Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ
ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ ଉଠୁଛି ପଡୁଛି। ଏହି!-->…
ମହିଳାଙ୍କ ଦେହରେ ଲାଗିଲା ନିଆଁ; ବାଲେଶ୍ବରରୁ କଟକ ସ୍ଥାନାନ୍ତରିତ
ବାଲେଶ୍ବର: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଥିବା ବେଳେ ଆଜି ଜଣେ ମହିଳାଙ୍କ ଦେହରେ ନିଆଁ ଲାଗିବାରୁ ସେ ଗୁରୁତର ହୋଇଛନ୍ତି।ସୂଚନା ଅନୁସାରେ ସହଦେବଖୁଣ୍ଟା ଥାନା ଏଡିଏମ୍ ଛକ ନିକଟରେ ରହୁଥିବା!-->…
ସୁଶାସନ ପାଇଁ ଏଆଇର ଉପଯୋଗ ହେବ
ଭୁବନେଶ୍ବର: ସୁଶାସନ ପାଇଁ ଏଆଇ ବ୍ୟବହାର କରାଯିବ। ଜାତୀୟ ସୁଶାସନ କର୍ମଶାଳରେ ଓଡ଼ିଶା ମଡେଲ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପ୍ରବଣ ରାଜ୍ୟରୁ ବାହାରି ଓଡିଶା ଏବେ ପ୍ରଗତିଶୀଳ ହୋଇଛି।ସୁଶାସନ ପ୍ରତ୍ୟେକ ଲୋକଙ୍କର!-->…
ବାଲେଶ୍ୱର ଛାତ୍ରୀ ମୃତ୍ୟୁ ପରେ ସମ୍ବଲପୁରରେ କାର୍ଯ୍ୟାନୁଷ୍ଠାନ: ପ୍ରଫେସର ଗିରଫ, ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ
ସମ୍ବଲପୁର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରବର୍ତ୍ତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର। ଜଣେ ଇଣ୍ଟିଗ୍ରେଟେଡ୍!-->…
ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ।
ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି!-->!-->!-->…
ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍
ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍ଣ ୪ଟା ଯାଏଁ ପେଟ୍ରୋଲ ପମ୍ପ ବନ୍ଦ!-->…
ଶରଧାବାଲି ଦଳାଚକଟାରେ ୩ ଜଣଙ୍କ ମୃତ୍ୟୁ ଘଟଣା : ଚତୁର୍ଥ ପର୍ଯ୍ୟାୟରେ ୪୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ
ପୁରୀ : ରଥଯାତ୍ରା ସମୟରେ ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ୩ ଜଣଙ୍କ ମୃତ୍ୟୁ ପରେ ଏହାକୁ ନେଇ ତଦନ୍ତ ଜାରି ରହିଛି । ଦଳାଚକଟା ଘଟଣାରେ ପୁରୀ ସର୍କିଟ ହାଉସ ଠାରେ ଚତୁର୍ଥ ପର୍ଯ୍ୟାୟ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ!-->…
ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ: ସଫଳ ରୂପରେ କାର୍ଯ୍ୟାନ୍ବିତ ପାଇଁ ଆଲୋଚନା
ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି।
‘ମେଟ୍ରୋ ରେଳ!-->!-->!-->…
ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର ହୋଇନି : ପୋଲିସ କମିଶନର
ଭୁବନେଶ୍ୱର: ବିଜେଡିର ବିକ୍ଷୋଭକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର । ସେ କହିଛନ୍ତି, ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଡ୍ରୋନ ଓ ଏଆଇ କ୍ୟାମେରା ବ୍ୟବହାର ହୋଇଥିଲା। ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ପକ୍ଷରୁ କମ ବଳ ପ୍ରୟୋଗ କରାଯାଇଛି। ଲୋୟର ପିଏମଜିରେ ବିଜେଡିର!-->…