Browsing Category

ଓଡିଶା

ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସହାୟକ ହେଉଛି ‘ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ’

କୋଏଲ ନଗର ଠାରେ ଅନୁଷ୍ଠିତ ହେଲା ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରାଉରକେଲା : ରାଉରକେଲା ମହାନଗର ନିଗମ ଏବଂ ଜିଲ୍ଲା ସାମାଜିକ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ କୋଏଲ ନଗର ସ୍ଥିତ କଲ୍ୟାଣ ମଣ୍ଡପରେ 'ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ' ଅନୁଷ୍ଠିତ

ରାୟଗଡ଼ା ଉତ୍କଳ ଆଲୁମିନା ପକ୍ଷରୁ ଜିଲ୍ଲାର ବିଦ୍ୟାଳୟ ଗୁଡିକୁ ଡେସ୍କ ବେଞ୍ଚ ପ୍ରଦାନ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଉତ୍କଳ ଆଲୁମିନା ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଆଦିତ୍ୟ ବିର୍ଲା ଗ୍ରୁପ୍ର ଶତପ୍ରତିଶତ ସହଯୋଗୀ କମ୍ପାନୀ ପକ୍ଷରୁ ରାୟଗଡା ଜିଲ୍ଲାରେ ଶିକ୍ଷା ଭିତ୍ତିଭୂମି ବିକାଶ ପାଇଁ ସହାୟତାର ହାତ ବଢାଯାଇଅଛି । ସମ୍ପ୍ରତି ଜିଲ୍ଲା ପ୍ରଶାସନ ଅନୁରୋଧ

ୱାକଫ୍‌ ବିଲ୍‌: ବିବେକ ଅନୁସାରେ ଭୋଟ୍‌ ଦେବାକୁ ନିଷ୍ପତ୍ତି ନେଲା ବିଜେଡି

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନର ଆଉ ଦୁଇ ଦିନ ବାକି ଥିବା ବେଳେ ଗୁରୁବାର ରାଜ୍ୟସଭାରେ ଓ୍ୱାକଫ୍‌ (ସଂଶୋଧନ) ବିଲ୍‌ ଉପସ୍ଥାପନ ହୋଇଛି। ଏହାପୂର୍ବ ଦିନ ଲୋକସଭାରେ ୧୨ ଘଣ୍ଟାର ଜୋରଦାର ଆଲୋଚନା ପରେ ପାସ ହୋଇଥିଲା। ଏବେ ରାଜ୍ୟସଭାରେ ଏହାର ଭାଗ୍ୟ ନିର୍ଣ୍ଣୟ ହେବ।

ପାରମ୍ପରିକ ହସ୍ତତନ୍ତ ପୋଷାକ ପିନ୍ଧିଲେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର କର୍ମଚାରୀ

ଭୁବନେଶ୍ବର: ଓଡ଼ିଆ ପକ୍ଷ ଅବସରରେ ଗୁରୁବାର ଦିନ 'ଆମ ପୋଷାକ ଆମ ପରିଚୟ' ଦିବସ ଭାବେ ପାଳନ କରାଯାଉଥିବା ବେଳେ ଏହାର ଅନୁପାଳନ ପୂର୍ବକ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରିଛନ୍ତି। ରାଜ୍ୟ ସରକାର

ରାଜ୍ୟସଭାରେ ୱକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡି ଏହାକୁ ବିରୋଧ କରିଛି। ଆଲୋଚନାରେ ଭାଗ ନେଇ ସାଂସଦ ମୁନା ଖାନ୍ ଏହାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ୱକଫ୍ ସମ୍ପତ୍ତି ସୁରକ୍ଷିତ ରହିବା ନେଇ ପ୍ରଥମେ ମନ୍ତ୍ରୀ ସ୍ପଷ୍ଟ କରନ୍ତୁ। ରାଜ୍ୟସଭା ସାଂସଦ ମୁନା ଖାନ୍

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ, ଆହ୍ବାନ ଦେଲେ ପିସିସି ସଭାପତି

ଭୁବନେଶ୍ବର: ପୁଣି ଥରେ ଆନ୍ଦୋଳନ ଡାକରା ଦେଲାଣି କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ଏନେଇ ରାଜ୍ୟରେ କୋଣଅନୁକୋଣରେ ରହିଥିବା ସମସ୍ତ କଂଗ୍ରେସ କର୍ମୀ ଏବଂ ନେତା, ଆସନ୍ତା ଏପ୍ରିଲ ୧୫ରେ ମଶାଲ ଶୋଭାଯାତ୍ରା କରିବେ । ସମସ୍ତ ବ୍ଲକ

ନବମ ଶ୍ରେଣୀ ଛାତ୍ରଙ୍କ ଉତ୍ପାତ: ଷଷ୍ଠଶ୍ରେଣୀ ଛାତ୍ରକୁ ବନ୍ଦ କୋଠରୀରେ ଦେଲେ ନିର୍ଯାତନା

ମୟୂରଭଞ୍ଜ: ବ୍ଲେଡରେ ହାତ କାଟି କ୍ଷତ ସ୍ଥାନରେ ମାରିଲେ ଲୁଣ । ବନ୍ଦ କଠୋରୀରେ ଦେଲେ ନିର୍ଯାତନା । ମୟୂରଭଞ୍ଜ ଜିଲ୍ଳା ଖୁଣ୍ଟା ଥାନା ବାସିପିଠାର ଏକ ସ୍କୁଲରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ସ୍କୁଲ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ

ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍‌ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ କାଳିବେତୀ ଓ ହଳଦୀପଦା ଆଦି ଦୁଇଟି ସ୍ଥାନରେ ଶିଳ୍ପ

ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ

ରେଭେନ୍ସାରେ ଅଣଛାତ୍ର ପ୍ରବେଶକୁ ବିରୋଧ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଆମରଣ ଅନସନ

କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ର ଅନଶନ । ବିଶ୍ବବିଦ୍ୟାଳୟ ପରିସରରେ ଅନେକ ସମୟରେ ଅଣଛାତ୍ର ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ଏହାସହ ଛାତ୍ର ମାନଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ କରି କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି