Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସମ୍ବଲପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର
ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍କାଉଣ୍ଟର । ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ । ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି ।
ତେବେ!-->!-->!-->…
ସ୍ୱାଧୀନତା ର ୭୮ ବର୍ଷ ପରେ ବି ବିକାଶ ରୁ ବହୁଦୂରେ ଯାନିଗୁଡା ଗାଁ , ନା ଅଛି ରାସ୍ତା ନା ଅଛି ପାଣିର ସୁବିଧା…
ବସୁଧା ଯୋଜନା ଏଠାରେ ଧର୍ମକୁ ଆଖିଠାର...
ଗେମିଂ ଆପ: ୨୫ ଲକ୍ଷ ଫ୍ରିଜ, ଜଣେ ଗିରଫ
ବଲାଙ୍ଗିର: ଗେମିଂ ଆପ୍ଲିକେସନରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ସାଇବର ସେଲ୍ ପକ୍ଷରୁ ସଇଁତଳା ଅଞ୍ଚଳର ଜଣେ ଯୁବକକୁ ଗିରଫ କରାଯାଇଛି। ଅଭିଯୁକ୍ତ ଯୁବକ ଜଣକ ୱେବ ଡୋମେନ ଗେମିଂ ଆପ୍ଲିକେସନ୍ ଖୋଲି ଖେଳାଉଥିବା ଅଭିଯୋଗ ହୋଇଛି। ଲୋକଙ୍କୁ ଖେଳାଇ ଅଭିଯୁକ୍ତ!-->…
ଏପ୍ରିଲ ୧୩ରେ ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ବର : ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫ ହଜାର ଟଙ୍କା ଲେଖାଏଁ ଦିଆଯାଇଛି।!-->…
କୋଟିଆ ଝାଡୁ ଗଲା ଛତିଶଗଡ଼
କୋରାପୁଟ: ଓରମାସ ଓ ପଟାଙ୍ଗୀ ବ୍ଲକ ପ୍ରଶାସନ ପକ୍ଷରୁ ଆଜି ସଂଧ୍ୟାରେ କୋଟିଆରୁ ପଟାଙ୍ଗୀ ଏଗ୍ରୋ ପ୍ରଡକ୍ଟ ପ୍ରଡ୍ୟୁସର ସହଯୋଗରେ ଛତିଶଗଡ ଯାଇଛି କୋଟିଆ ଝାଡୁ।କୋରାପୁଟ ଜିଲ୍ଲାର ପାହାଡ଼ରେ ମିଳୁଥିବା ସ୍ୱତନ୍ତ୍ର ଘାସରୁ ଫୁଲଝାଡୁ ପ୍ରସ୍ତୁତ କରାଯାଇ ବ୍ୟବହାର କରାଯାଏ। ପୂର୍ବରୁ ଆଦିବାସୀ!-->…
‘ଗ୍ଲୋବାଲ ମଡେଲ ଇଣ୍ଡିଆ’ରେ ଚମକିଲେ କୋରାପୁଟିଆ ଝିଅ ହୀନାରାଣୀ
କୋରାପୁଟ: ଗ୍ଲୋରିଅସ୍ ଓଡିଶା ପାଳନ ଅବସରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ଫେସନ୍ ଇନକ୍ଲୁଜିଭିଟୀ ସୋ ୩ୟ ସଂସ୍କରଣ ପ୍ରତିଯୋଗିତା ପୁରୀ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୋରାପୁଟର ହୀନାରାଣୀ ପଟ୍ଟନାୟକ ଓଡ଼ିଶାରୁ ପ୍ରତିନିଧିତ୍ବ କରି ଭାଗ ନେଇ କରି ଶ୍ରେଷ୍ଠ ପୁରସ୍କାର ହାସଲ!-->…
ଅମୃତ ଭାରତ ଯୋଜନା ଅଧୀନରେ ସରକାର ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କଲେଣି
ନୂଆଦିଲ୍ଲୀ: ଅମୃତ ଭାରତ ଯୋଜନା ଅଧୀନରେ ସରକାର ଏପର୍ଯ୍ୟନ୍ତ ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ସମାପ୍ତ କରିସାରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ଏହି ଯୋଜନା ଅଧୀନରେ, ସାରା ଦେଶରେ ୧୩୦୦ ରେଳ ଷ୍ଟେସନର ପୁନଃବିକଶିତ!-->…
ଅସ୍ତ୍ର ପରିତ୍ୟାଗ କଲେ ୫ ନକ୍ସଲ, ପାଇଲେ ସରକାରୀ ସହାୟତା
ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ ଆତ୍ମସମର୍ପଣ!-->…
ଭୁବନେଶ୍ୱର ଏମ୍ସରେ କେନ୍ଦ୍ରୀୟ ଗବେଷଣା ପରୀକ୍ଷାଗାର ଉଦ୍ଘାଟିତ
ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ) ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ତାଙ୍କର ଏହି ଗସ୍ତ ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା!-->…
ଶିଶୁଭବନର ୭ ମହଲା କୋଠା ଲୋକାର୍ପିତ
କଟକ: ଶିଶୁଭବନରେ ସାତ ମହଲା କୋଠା ଦୀର୍ଘ ୯ ବର୍ଷ ପରେ ଉଦ୍ଘାଟିତ ହୋଇଛି। ୨୦୧୬ ଫେବ୍ରୁଆରି ୩ ତାରିଖରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି.ନଡ୍ଡା ଆଜି ଏହାର ଶୁଭ!-->…