Browsing Category

ଓଡିଶା

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର: ଧିରେ ଧିରେ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ଏନେଇ ରବିବାର ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌ । ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ସକାଳ ୧୧ଟାରେ ଆଉ ୪ଟି ଗେଟ୍ କୁ ବନ୍ଦ କରିଦିଆଯାଇଛି । ଏହାକୁ ମିଶାଇ ମୋଟ୍‌ ୬ଟି…

ରାୟଗଡା ପରେ କୋରାପୁଟରେ ପୁଣି କଙ୍ଗାରୁ କୋର୍ଟ, ଗୋଟିଏ ବଂଶରେ ପ୍ରେମ କରିବାରୁ ବଳଦ ଦଣ୍ଡ

ଲକ୍ଷ୍ମୀପୁର : କାଳେ କାଳେ ପ୍ରେମକୁ ନେଇ ପ୍ରଳୟ ଘଟିଛି । ପ୍ରେମ ପାଇଁ କେଉଁଠି ପରିବାରକୁ ଏକ ଘରିଆ କରାଯାଉଛି ତ କେଉଁଠି ହତ୍ୟା । ଏପରି ବହୁ ଅଘଟଣ ଘଟୁଛି ପ୍ରେମକୁ ନେଇ । କିଛି ଦିନ ତଳେ ରାୟଗଡ଼ା ଜିଲ୍ଲା କଞ୍ଜମଯୋଡ଼ିରେ ଘଟିଥିଲା ଏମିତି ଏକ ଅଭାବନୀୟ ଘଟଣା । ଯେଉଁଠି ଜଣେ ଯୁବକ…

ରାଜ୍ୟରେ ପ୍ରଥମ: ସରକାରୀ ଗାଡି ଚଳାଇଲେ ମହିଳା ଡ୍ରାଇଭର

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ସ୍ତରରେ ଜଣେ ମହିଳା ସରକାରୀ ଗାଡି ଡ୍ରାଇଭର ବନି ଇତିହାସ ରଚିଛନ୍ତି । ପରିବହନ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ସରକାରୀ ଗାଡ଼ି ଚଲାଇ,ସରକାରୀ ଗାଡ଼ି ଚଲାଇଥିବା ଓଡ଼ିଶାର ପ୍ରଥମ ମହିଳା ଡ୍ରାଇଭର ବନିଛନ୍ତି ସନ୍ଧ୍ୟା ରାଣୀ ମାଝୀ । ଏହି…

ଦିଲ୍ଲୀରୁ ଫେରି ଏମ୍ସ ଯାଇ ବାଲେଶ୍ୱର ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଏମ୍ସ ଯାଇ ବାଲେଶ୍ୱର ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଦିଲ୍ଲୀରୁ ଫେରିବା ପରେ ସିଧାସଳଖ ଏମସକୁ ଯାଇ ପୀଡ଼ିତାଙ୍କୁ ଭେଟିଛନ୍ତି । ସ୍ବାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ଡାକ୍ତରୀ ଦଳ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । …

ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣା: ବିଜେପି ଉପରେ ବର୍ଷିଲା ଟିଏମସି, ‘ଭିନ୍ନ ଦିନ, ଭିନ୍ନ ପୀଡିତା-ସ୍ଥିତି ସମାନ’

ନୂଆଦିଲ୍ଲୀ/ଭୁବନେଶ୍ବର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ନିଜକୁ ନିଆଁ ଲଗାଇ ଦେବା ଘଟଣାରେ ଏବେ ବିରୋଧୀ ସରକାରଙ୍କୁ ଘେରିଥିବା ବେଳେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ବିଜେପି ସରକାରଙ୍କ ଉପରେ କଠୋର ଆକ୍ରମଣ ଆରମ୍ଭ କରିଛି । ଏନେଇ ନିଜ ଅଫିସିଆଲ ଏକ୍ସ…

ବାଲେଶ୍ଵର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା, ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏ ଘଣଟାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ନବୀନ କହିଛନ୍ତି ଏହି ଘଟଣା ଆତ୍ମାକୁ ଗଭୀର ଭାବେ ବ୍ୟଥିତ କରିଛି । ଏହାସହ…

ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ । …

ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ଵର : ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଏହା ଅତ୍ୟନ୍ତ ଗମ୍ଭୀର ସମସ୍ୟା । ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ସେ ଦାୟୀ କରିଛନ୍ତି । କିଛି ଦିନ ତଳେ ସମସ୍ୟା…

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ : ଗିରଫ ହେଲେ ଅଧ୍ୟାପକ, ଅଧ୍ୟକ୍ଷ ନିଲମ୍ବିତ, ଛାତ୍ରୀଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ବାଲେଶ୍ୱର/ଭୁବନେଶ୍ୱର: ବାଲେଶ୍ଵର ଫକୀର ମୋହନ ସ୍ଵଂୟଶାସିତ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁ। ସେ କଲେଜର ଶିକ୍ଷା ବିଭାଗ ମୁଖ୍ୟ(ଏଚଓଡି) ଥିଲେ। ସମୀରଙ୍କୁ ତାଙ୍କ ପଦବୀରୁ ନିଲମ୍ବିତ କରାଯିବା ପରେ ସହଦେବଖୁଣ୍ଟା ପୁଲିସ ଗିରଫ…

ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା…

ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍‌ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍‌ପେଣ୍ଡ କଲେ ଉଚ୍ଚଶିକ୍ଷା ବିଭାଗ ।…