Browsing Category

ଓଡିଶା

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୨% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ଡିଏ ବଢାଇଛନ୍ତି ରାଜ୍ୟ ସରକାର । ଜାନୁଆରୀ ୨୦୨୫ ମସିହାରୁ ଏହା ପିଛିଲା ଭାବେ ମିଳିବ । ଚଳିତ ମାସ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ। ବର୍ତ୍ତମାନ ୫୩ରୁ ୫୫ ପ୍ରତିଶତକୁ ମହଙ୍ଗା ଭତ୍ତା ବଢିଛି।

ସ୍ୱାମୀ ରାସ୍ତାରେ ସ୍ତ୍ରୀ: ଡାକ୍ତର ରାମଚନ୍ଦାନୀଙ୍କ ପତ୍ନୀ ବି ଖୋଲିଲେ ଟଙ୍କିକିଆ ଦନ୍ତ ଚିକିତ୍ସାଳୟ

ସମ୍ବଲପୁର: କୁହାଯାଏ ଘର ଚଳାଏ ସ୍ୱାମୀ । କିନ୍ତୁ ସ୍ୱାମୀକୁ ସହଯୋଗ କରିବାକୁ ଯାଇ ସ୍ତ୍ରୀ ବି ଯଦି ସହଯୋଗ କରେ ତାହାଲେ ଏହା ଆହୁରି ସଫଳ ହୋଇଯାଏ । ଓଡ଼ିଶାର ଘରେ ଘରେ ପରିଚିତ ଟଙ୍କିକିଆ କ୍ଲିନିକର ପ୍ରତିଷ୍ଠାତା ଡାକ୍ତର ରାମଚନ୍ଦାନୀଙ୍କ ପତ୍ନୀ ଶିଖା ରାମଚନ୍ଦାନ୍ଦୀ ଏହିଭଳି ଏକ କାମ

ବିଶ୍ୱ ଛେନାପୋଡ ଦିବସ; ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଭିନ୍ନ ପ୍ରକାର ଖାଦ୍ୟରେ ଅଧିକାଂଶ ଲୋକଙ୍କୁ ଖାଦ୍ୟ ଖାଇବା ପରେ ହେଉ ଅଥବା ଅନ୍ୟ ସମୟରେ ମିଠା ଜିନିଷ ଖାଇବାକୁ ବେଶ ପସନ୍ଦ । ମିଠା ମଧ୍ୟରେ ବିଭିନ୍ନ ଜିିନିଷ ରହିଥିବା ବେଳେ ଅନେକ ଲୋକଙ୍କ ପ୍ରଥମ ପସନ୍ଦ ଛେନାପୋଡ। ଖାଲି ରାଜ୍ୟ ନୁହେଁ ରାଜ୍ୟ ବାହାରେ ଏଭଳି କି ବିଦେଶରେ

ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୋଲିସ କୁ ସଫଳତା ତିନି ମାଓବାଦୀ ଗିରଫ…

ମାଲକାନଗିରି : ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ମିଳିଛି ବଡ ସଫଳତା । ଚିନ୍ତଲନାଡ ଜଙ୍ଗଲରେ ସିଆରପିଏଫ ଜବାନଙ୍କ ପକ୍ଷରୁ କୁମିଂ ଅପରେସନ ଚାଲିଥିବା ବେଳେ ତିନି ଜଣ ହାଡକୋର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଛନ୍ତି ସୁରକ୍ଷା କର୍ମୀ । ସୁରକ୍ଷା କର୍ମୀଙ୍କୁ ଦେଖି ଦୌଡି

ମନୋରଞ୍ଜନଧର୍ମୀ ଶିକ୍ଷା ପ୍ରଦାନ ଜରିଆରେ ସୁଦୃଢ଼ କରାଯିବ ପ୍ରାଥମିକ ଶିକ୍ଷା – ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯାଇ ମଣ୍ଡଳପାଟ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହୋଇଥିବା ଅନେକ ଛାତ୍ର ଛାତ୍ରୀ ଜିଲ୍ଲା, ରାଜ୍ୟ ତଥା ଭାରତ

୪ ଦଶନ୍ଧି ପରେ ନକ୍ସଲ ପ୍ରବଣ ଗାଁରେ ସାପ୍ତାହିକ ହାଟ ବସିଲା

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଶହଶହ ଗ୍ରାମ ନକ୍ସଲ କବଜାରେ ରହିବା ଦ୍ବାରା ବିକାଶ ମୂଳକ କାମ ସେଠାରେ ପହଞ୍ଚିପାରୁନଥିଲା। ଏପରିକି ଲୋକେ ପିଲାଙ୍କୁ ସ୍କୁଲ ପଠେଇବା ମଧ୍ୟ ବନ୍ଦ କରିଦେଇଥିଲେ। ନକ୍ସଲଙ୍କର ସମସ୍ତ ନିୟମ କାନୁନରେ ଗାଁ ପରିଚାଳିତ ହେଉଥିଲା। ଏଥିସହ ସାପ୍ତାହିକ ହାଟଗୁଡିକକୁ

ଅନ୍ତର୍ଜାତୀୟ ସାଇବର ଠକ ଗ୍ୟାଙ୍ଗ୍‌ର ୯ ଗିରଫ: ଦୁବାଇରୁ ଅପରେଟ୍‌ ହେଉଥିଲା ନକଲି ଟ୍ରେଡିଂ ଆପ୍‌

ରାଉରକେଲା: ରାଉରକେଲା ସାଇବର ଥାନା ପୁଲିସ ଏକ ଅନ୍ତର୍ଜାତୀୟ ସାଇବର ଠକ ରୢାକେଟ୍‌ର ପର୍ଦାଫାସ କରିଛି। ନକଲି ଟ୍ରେଡିଂ ଆପ୍‌ ଖୋଲି ଲୋକଙ୍କୁ ଠକିବା ଅଭିଯୋଗରେ ୯ ଜଣଙ୍କୁ ଗିରଫ କରାଯାଇଛି। ଠକେଇର ମାଷ୍ଟରମାଇଣ୍ଡ୍‌ ହେଉଛନ୍ତି ଛତିଶଗଡ଼ ରାୟପୁରର କିଶନ ଅଗ୍ରୱାଲ (୨୬) ଓ କୁନାଲ ଅଗ୍ରୱାଲ

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା: ମେ ୩ ଅନଲାଇନ ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ଦକ୍ଷତା ବିକାଶ ତାଲିମ ପାଠ୍ୟକ୍ରମରେ ୨୦୨୫-୨୬ ବର୍ଷ ପାଇଁ ନାମଲେଖା ଆରମ୍ଭ ହୋଇଛି। ମେ ୩ ତାରିଖ ଅନଲାଇନ ନାମଲେଖାର ଶେଷ ଦିବସ ଧାର୍ଯ୍ୟ ହୋଇଛି। ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ଓ ‘ସ୍କୁଲ ଅଫ୍

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ…

ବଲାଙ୍ଗୀର : ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା ପରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲାରୁ ଉକ୍ତ ଶିଶୁପୁତ୍ରକୁ ପ୍ରଶାସନିକ ଟିମ ଉଦ୍ଧାର କରିଛନ୍ତିି। ଉଦ୍ଧାର ଶିଶୁକୁ ସିଡବ୍ଳୁସିରେ

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଯୋଗ ଦେଲେ

କେନ୍ଦୁଝର : ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ ସେଠାରେ ଚାଲିଥିବା