Browsing Category

ଓଡିଶା

ଯୁବକଙ୍କୁ ପିଟିପିଟି ହତ୍ୟା ,ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମଗିରି : ଯୁବକଙ୍କୁ ପିଟିପିଟି ହତ୍ୟା । ହତ୍ୟା ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ତିଆରପାରି ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତ ଯୁବକ ହେଲେ ନକୁଳ ସାମଲ । ନକୁଳଙ୍କର ସେହି ଗାଁର ଅନ୍ୟ ଏକ ପରିବାର ସହ ଝଗଡା ହୋଇଥିଲା । ଏହାକୁ କେନ୍ଦ୍ର କରି

ଏପ୍ରିଲରେ ନିଆଁ ବର୍ଷିବ, ଜୁନ ଯାଏ ଦେଶ ବ୍ୟାପୀ ପ୍ରଚଣ୍ଡ ଗ୍ରୀଷ୍ମତାପ

ଭୁବନେଶ୍ବର : ଏପ୍ରିଲରେ ନିଆଁ ବର୍ଷିବ। ଅସହ୍ୟ ତାତି ଅନୁଭୂତ ହେବ। ରାଜ୍ୟରେ ଗ୍ରୀଷ୍ମଲହରୀ ସ୍ବାଭାବିକରୁ ଅଧିକ ଦିନ ରହିବ; ପ୍ରଚଣ୍ଡ ଖରା ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅଧିକ ରହିବ। ଉପକୂଳବର୍ତ୍ତୀ ଜିଲାରେ ତାତି ସାମାନ୍ୟ କମ୍ ରହିପାରେ। ଚଳିତ ମାସରେ

ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ

ରାଉରକେଲା: ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହିଅବସରରେ ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ସକାଳେ ଏକ ଶୋଭାଯାତ୍ରା ଆମ୍ବେଦକର ଛକରୁ ବାହାରି ମଧୁସୂଦନ ମାର୍ଗଠାରେ

‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର ଥାନାକୁ ନ ଯାଇ ଅନଲାଇନରେ ଏତଲା ଦେଲେ । ସେ କଳାକାର

ବନକଲାଗି ନୀତି: ଆସନ୍ତାକାଲି ଜଗାଙ୍କୁ ୫ଘଣ୍ଟା ଦର୍ଶନ କରିପାରିବେନି ସାଧାରଣ ଦର୍ଶକ

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ବିଫଳ ହେଲା ଯୋଜନା: ୧୩ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ପୁଲିସକୁ ମିଳିଛି ପୁଣି ସଫଳତା। ଆଜି ୧୩ ଜଣ ମାଓବାଦୀ ବିଜାପୁର ପୁଲିସ ଗିରଫ କରିଛି। ବିଜାପୁର ଜିଲ୍ଲା ପୁଲିସ ବିଭିନ୍ନ ଥାନା ଅଂଚଳରେ ଚଢାଉ କରାଯାଇ ଏମାନଙ୍କୁ ଗିରଫ କରାଯାଇଥିବା ପୁଲିସ କହିଛି। ଏମାନଙ୍କ ମଧ୍ୟରୁ ଜଣକ ନାମରେ ଏକ ଲକ୍ଷ ଟଂକାର ପୁରସ୍କାର

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା ୧୨ରୁ ମାତ୍ର ୬କୁ ହ୍ରାସ କରି ଏକ ନୂତନ ମାଇଲଖୁଣ୍ଟ ହାସଲ

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ସେ କହିଛନ୍ତି।

ରାଉରକେଲାରେ ସେକ୍ସ ରାକେଟ୍ ଠାବ: ୫ ମହିଳା ଉଦ୍ଧାର, ୫ ଦଲାଲ ଅଟକ

ରାଉରକେଲା: ସ୍ଥାନୀୟ ଜଗଦା ଅଞ୍ଚଳରେ ଏକ ବଡ଼ଧରଣର ସେକ୍ସ ରାକେଟ୍ ଠାବ କରିବାରେ ପୁଲିସ ସଫଳ ହୋଇଛି। ସେକ୍ସ ରାକେଟ ଚଳାଇବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୫ ଜଣ ଦଲାଲଙ୍କୁ ପୁଲିସ ଅଟକ ରଖିଛି। ଏହା ସହ ୫ ଜଣ ମହିଳାଙ୍କୁ ମଧ୍ୟ ପୁଲିସ ଉଦ୍ଧାର କରିଛି। ଅଟକ ଥିବା ଦଲାଲମାନେ ପୂର୍ବରୁ ମଧ୍ୟ

ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ

ଭଦ୍ରକ : : ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏପରି ଏକ ଦୁଖଃଦ ଘଟଣା ଘଟିଛି