Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ହାଇକୋର୍ଟର ୨ ବିଚାରପତିଙ୍କ ବଦଳି ପାଇଁ ସୁପାରିଶ
ଭୁବନେଶ୍ୱର: ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ଦୁଇଜଣ ବିଚାରପତିଙ୍କୁ ବଦଳି କରିବାକୁ ସୁପାରିଶ କରିଛନ୍ତି। ସୁପ୍ରିମକୋର୍ଟଙ୍କ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଅଗଷ୍ଟ ୬ ତାରିଖରେ ଅନୁଷ୍ଠିତ କଲେଜିୟମର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କଲେଜିୟମ ଜଷ୍ଟିସ ମାନଶ ରଞ୍ଜନ!-->…
ଚମ୍ପୁଆ ବଜାରରେ ପଶିଲେ ୧୮ ଟିକିଆ ହାତୀପଲ
ଚମ୍ପୁଆ : ଗତ ଦୁଇ ଦିନ ତଳେ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନରୁ ଚମ୍ପୁଆ ସେକ୍ସନକୁ ପଶି ଆସିଥିବା ୧୮ ଟିକିଆ ହାତୀପଲ ଗତରାତି ଶଶାଙ୍ଗ ବୈତରଣୀ କୂଳରେ ପହଂଚି ଥିଲେ। ବୈତରଣୀ ନଦୀ ପାର ହୋଇ ମୟୁରଭଞ୍ଜ ଯିବାକୁ ଉଦ୍ୟମ ମଧ୍ୟ କରିଥିଲେ। ମାତ୍ର ବୈତରଣୀ ନଦୀ ବଢ଼ି ଯୋଗୁଁଁ ନଦୀ ପାର ହୋଇ!-->…
ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟ ବନ୍ୟା, ବଢ଼ିଲା ନଦୀକୂଳିଆଙ୍କ ଚିନ୍ତା
ଯାଜପୁର ଟାଉନ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟବନ୍ୟା। ଆଖୁଆପଦା, ବଲ୍ଲଭିଘାଟ ଓ ଦଶରଥପୁରରେ ବୈତରଣୀରେ ଜଳସ୍ତର ବୃଦ୍ଧି ପାଇଛି । ଆଖୁଆପଦାରେ ବିପଦ ସଂକେତ ୧୮ ଦଶମିକ ୩୩ ମିଟର ଥିବା ବେଳେ ବର୍ତ୍ତମାନ ସତର୍କ ସୂଚନା ଉପରେ ୧୮.୦୩ମିଟରରେ ବନ୍ୟା ଜଳ ପ୍ରବାହିତ ହେଉଛି!-->…
AI ବାଘ ଫଟୋ ଭାଇରାଲ୍ କରି ବନ୍ଧା ହେଲେ ଯୁବକ
ଯାଜପୁର: AI ବାଘ ଫଟୋ ଛାଡ଼ି ଲୋକଙ୍କୁ ଆତଙ୍କିତ କଲେ ଯୁବକ। ଶେଷରେ ଥାନାକୁ ନେଲା ପୋଲିସ । ସୋସିଆଲ ମିଡିଆରେ ଏଆଇ ତିଆରି ବାଘ ଫଟୋ ଭାଇରାଲ୍ କରି ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବା ଯୁବକଙ୍କୁ ମହଙ୍ଗା ପଡ଼ିଛି । ବାଘକୁ ଖୋଜିବାକୁ ଯାଇ ପ୍ରଶାସନ ନାକେଦମ୍ ହେବା ପରେ ଶେଷରେ ଘଟଣାର ସତ!-->…
‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର : ରାଜ୍ୟରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଆଜିଠାରୁ ୧୭ ଯାଏଁ ସବୁଠି ଉଡ଼ିବ ଜାତୀୟ ପତାକା । ତ୍ରିରଙ୍ଗା ପଦଯାତ୍ରାରେ କମ୍ପିଲା ରାଜଧାନୀ । ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ଛାତ୍ରଛାତ୍ରୀ ଓ ଆନ୍ତର୍ଜାତୀୟ!-->…
ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ । ବାମପାର୍ଶ୍ବରେ ୮ ଓ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ପାଣି ନିଷ୍କାସନ ହେଉଛି । ପୂର୍ବରୁ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିଲା । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୮୫ ଫୁଟ୍!-->…
ଜଳକାରେ ପୁଣି ବନ୍ୟା, ଜମିରେ ଲହଡ଼ି ମାରୁଛି ପାଣି
ଜଳେଶ୍ବର: ଜଳକାରେ ବନ୍ୟା ଯୋଗୁ ହତାଶ ହୋଇଛନ୍ତି ଚାଷୀ। ବନ୍ଯା ଜଳ ନିଷ୍କାସନ ସୁବିଧା ନଥିବାରୁ ଏବେ ବି ହଜାର ହଜାର ହେକ୍ଟର ଚାଷ ଜମିରେ ଲହଡି ମାରୁଛି ବନ୍ଯା ପାଣି। କିଛି ଦିନରୁ ପୂର୍ବରୁ ରୁଆ ଯାଇଥିବା ଧାନତଳି ପଚିଗଲାଣି। ନଦୀ ଉପରମୁଣ୍ତ ମୟୁରଭଞ୍ଜ ରେ ପ୍ରବଳ ବର୍ଷା ଯୋଗୁ ପୂଣି!-->…
ବୈତରଣୀ ଓ ସାଳନ୍ଦୀରେ କମୁଛି ପାଣି, ଘାଇ ଯୋଗୁଁ ଏବେବି ୮ ଗାଁ ଜଳବନ୍ଦୀ
ଭଦ୍ରକ: ବିପଦ ସଙ୍କେତ ତଳେ ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର। ଆଖୁଆପଦାରେ ବୈତରଣୀ ନଦୀ ଜଳସ୍ତର ସତର୍କ ସଙ୍କେତ ଅତିକ୍ରମ କରି ବିପଦ ସଙ୍କେତ ଆଡକୁ ଯାଉଥିଲା। ଆଖୁଆପଦାରେ ବିପଦ ସଙ୍କେତ ୧୮.୩୩ ଥିବାବେଳେ ଏବେ ୧୮.୩ରେ ପ୍ରବାହିତ ହେଉଛି। ସେହିପରି ସାଳନ୍ଦୀ ନଦୀର ଜଳସ୍ତର ମଧ୍ୟ!-->…
ଆସୁଛି ଆଉ ୨ ଲଘୁଚାପ, ୧୩ରୁ ୧୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ବର: ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲୋ ପ୍ରେସର ଏରିଆ। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଂକା ରହିଛି। ଆଉ ଏକ ଲଘୁଚାପ ଦାନା!-->…
ଧାନ ପଞ୍ଜୀକରଣ ପାଇଁ ବାଧ୍ୟତାମୂଳକ ନୁହେଁ ‘ଆଗ୍ରିଷ୍ଟାକ୍’ ଆଇଡି : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ କିଛି ସ୍ଥାନରେ ଦ୍ୱନ୍ଦ୍ୱ ଉପୁଜିଥିଲା। ତେବେ ଧାନ କିଣା ପଞ୍ଜୀକରଣ ପ୍ରକ୍ରିୟାରେ କୌଣସି ଜଟିଳତା ନାହିଁ ବୋଲି ରବିବାର ଦିନ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ!-->…