବିଡ଼ା!-->!-->!-->…
ନଈରେ ପଡ଼ି ୨ ଯୁବକ ମୃତ, ଫଟୋ ଉଠାଉଥିବା ବେଳେ ଖସିପଡ଼ି ନିଖୋଜ ଥିଲେ
ଘଟଗାଁ : ନଈରେ ପଡ଼ି ୨ ଯୁବକ ମୃତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ପାଟହରା ଗୁମ୍ଫା ନିକଟ ନଈରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ୪ ଜଣ ଯୁବକ ବୁଲିବାକୁ ଆସିଥିଲେ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ବଡପଳାସପାଳ ପଞ୍ଚାୟତର ପାଟହରା ଗୁମ୍ଫାରେ ଫଟୋ!-->…
ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର
ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ ନିକଟରେ । ଦୁର୍ଘଟଣାରେ ଗୁରୁତର ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି!-->…