Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସର କୌଣସି ଅସ୍ତିତ୍ୱ ନାହିଁ। ଗରିବ ଲୋକଙ୍କ ହକ୍ ଏବଂ ଜନଜାତିଙ୍କ ଜମି ସେବେ ପର୍ଯ୍ୟନ୍ତ ସୁରକ୍ଷିତ, ଯେଉଁ ପର୍ଯ୍ୟନ୍ତ କଂଗ୍ରେସ କ୍ଷମତାକୁ ଆସିନାହିଁ। ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି ବୋଲି କହିଛନ୍ତି!-->…
ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । ବିଜେପିର!-->…
୮ ମହିଳା କ୍ୟାଡରଙ୍କ ସମେତ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ପୁଲିସକୁ ମିଳିଛି ବଡ ସଫଳତା। ଏସିପିଙ୍କ ସମ୍ମୁଖରେ ୨୨ ଜଣ ନକ୍ସଲ ଆତ୍ସମର୍ପଣ କରିଛନ୍ତି। ସମସ୍ତ ନକ୍ସଲ ଆବୁଝମାଡ ଅଂଚଳରେ ସକ୍ରିୟ ଥିଲେ। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ରହିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ ମଧ୍ୟରେ କିଛି ତେଲନାର,!-->…
‘ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ, ସରକାର ନୀରବଦ୍ରଷ୍ଟା’
ଭୁବନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ ବରମୁଣ୍ଡା ମଞ୍ଚରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଯାଇଛନ୍ତି । ରାହୁଲ କହିଛନ୍ତି, “ଏମାନେ କୁଆଡ଼େ!-->…
ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି: ଆଇନ୍ ମନ୍ତ୍ରୀ
ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି। ରଥଯାତ୍ରା ପ୍ରସଙ୍ଗରେ ରାହୁଲ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା ରାଜନୈତିକ ଉଦେଶ୍ୟ ପ୍ରଣୋଦିତ। ରଥ ସବୁ ବର୍ଷ ୨ ଦିନରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ଥାଏ। ଚଳିତ ବର୍ଷ ବଳଭଦ୍ରଙ୍କ ରଥ ମୋଡ଼ ନେବାରୁ!-->…
ଓଡ଼ିଶା ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍; ‘ଗରିବ ଲୋକଙ୍କର ସମ୍ପତ୍ତି ଲୁଟୁଛନ୍ତି’
ଭୁବନେଶ୍ବର: କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶାରେ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି । ସେ କହିଛନ୍ତି, ଓଡ଼ିଶା ସରକାର କେବଳ ଗରିବଙ୍କୁ ଲୁଟୁଛନ୍ତି । ପ୍ରଥମେ ବିଜେଡି ଲୁଟୁଥିଲା, ଏବେ ବର୍ତ୍ତମାନର ସରକାର ଲୁଟୁଛି । ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ!-->…
ରାହୁଲ ଗାନ୍ଧୀଙ୍କ ଭାଷଣ ସରପଞ୍ଚ ନିର୍ବାଚନ ସଭା ଭଳି ଲାଗିଲା: ଜୟନାରାୟଣ
ଭୁବନେଶ୍ବର: ସ୍ଥାନୀୟ ବରମୁଣ୍ଡାରେ ଆୟାଜିତ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ସମାବେଶରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗର୍ଜିଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ରାହୁଲ ଗାନ୍ଧୀ ଭାଷଣ ମାଧ୍ୟମରେ ଟାର୍ଗେଟ କରିଥିବା ବେଳେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର!-->…
ହାଉସିଂ ସୋସାଇଟି କ୍ଷମତା ନେଇ ବିଡିଏର ଐତିହାସିକ ନିଷ୍ପତ୍ତି, ଫି ନଦେଲେ ବିଜୁଳି ଓ ପାଣି ସଂଯୋଗ ବିଛିନ୍ନ
ଭୁବନେଶ୍ୱର : ହାଉସିଂ ସୋସାଇଟି କ୍ଷମତା ନେଇ ବିଡିଏର ଐତିହାସିକ ନିଷ୍ପତ୍ତି । ବକେୟା ଫି ଆଦାୟ ପାଇଁ ଫ୍ଲାଟ ମାଲିକଙ୍କ ଘରକୁ ବିଜୁଳି ଓ ପାଣି ସଂଯୋଗକୁ ବିଛିନ୍ନ କରିପାରିବେ ଆପାର୍ଟମେଣ୍ଟ ସୋସାଇଟି । ଆବାସିକ ଆପାର୍ଟମେଣ୍ଟର ଘର ମାଲିକ ରକ୍ଷଣାବେକ୍ଷଣ ଦେୟ ପଇଠରେ!-->…
ଆଦାନୀ ଓ ତାଙ୍କ ପରିବାର ପାଇଁ ରଥକୁ ରୋକାଗଲା : ରାହୁଲ
ଭୁବନେଶ୍ବର: ଆଜି କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ । ଏହି ଅବସରରେ ସେ ପୁରୀ ରଥଯାତ୍ରା!-->…
ମଝିଆ ଭାଇକୁ ହତ୍ୟା କଲା ବଡ଼ ଭାଇ, ଅଭିଯୋଗ ଆଣିଲେ ମୃତକଙ୍କ ପତ୍ନୀ
ବାଲେଶ୍ୱର: ପାରିବାରିକ ବିବାଦ ନେଲା ଉଗ୍ରରୂପ । ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ମଝିଆ ଭାଇକୁ ହତ୍ୟା କଲା ବଡ଼ ଭାଇ । ଅଭିଯୋଗ ଆଣିଲେ ମୃତକଙ୍କ ପତ୍ନୀ । ହଁ ଆଜ୍ଞା, ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ମାନକୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଏଭଳି ଚାଞ୍ଚଲ୍ୟକର!-->…