Browsing Category

ଓଡିଶା

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦

ପ୍ରତିଷ୍ଠା ଦିବସରୁ ଆମ୍ବେଦକର ଜୟନ୍ତୀ ଯାଏଁ ବିଜେପିର ଜନସଂପର୍କ କାର୍ଯ୍ୟକ୍ରମ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରବିବାର ଠାରୁ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ରାମନବମୀ ଥିବାରୁ ଏଥର ପ୍ରତିଷ୍ଠା ଦିବସ ଦୁଇ ଦିନ ଯାଏଁ ଜାରି ରହିବ। ଏଥି ସହିତ ଆସନ୍ତାକାଲି (ରବିବାର) ଠାରୁ ଆମ୍ବେଦକର ଜୟନ୍ତୀ (‌ଅପ୍ରେଲ ୧୪) ଯାଏଁ

୫ଦିବସୀୟ ଯାତ୍ରାରେ ବାହାରିଲେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ପବିତ୍ର ଅଶୋକାଷ୍ଟମୀ ଅବସରରେ ପ୍ରସିଦ୍ଧ ଏକାମ୍ରକ୍ଷେତ୍ରାଧୀଶ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୫ଦିବସୀୟ ରଥଯାତ୍ରା ଶନିବାର ଠାରୁ ଆରମ୍ଭ ହୋଇଯାଇଛି। ଆଜି ଭୋର ସକାଳୁ ଆରମ୍ଭ ହୋଇଥିବା ବିଭିନ୍ନ ନୀତିକାନ୍ତି ପରେ ଅପରାହ୍‌ଣରେ ମହାପ୍ରଭୁଙ୍କ ରଥ ଗଡ଼ିଛି। ଭକ୍ତମାନେ ମଧ୍ୟ

ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ

ସମ୍ବଲପୁର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ କିମ୍ବା ସେ ବିବାଦକୁ ଡାକୁଛନ୍ତି ବୋଲି ସହରରେ ଚର୍ଚ୍ଚା ଲାଗି ରହିଛି। ବିବାଦ ସହିତ ଜୟନାରାୟଣଙ୍କ ପୁରୁଣା ସମ୍ପର୍କ ରହିଥିବାବେଳେ ପୁଣି ଏକ ବିବାଦରେ ତାଙ୍କର ସଂପୃକ୍ତିକୁ ନେଇ ଚାରିଆଡେ ଚର୍ଚ୍ଚା। ଆଗାମୀ ରାମ

ଓଡ଼ିଆ ପକ୍ଷ: ଐତିହ୍ୟ ଗଣଦୌଡ଼ରେ ଦୌଡ଼ିଲେ ନେତା-ଅଭିନେତା

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜିତ ହୋଇଛି। ଭୁବନେଶ୍ୱରର ଖଣ୍ଡଗିରି ଠାରୁ ଆରମ୍ଭ ହୋଇ କଳିଙ୍ଗ ଷ୍ଟୁଡ଼ିଓ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ଗଣଦୌଡ଼ରେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା,

ସସ୍ମିତ ପାତ୍ରଙ୍କ ନିଷ୍ପତ୍ତି ବଦଳାଇବା ପଛରେ ନବୀନଙ୍କ ମୁଖ୍ୟ ପରାମର୍ଶଦାତା: ଦେବାଶିଷ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ୱାକଫ୍‌ ସଂଶୋଧନ ବିଲ୍‌ ସଂସଦରେ ଗୃହୀତ ହୋଇଛି। ଲୋକସଭା ପରେ ଏହି ବିଲ୍‌ ରାଜ୍ୟସଭାରେ ଗୃହୀତ ହୋଇଥିଲା। ରାଜ୍ୟସଭାରେ ଏହି ବିଲ୍‌କୁ ୧୨୮ ଜଣ ସାଂସଦ ସମର୍ଥନ ଜଣାଇଥିଲେ। ମାତ୍ର ୯୫ ଜଣ ସାଂସଦ ବିରୋଧ କରିଥିଲେ। ରାଜ୍ୟରେ ବିଜୁ ଜନତା ଦଳ (ବିଜେଡି)ର

ଆଉ ନବୀନଙ୍କ ଉପରେ ଭରସା କରିପାରୁନାହାନ୍ତି ନେତା, ବିଜେଡିର ଭବିଷ୍ୟତ ଅନ୍ଧାରମୟ

ଭୁବନେଶ୍ବର: ୱାକଫ୍‌ ସଂଶୋଧନ ବିଲ୍‌କୁ ସସ୍ମିତ ପାତ୍ରଙ୍କ ସମର୍ଥନ ପରେ ବିଜେଡିରେ ଦେଖା ଦେଇଥିବା ଦଳୀୟ କନ୍ଦଳ ଉପରେ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ ଭି.କେ.ପାଣ୍ଡିଆନଙ୍କୁ କଟାକ୍ଷ କରି କହିଛନ୍ତି, ଦଳକୁ ପଛରେ ରହି ଚଲାଉଥିବା ଡାଇରେକ୍ଟର

ଦୁର୍ନୀତି ବିରୋଧରେ ମେଳି ବାନ୍ଧିଲେ ବିଜେଡି ନେତା, ଦେଲେ ଚେତାବନୀ

ଯାଜପୁର: ଜିଲ୍ଲାରେ ଏକାଠି ହେଲେ ବିଜେଡି ନେତା। ଜିଲ୍ଲାପାଳ ଭେଟି ଦେଲେ ଦାବି ପତ୍ର। ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦଳୀୟଭିତ୍ତିରେ ହିତାଧିକାରୀ ଚୟନ କରାଯାଉଥିବା ଅଭିଯୋଗ କରିବା ସହିତ ଲଘୁ ଖଣିଜ ସଂପଦର ଲୁଟ୍‌ ହେଉଥିବା ଅଭିଯୋଗ କରିଛି ବିଜେଡି।ଯାଜପୁର ଜିଲ୍ଲାର ପ୍ରତ୍ୟେକ

ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: କଟକର ଜଗତପୁର ଅଞ୍ଚଳରେ ୨୦୦ ଟନ୍ ବିଶିଷ୍ଟ ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ପାଇଁ ମାନ୍ୟବର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ତତ୍ୱାବଧାନରେ ଆଜି କଟକ ମହାନଗର ନିଗମ ଏବଂ ଅଏଲ ଇଣ୍ଡିଆ ଲିମିଟେଡ଼ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି

କଟକର ବାଲିଯାତ୍ରା ପଡ଼ିଆରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: କଟକର ପ୍ରସିଦ୍ଧ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର୍ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଏଥିଲାଗି ବାଲିଯାତ୍ରା ପଡ଼ିଆରେ ଏକ ଭବ୍ୟ