Browsing Category

ଓଡିଶା

ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ

ବାଲେଶ୍ଵର: ଆମେ ଫଣ୍ଡ ରେଜ କରିବାକୁ କାହାକୁ କହିନାହୁଁ ଆଜ୍ଞା । ଯିଏ ବି ଫଣ୍ଡ ରେଜ କରୁଛନ୍ତି ଆମର ମତାମତ ନିଅନ୍ତୁ । ଆମ ଘରର କାହାର ମତାମତ ଏଯାଏଁ ନିଆଯାଇ ନାହିଁ । ଯିଏ ବି ସହୃଦୟ ବ୍ୟକ୍ତି ଆମ ପାଇଁ ଟଙ୍କା ଯୋଗାଡ କରିଛନ୍ତି କୌଣସି ଟ୍ରଷ୍ଟ କିମ୍ୱା ଗରିବ ଲୋକକୁ ଦେଇ ଦିୟନ୍ତୁ ।

ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା । ୫ ଦିନ ଧରି ସର୍ଚ୍ଚ ଅପରେସନ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ । ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ । ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ ଦିଆଯାଇଥିଲା । ନୋଟିସ୍ ପରେ ସେ ଭୁବନେଶ୍ୱର ଛାଡିଛନ୍ତି ।

ଗାଡି ଓଲଟି ଡ୍ରାଇଭର ସମେତ ୩ ଗୋରୁ ମୃତ; ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ଧୁସୁରି ଏବଂ ପୁରୁଣା ବଜାର ଥାନା ଅଞ୍ଚଳରେ ପୋଲିସର ନାକାବନ୍ଦି ବେଳେ ଧୁସୁରୀ ଥାନା ଅଞ୍ଚଳରେ ବେଆଇନ ଗୋରୁ ଚାଲାଣ ବେଳେ ଅଘଟଣ । ଓଳଟିଲା ବେଆଇନ ଗୋରୁ ଗାଡ଼ି । ଡ଼୍ରାଇଭର ସହ ୩ ଗୋରୁଙ୍କର ମୃତ୍ୟୁ ହୋଇଛି । ଅନେକ ଗୋରୁ ଉଦ୍ଧାର ହୋଇଛନ୍ତି । ତେବେ ଭଦ୍ରକର

ପୁଣି ଅଶାନ୍ତ ଗଞ୍ଜାମ : ଦୁଇ ଭାଇଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ…

କିନ୍ତୁ ଟେର ପାଉନି ପୋଲିସ...! ଅନ୍ଧାର ରେ ବୁଲାଉଛି ବାଡ଼ି.. ବ୍ରହ୍ମପୁର : ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳି ଦେଇଛନ୍ତି ଦୁର୍ବୃତ୍ତ ।  ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି ।  ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ

ଗଛରେ ପିଟି ହେଲା ସ୍କର୍ପିଓ ; ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜୀବନ

ରାଉରକେଲା: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର । ଝାଡ଼ଖଣ୍ଡ ଚତରାରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହୋମଗାର୍ଡଙ୍କ ସ୍ତ୍ରୀ,

କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ, ପରିବାର ପକ୍ଷରୁ ଥାନାରେ ଅଭିଯୋଗ

ଯାଜପୁର : ଯାଜପୁରରେ ଲଜ୍ଜା । କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ । ବିରୋଧ କରିବାରୁ ପୀଡିତାଙ୍କୁ ଆକ୍ରମଣ କଲେ ଅଭିଯୁକ୍ତ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ମହିଳା । ଅଭିଯୋଗର ୭୨ ଘଣ୍ଟା ପରେ ବି ପୋଲିସର ହାତ ଖାଲି । ଅଭିଯୋଗ

ୱେଭ୍ସ ଆନିମେସନ ଚଳଚ୍ଚିତ୍ର ପ୍ରତିଯୋଗିତାର ଫାଇନାଲରେ ଚମକିବେ ଦୁଇ ଓଡ଼ିଆ

ଭୁବନେଶ୍ଵର: ଆସନ୍ତା ମେ ୧ରୁ ୪ ତାରିଖ ପର୍ଯ୍ୟନ୍ତ ମୁମ୍ବାଇରେ ଆୟୋଜିତ ହେବ ବିଶ୍ୱ ଦୃଶ୍ୟ ଶ୍ରାବ୍ୟ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ-ୱେଭ୍ସ ୨୦୨୫। ୱେଭ୍ସ ଅଧୀନରେ ଆୟୋଜିତ ଆନିମେସନ ଚଳଚ୍ଚିତ୍ର ନିର୍ମାତା ପ୍ରତିଯୋଗିତାର ଫାଇନାଲରେ ଅଂଶଗ୍ରହଣ କରିବା ଲାଗି ସାରା ଦେଶରୁ ୪୨ ଜଣ

ବ୍ରହ୍ମପୁର ଠାକୁରାଣୀ ଯାତ୍ରା ରେ ଆସିକା ବିଧାୟକ ହଟହଟା……!

ବିଧାୟକଙ୍କ ହାତ ଧରି ପଛକୁ ଠେଲି ଦେଲେ ମୁଖ୍ୟମନ୍ତ୍ରୀ…..!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଠାରେ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଚାଲିଛି। ଅଜି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତରେ ଆସି ଠାକୁରାଣୀ ଯାତ୍ରାରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ଆସୁଥିବା

ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ବିଧାନସଭା ପରିସରରେ ଆଜି ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଯୋଗଦେଇ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, କଂଗ୍ରେସ ବିଧାୟକ ଦଳ ନେତା