Browsing Category

ଓଡିଶା

ସୁଲତାଙ୍କୁ କଡା ସମାଲୋଚନା କଲେ ଦେବାଶିଷ

ଭୁବନେଶ୍ବର: ବିଜେଡି ହାରିବା ପରଠୁ ବିଜେଡି ଭିତରି କନ୍ଦଳ ଦାଣ୍ଡରେ ପଡିଥିବା ବେଳେ ଓ୍ବାକଫ୍ ଆଇନକୁ ନେଇ ବିଜେଡିର ମତ ପରେ ଏହା ଆହୁରି ତେଜିଛି । ପରସ୍ପର ପ୍ରତି ବେଶୀ ପ୍ରତିକ୍ରିୟାଶୀଳ ହୋଇଉଠିଛନ୍ତି ବିଜେଡି ନେତା । କେହି କାହାରିକୁ ଛାଡୁ ନାହାନ୍ତି । ଏମିତିକି ଦଳର ସଭାପତି ମଧ୍ୟ

ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଓଡ଼ିଆ ନବବର୍ଷ

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା

ଜନପ୍ରତିନିଧିମାନେ ଯଦି ଅସୁରକ୍ଷିତ, ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି: ନବୀନ

ଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି, ପ୍ରଣବ ବଳବନ୍ତରାୟଙ୍କ ଉପରେ ଖୋଲା

ହନୁମାନ ଜୟନ୍ତୀ: ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ, ନଜର ରଖିବ ସିସିଟିଭି

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ପାଳନ ହେବ ହନୁମାନ ଜୟନ୍ତୀ। ଏଥି ପାଇଁ ଓଡ଼ିଶା ପୁଲିସ ପ୍ରସ୍ତୁତ ରହିଛି। ଆଇନଶୃଙ୍ଖଳା ଦାୟିତ୍ୱରେ ରହିବ ୨୦୦ ପ୍ଲାଟୁନ ଫୋର୍ସ। ସାରା ଓଡ଼ିଶାରେ ଅପରାଧ ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଜାରି ରହିଛି। ୬୫୦ ସିସିଟିଭି ଓ ୪୦ ଟି ଡ୍ରୋନ୍‌

ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ବର: ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ସୂଚନା ଦେଇଛନ୍ତି ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ। ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ୧୬ ଜିଲ୍ଲାରୁ ଜଣେ ଲେଖାଏଁ ସଦସ୍ୟ ନାମାଙ୍କନ ଭରି ଥିବାରୁ

ଆକ୍ରମଣ ନେଇ ବିଜେପି ବିଧାୟକଙ୍କୁ ଦୋଷ ଦେଲେ ପ୍ରଣବ, ଜାଣିନି କହିଲେ ହିମାଂଶୁ

ଯାଜପୁର: ଧର୍ମଶାଳରେ ଚାଲିଥିବା ଏକ ଯଜ୍ଞରେ ଯୋଗ ଦେବାକୁ ଯାଉଥିବାବେଳେ ରବିବାର ଦିନ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପଛରେ ବିଜେପି ବିଧାୟକ ହିମାଂଶୁ ସାହୁଙ୍କ ହାତ ଅଛି ‌ବୋଲି ପ୍ରଣବ ବଳବନ୍ତରାୟ ଅଭିଯୋଗ ଆଣିଛନ୍ତି। ପୁଲିସ ଉପସ୍ଥିତରେ

‘ଅପରାଜିତାଙ୍କ ପାଇଁ ଦଳ ବଡ, ସହର ନୁହେଁ’- ମେୟର ସୁଲୋଚନା

ଭୁବନେଶ୍ବର: ‘ଅପରାଜିତାଙ୍କ ପାଇଁ ଦଳ ବଡ, ସହର ବଡ ନୁହେଁ’ । ଆଜି ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଭୁବନେଶ୍ବରରେ ଆୟୋଜିତ ହୋଇଥିବା ବେଳେ ଏଥିରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତକୁ ନେଇ କିଛି ଏପରି ବୟାନ ରଖିଛନ୍ତି ଭୁବନେଶ୍ବର ମେୟର ତଥା ବିଜେଡି ନେତ୍ରୀ ସୁଲୋଚନା

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ୫ ଡଙ୍ଗା

ପୁରୀ: ପରମ୍ପରା ଅନୁଯାୟୀ ଗତକାଲି ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି । ପରମ୍ପରା ଅନୁସାରେ ଗତବର୍ଷ ଚାପର ହଳଦୀ ପାଣି ନୀତି ପରେ ନରେନ୍ଦ୍ର

ରାଜଧାନୀର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବାଚସ୍ପତିଙ୍କ ଆହ୍ୱାନ

ଭୁବନେଶ୍ବର: ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢୀ ଯୋଗଦେଇଥିଲେ । ଶ୍ରୀମତୀ ପାଢ଼ୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।