Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହୁମ୍ମା ସାପ୍ତାହିକ ହାଟ ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କୁ ବିରୋଧ : ପୂର୍ବାବସ୍ଥା ବଜାୟୀ ରଖିବା ନିମନ୍ତେ ଦାବୀ,…
ଛତ୍ରପୁର ୪/୪ : ଛତ୍ରପୁର ଉପକଣ୍ଠ ହୂମ୍ମା ଠାରେ ରହିଥିବା ସାପ୍ତାହିକ ହାଟ ଏବେ ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କରାଯାଇଛି l ଏହାକୁ ନେଇ ହୂମ୍ମା ପଂଚାୟତ ବାସିନ୍ଦା ଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେଇଛି l ହାଟ ପୂର୍ବାବସ୍ଥା ବଜାୟୀ ରଖିବା ଦାବୀ ନେଇ ଶୁକ୍ରବାର ହୂମ୍ମାପଂଚାୟତ ବାସୀ!-->…
ଲାଞ୍ଚ ନେବା ବେଳେ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ମାଡିବସିଲା ଭିଜିଲାନ୍ସ ଟିମ୍
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ । ଧରାପଡିବା ଭୟରେ ମଧ୍ୟସ୍ଥି ଜରିଆରେ ନେଉଥିଲେ ଲାଞ୍ଚ । କିନ୍ତୁ ତଥାପି ବର୍ତ୍ତିପାରିନଥିଲେ ସରକାରୀ ବାବୁ । ଶେଷରେ ଭିଜିଲାନ୍ସ ହାତରେ ଧରାପଡିଗଲେ ଉଭୟ । ବାଲିଅନ୍ତା ବ୍ଲକ୍ କନିଷ୍ଠ ଯନ୍ତ୍ରୀ ସଂଘମିତ୍ର ପଟ୍ଟନାୟକ ଏବଂ ମଧ୍ୟସ୍ତି!-->…
ଓଡ଼ିଶାର ଦୁଇଟି ସମେତ ୪ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ: ରେଳ ଧାରଣା କ୍ଷମତା ବୃଦ୍ଧି କରିବା ପାଇଁ ଭାରତୀୟ ରେଳବାଇ ଯାତ୍ରୀ ଏବଂ ପଣ୍ୟବାହୀ ଟ୍ରେନଗୁଡିକର ସୁଗମ ଏବଂ ଦ୍ରୁତ ପରିବହନ ସୁନିଶ୍ଚିତ କରିବାକୁ ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପ ହାତକୁ ନେବାକୁ ଯୋଜନା କରୁଛି। ଏହି ପଦକ୍ଷେପଗୁଡ଼ିକ ଯାତ୍ରା ସୁବିଧାକୁ ଉନ୍ନତ କରିବ, ଲଜିଷ୍ଟିକ୍ସ!-->…
ରାଜା ଚକ୍ରଙ୍କ ଓକିଲଙ୍କ ଅଭିଯୋଗର ଜବାବ ରଖିଲେ ମନମୋହନ, ମୋ ଜୀବନ ଖୋଲା ବହି
ଭୁବନେଶ୍ଵର : ରାଜା ଚକ୍ରଙ୍କ ଓକିଲଙ୍କ ଅଭିଯୋଗର ଜବାବ ରଖିଲେ ମନମୋହନ ସାମଲ । ତାଙ୍କ ଜୀବନ ଖୋଲା ବହି । ତେଣୁ ତାଙ୍କ ବ୍ୟାଙ୍କ ଆକାଉଣ୍ଟ, ଦଳର ବ୍ୟାଙ୍କର ଆକାଉଣ୍ଟ ଯାଞ୍ଚ କରାଯାଉ । ଏହା ସହ ଦାୟିତ୍ବହୀନ ମନ୍ତବ୍ୟ ଗଣମାଧ୍ୟମରେ ପ୍ରକାଶିତ ହେବା ପୂର୍ବରୁ ଏହାର!-->…
ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ
ଭୁବନେଶ୍ଵର: ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ ତଥା ସାହାଯ୍ୟ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା ଜାରି କରିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆୟୁଷ୍ମାନ ଭାରତ ଯୋଜନା, ଯାହାର ଲାଭ ଲକ୍ଷ ଲକ୍ଷ ଭାରତୀୟଙ୍କ ପାଖରେ ପହଞ୍ଚୁଛି। ଏହି ସରକାରୀ ସ୍ବାସ୍ଥ୍ୟ ବୀମା!-->…
ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ରାଜା ଚକ୍ର: ଅଞ୍ଜନ ବେଜ
କେନ୍ଦୁଝରଗଡ଼: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ହୋଇଥିବା ଅନିୟମିତତାରେ ଗିରଫ ବିଜେଡି ନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଇଓଡବ୍ଲ୍ୟୁ ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ବୋଲି ଏଜେନ୍ସିର ପୂର୍ବତନ ସମ୍ପାଦକ ତଥା ବିଜେପି ନେତା ଅଞ୍ଜନ ବେଜ୍ କହିଛନ୍ତି। ରାଜା ନିଜକୁ!-->…
ଯାତ୍ରା ସାମ୍ରାଜ୍ୟରୁ ବ୍ୟାନ୍ ହେଲେ ନରି ପଣ୍ଡା
ଭୁବନେଶ୍ବର: ଆଉ ଯାତ୍ରା ମଞ୍ଚରେ ଶୁଭିବନି ହାସ୍ୟ ଅଭିନେତା ନରି ପଣ୍ଡାଙ୍କ କମେଡି । ପୂରା ଯାତ୍ରା ସାମ୍ରାଜ୍ୟରୁ ହେଲେ ବ୍ୟାନ୍ । ହାସ୍ୟାଭିନେତା ନରିଙ୍କୁ ବୟକଟ କରିଛି ଯାତ୍ରା ମାଲିକ ସଂଘ । ତୁଳସୀ ଗଣନାଟ୍ୟ ମାଲିକ ନରି ପଣ୍ଡାଙ୍କୁ ମାଡ଼ ମରା ଘଟଣାରେ ଯାତ୍ରା ମାଲିକ ସଂଘ କିଛି ଏଭଳି!-->…
ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଦୁଇ ଆହତ
ଟିଟିଲାଗଡ: ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ମାଆ ଓ ଯାଆଁଳା ଶିଶୁକନ୍ୟା । ଶିଶୁଙ୍କ ବାପା ଓ ଜେଜେମା ଆହତ । ଟିଟିଲାଗଡରୁ ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ବେଳେ ଅଘଟଣ ଘଟିଛି ।
ଗତକାଲି ମୁରିବାହାଲ ବ୍ଳକ ଚିକନୀବାହାଳି ଗାଁର!-->!-->!-->…
ଚୋରା ଖଣି ଉପରେ ପ୍ରଶାସନର ଚଢାଉ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଥିବା ଓଡିଶାର ସବୁଠୁ ବଡ ଖଣି ଉପରେ ଚଢ଼ାଉ ଆରମ୍ଭ କରିଛି ପ୍ରଶାସନ । ଖଣି ଚୋରି ସଂପର୍କରେ ସୂଚନା ପାଇବା ପରେ ପ୍ରଶାସନ, ପୋଲିସ ଓ ବନବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି । ହେମଗିରି ବ୍ଲକ କୁଲାପଡ଼ାରେ ଏହି ଚଢ଼ାଉ ଚାଲିଛି ।
ଏହି ଚଢାଉରେ!-->!-->!-->…
ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼, ୫ ଅଟକ
ଢେଙ୍କାନାଳ: ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼ । ଢେଙ୍କାନାଳ ରାସୋଳ ଥାନା କଦଳିପାଳ ମାନପୁର ସାହିରେ ଗୁଳି ମାଡ଼ରେ ଯୁବକ ମୃତ । ମୃତକ ବାବୁଲା ନାଏକ । ଗତକାଲି ବିଳମ୍ବିତ ରାତିରେ ୫ଜଣ ଶିକାର ପାଇଁ ଜଙ୍ଗଲକୁ ଯାଇଥିଲେ । ସେଠାରେ ପ୍ରଶାନ୍ତ ଶିକାର ଉଦ୍ଦେଶ୍ୟରେ ଗୁଳି!-->…