Browsing Category

ଓଡିଶା

କାଲି ସୁଦ୍ଧା ଭୁବନେଶ୍ବର ଛାଡ଼ିବେ ପାକିସ୍ତାନୀ ମହିଳା : ଡିସିପି ଭୁବନେଶ୍ୱର

ଭୁବନେଶ୍ବର : ସମସ୍ତ ପାକିସ୍ତାନୀଙ୍କୁ ରାଜ୍ୟରୁ କାଢିବା ପାଇଁ ଭାରତ ସରକାରଙ୍କ ନିର୍ଦ୍ଦେଶ ରହିଛି । ଆମ ରାଜ୍ୟ ସରକାର ଚିହ୍ନଟ କରିବା ପାଇଁ ଜିଲ୍ଲା ଅଫିସକୁ ନିର୍ଦ୍ଦେଶ ଦେଇଛନ୍ତି । କମିଶନରେଟ ପୋଲିସ ଜଣେ ପାକିସ୍ଥାନୀ ଭୁବନେଶ୍ଵରରେ ରହିଥିବା ଚିହ୍ନଟ କରିଛନ୍ତି । ତାଙ୍କ

ଦ୍ଵିତୀୟ ବିବାହ ପାଇଁ ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ ଗିରଫ

ଯାଜପୁର : ଦ୍ଵିତୀୟ ବିବାହ ପାଇଁ ଜନ୍ମ କଲା ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ଜଣ ଗିରଫ । ବାପା ସମେତ ପରିବାରର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଯାଜପୁର ଜିଲ୍ଲା ଜେନାପୁର ପୋଲିସ। ୨ଦିନ ତଳେ ଜେନାପୁର ଥାନା ଚାରଗୋଠ ଗାଁ ନିକଟ ପଥର ଖାଦାନ ଭିତରୁ ବାଳକର

ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ; ଦୀଘା ଜଗନ୍ନାଥ ମନ୍ଦିର ପୂଜାରେ ଯୋଗଦେବାକୁ ମନା

ପୁରୀ: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ପୁଷ୍ପାଳକ ନିଯୋଗ ପକ୍ଷରୁ ସମସ୍ତ ପୁଷ୍ପାଳକ ସେବକଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି, ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି ରହିଥିବା ବେଳେ ତାତିରେ ଲାଗିବ ବ୍ରେକ। ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ଅସହ୍ୟ ଗରମରୁ ମିଳିବ ଆଶ୍ବସ୍ତି। ପୂର୍ବ ବିହାର ଓ ସଂଲଗ୍ନ ଉପ ହିମାଳୟ ପଶ୍ଚିମବଙ୍ଗ ଉପରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ଥିବାରୁ

ଜୁଆଲ୍ ଓରାମଙ୍କ ନୂଆ ବ୍ୟକ୍ତିଗତ ସଚିବ ହେଲେ ଅମିତ କୁମାର

ଭୁବନେଶ୍ୱର: ଝାଡ଼ଖଣ୍ଡ-କ୍ୟାଡର ଆଇଏଏସ୍ ଅଧିକାରୀ ଅମିତ କୁମାରଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଆଲ୍ ଓରାମଙ୍କ ବ୍ୟକ୍ତିଗତ ସଚିବ (ପିଏସ୍) ଭାବରେ ନିଯୁକ୍ତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ ଦ୍ୱାରା ଏପ୍ରିଲ ୨୫ ତାରିଖରେ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ

ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି

ପୁରୀ: ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ। ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି। ୨୯ରୁ ଜୁନ୍ ୨୭ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର କାମ। ରତ୍ନଭଣ୍ଡାର ମରାମତି ବୈଠକ ପରେ ମୁଖ୍ୟ ପ୍ରଶାସକ ଦେଲେ ସୂଚନା। ୪ ମାସରୁ ଊର୍ଦ୍ଧ୍ବ ସମୟରେ ୧୯୩ ଘଣ୍ଟା ୫

ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ବ୍ରହ୍ମପୁର : ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଘଟିଛି ଲଜ୍ଜାଜନକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି। ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା ଦେଖିବାକୁ ଶିଶୁକନ୍ୟା ଜଣକ

କଟକରେ ତିନି ପାକିସ୍ତାନୀ ନାଗରିକ, କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ । ଗୃହ ବିଭାଗର ପରବର୍ତ୍ତୀ ନିର୍ଦ୍ଦେଶ ପରେ ପଦକ୍ଷେପ ଗ୍ରହଣ କରିବ ପୋଲିସ ।

ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ, ୨୮ ପୂର୍ବରୁ ଦାୟିତ୍ୱ ନେବାକୁ…

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ

ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍‌, ପତ୍ନୀ ଓ ପୁଅଙ୍କୁ କରୁଛନ୍ତି ପଚରାଉଚରା

ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ । ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍ । ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ପ୍ରଶାନ୍ତଙ୍କ ପତ୍ନୀ ଓ ପୁଅଙ୍କୁ