Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ବତନ୍ତ୍ର ଉତ୍କଳର ନିର୍ମାତା କୃଷ୍ଣ ଚନ୍ଦ୍ର ଗଜପତିଙ୍କ ଗଞ୍ଜାମ ଜିଲ୍ଲାସ୍ତରୀୟ ୧୩୪ ତମ ଜନ୍ମ ଜୟନ୍ତୀ ପାଳିତ
ଗଜପତି ମହାରାଜାଙ୍କ ବଳିଷ୍ଠ ନେତୃତ୍ବ ନିକଟରେ ଚିର କୃତଜ୍ଞ ଜଣାଇଲେ ବକ୍ତାଗଣଓଡିଆ ଜାତିର ଏକତା ଅକ୍ଷୁର୍ଣ୍ଣ ରଖିବା ନିମନ୍ତେ ମହାରାଜାଙ୍କ ଅବଦାନ ଅତୁଳନୀୟଛତ୍ରପୁର : ଉତ୍କଳ ମାଟିର ଅଗ୍ରଗଣ୍ୟ ବରପୁତ୍ର, ମହାମାନବ ତଥା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ବିନ୍ଧାଣୀ, ପୂଣ୍ୟ ଶ୍ଲୋକ!-->…
ଗାଡି ସାଇଡ ମରାକୁ ନେଇ ତୁମୁଳକାଣ୍ଡ : ବିବାହ ଶୋଭାଯାତ୍ରାରେ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ
ବାଙ୍କୀ: ବିବାହ ଶୋଭାଯାତ୍ରାରେ ବୁଲିଲା ଖଣ୍ଡା । ବାଙ୍କୀରେ ଗାଡ଼ି ସାଇଡ ମରାକୁ ନେଇ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ । ତିଗିରିଆ ଥାନା ବିନ୍ଧାଣିମା ଗାଁର ପ୍ରାୟ ଶହେରୁ ଅଧିକ ବରଯାତ୍ରୀ ବୈଦେଶ୍ୱର ଗାଁରୁ ବିବାହ ସ୍ଥଳକୁ ପ୍ରସେସନ୍ କରି ଯାଉଥିବା ବେଳେ ରାସ୍ତାରେ ବିପରୀତ ଦିଗରୁ!-->…
ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ରୋଜଗାର ମେଳା, ନିଯୁକ୍ତିପତ୍ର ବାଣ୍ଟିବେ ମୋଦି
ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ୧୫ତମ ରୋଜଗାର ମେଳା ଆୟୋଜିତ ହେବାକୁ ଯାଉଛି। କେବଳ ଭୁବନେଶ୍ୱର ନୁହେଁ ଦେଶର ୪୭ଟି ସ୍ଥାନରେ ଏହି ମେଳା ହେବାକୁ ଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ଓ ପିଲାଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ।
ଏହି ଅବସରରେ ବିଭିନ୍ନ ସରକାରୀ!-->!-->!-->…
ହିଞ୍ଜିଳିକାଟୁ ପୁର୍ତ୍ତବିଭାଗ ର ବିଚିତ୍ର ନୀତି, କର୍ମୀ ଙ୍କୁ ଥଇଥାନ ପାଇଁ ରଙ୍ଗ ମାରି ଲକ୍ଷାଧିକ ଟଙ୍କା ଚଳୁ…
ଡବଲ ଇଞ୍ଜିନ ସରକାର ର ଡବଲ ଦୁର୍ନୀତି..
୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ବର: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର। ୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି।
ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦ୍ୱୟ ଗୃହ ଯୋଜନାରେ ଆଉ ଲକ୍ଷେ!-->!-->!-->…
କାଳ ସାଜିଲା କାଳବୈଶାଖୀ : ଗଛ ଚାପିଦେଲା ଅଟୋ, ଦୁଇ ମୃତ
ବଲାଙ୍ଗୀର : ରାସ୍ତାରେ ଯାଉଥିବା ଅଟୋରିକ୍ସାକୁ ଚାପିଦେଲା ନିମ୍ବ ଗଛ | ଦୁଇଜଣ ମୃତ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଆଠଗାଁ ରାସ୍ତାର କଂସବାହାଲ ଛକ ଠାରେ | ଅଟୋରେ ଡ୍ରାଇଭର ଓ ଜଣେ ଯାତ୍ରୀ ଆସୁଥିବା ସମୟରେ ହଠାତ ଜୋରରେ ପବନ ବହିଥିଲା | ଏବଂ ରାସ୍ତା କଡରେ ଥିବା ଏକ ବଡ ନିମ୍ବ!-->…
ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍ ଜଜ୍ କୋର୍ଟ
ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା,!-->…
ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର, ବିଭିନ୍ନ ସ୍ଥାନରେ ସର୍ଚ୍ଚ ଓପେରସନ ଜାରି
ମାଲକାନଗିରି : ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର । ମାଲକାନଗିରି ଜିଲ୍ଲା ସ୍ବାଭିମାନ ଅଂଚଳର କେନ୍ଦୁଗୁଡା ଏବଂ ସଲଗାଓଁପୁଟ ଜଙ୍ଗଲରେ ମାଓ ଡ଼ମ୍ପ ଉଦ୍ଧାର କରିଛନ୍ତି ବିଏସଏଫ୍ ଯବାନ । ଗୁଇନ୍ଦା ବିଭାଗ ସୂଚନା ପାଇ ୧୭୭ ବିଏସଏଫ ବାଟାଲିୟନ ପକ୍ଷରୁ ବିଭିନ୍ନ ସ୍ଥାନରେ ସର୍ଚ୍ଚ ଓପେରସନ!-->…
ପୂର୍ବ ଭାରତରେ ପ୍ରଥମ; ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା । ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବ ଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି । ଏଥିସହିତ ପ୍ରଯୁକ୍ତିବିଦ୍ୟା ସହ!-->…
ଶିମିଳିପାଳରେ ଅଛନ୍ତି ୪୦ ମହାବଳ
ଶିମିଳିପାଳ : ଶିମିଳିପାଳରେ ଅଛନ୍ତି ୪୦ ମହାବଳ । ସେଥିମଧ୍ୟରୁ ୬ଟି ବାଘ ଶାବକ ଅଛନ୍ତି । ଚଳିତ ବର୍ଷ କ୍ୟାମେରା ଟ୍ରାପ୍ ରୁ ଏହା ସ୍ପଷ୍ଟ ହୋଇଛି । ଜିନତ୍ ଓ ଯମୁନା ବ୍ୟତୀତ ଶିମିଳିପାଳରେ ଥିବା ଆଡଲ୍ଟ ମହାବଳ ମଧ୍ୟରୁ ୧୩ଟି ପୁରୁଷ ମହାବଳ ଓ ୧୭ଟି ବାଘୁଣୀ ଅଛନ୍ତି ।
!-->!-->…