Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଉ ଦୁଇଦିନ ତାତି, ରବିବାର କାଳବୈଶାଖୀର ସମ୍ଭାବନା
ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ କରିଛି ଯେ ୨୩ ଏପ୍ରିଲରୁ ୨୬!-->…
ଜାତୀୟ ନାଟ୍ୟ ଉତ୍ସବ “ପୂର୍ବରଙ୍ଗ”ର ତୃତୀୟ ସଂଧ୍ୟା
ବ୍ରହ୍ମପୁର : ଜାତୀୟ ନାଟ୍ୟ ଉତ୍ସବ "ପୂର୍ବରଙ୍ଗ"ର ତୃତୀୟ ସନ୍ଧ୍ୟା ନାଟକ"ସାଉଁଟା କହିଲା କନ୍ୟା ସନ୍ତାନର ଯତ୍ନ ଓ ସୁରକ୍ଷା କଥା । ବିଧାତାଙ୍କ ସୃଷ୍ଟିରେ ନାରୀ ଏକ ଅନନ୍ୟ ଓ ଅନୁପମ ସୃଷ୍ଟି । କଇଁ ଫୁଲଟିଏ ପରି ସେ ସୁନ୍ଦର ଯେମିତି ଆକର୍ଷଣୀୟ ବି ସେମିତି । ନାରୀ ଟିଏ ଆଜିର ଦୁନିଆରେ!-->…
ୱିପ୍ରର ସହାୟତାରେ ଓଡ଼ିଶା ରକ୍ତଦାତା ମହାସଂଘ ପକ୍ଷରୁ ରକ୍ତଦାନ ଶିବିର
ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବା ମାତ୍ରେ ରାଜ୍ୟ ରେ ରକ୍ତର ଅଭାବ ଦେଖା ଗଲାଣି । ବିଭିନ୍ନ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ଯୋଗୁଁ ଅନେକ ଲୋକ ହନ୍ତସନ୍ତ ହେଉଛନ୍ତି । ଏହି ପରି ସମୟ ରେ ଓଡ଼ିଶା ରକ୍ତଦାତା ମହାସଂଘ ଆଗେଇ ଆସିଛି ରକ୍ତଦାନ ଶିବିର ଆୟୋଜନ କରି କିଛକାଂଶରେ ଲାଘବ!-->…
ବେଆଇନ ବାଲି ଚାଲାଣ କରି ଗିରଫ ହେଲେ ଆସିକା ନଳବଣ୍ଟା ସମିତି ସଭ୍ୟ….
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଲାଇଫ ଲାଇନ ରୂପେ ପରିଚିତ ଋଷିକୂଲ୍ୟା ନଦୀ ବନ୍ଧକୁ ଚୋରା ବାଲି ମାଫିଆ ମାନେ ବିଭିନ୍ନ ସ୍ଥାନରେ କାଟି ବାଲି ଚାଲାଣ କରୁଥିବା ଅଭିଯୋଗ ହୋଇ ଅସୁଥିଲା। ଆସିକା ଥାନା ଇଲାକାର ନଳବଣ୍ଟା ଠାରେ ପ୍ରବାହିତ ଋଷିକୂଲ୍ୟା ନଦୀବନ୍ଧ କୁ କାଟି ନଳବଣ୍ଟା ଗ୍ରାମର ସମିତି!-->…
ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ
ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ ନିର୍ଦ୍ଦେଶ ଜାରି!-->…
ଓଡ଼ିଶା ଅକ୍ଷୟ ଶକ୍ତି: ୧୧୯୧.୪୭ କୋଟିର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ
ଭୁବନେଶ୍ବର: ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି (ଏସ୍.ଡବ୍ଲ୍ୟୁ.ସି)ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୧୯୧.୪୭ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ!-->…
ନୌସେନା ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ଦୁର୍ନୀତି: ୩ ଅଭିଯୁକ୍ତ ଗିରଫ
ଖୋର୍ଦ୍ଧା: ଭାରତୀୟ ନୌସେନାର ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ଦୁର୍ନୀତି ହୋଇଥିବା ନେଇ ଜଣାପଡ଼ିଛି। ଅଗ୍ନିବୀର ପରୀକ୍ଷାରେ ପାସ୍ କରାଇ ଦେବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ଠାରୁ ଟଙ୍କା ଲାଞ୍ଚ ନେଇ ୩ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଭୂଷଣ, ସତ୍ୟମ ଚହର ଓ!-->…
ପୂରଣ ହେବ ୩୨ ହଜାର ପୁଲିସ ପଦବି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ଓଡିଶାର ପୁଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟ ପୁଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବି ଖାଲି ଥିବାବେଳେ, ଆହୁରି ୧୬,୦୫୯ଟି ନୂଆ!-->…
ସୁଲଭ ଆବାସ ହେଉଛି ବସ୍ତିମୁକ୍ତ ସହରର ଚାବିକାଠି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ଵର : ବସ୍ତି ଉଚ୍ଛେଦ ଓ ସମସ୍ତ ନାଗରିକଙ୍କ ପାଇଁ ସମ୍ମାନଜନକ ଜୀବନଯାପନ ସୁନିଶ୍ଚିତ କରିବାରେ ସୁଲଭ ଆବାସର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗୁରୁତ୍ବାରୋପ କରିଛନ୍ତି । କ୍ରେଡାଇ ଓଡ଼ିଶା ପକ୍ଷରୁ ଆୟୋଜିତ ଏକ ପ୍ରମୁଖ!-->…
ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ
କେନ୍ଦୁଝର : ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଚିଠି ନମ୍ବର!-->…