Browsing Category

ଓଡିଶା

ଛତ୍ରପୁରରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ପୁରସ୍କୃତ

ଛତ୍ରପୁର : ଛତ୍ରପୁର ପୁଲିସ ପଡିଆ ଠାରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଗଞ୍ଜାମ ପୁଲିସ ଜିଲା ଏସପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଥିଲେ ଯେ ଆଜିର ଦିବସ ଓଡିଶା ପୁଲିସ ପାଇଁ ଗର୍ବ ଓ ଗୌରବର ଦିବସ। ଜନସାଧାରଣଙ୍କ ସେବା ମନଭାବ ନେଇ ପୁଲିସ ନିଜକୁ ଉତ୍ସର୍ଗ

ସୀମାନ୍ତ କୋଟିଆ ପଞ୍ଚାୟତ ସମୁହରେ ପାଳନହେଲା ଓଡ଼ିଶା ଦିବସ 

ପଟ୍ଟାଙ୍ଗି,୧।୪ : ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା ଦିବସ ପାଳନ କରି କଡା ଜବାବ ଦେଇଛି । ସୂଚନା

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ :…

ଭୁବନେଶ୍ବର : ଓଡ଼ିଆ ପକ୍ଷ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ କରୁଛୁ। ଏହି ପକ୍ଷର

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ: କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଘଟିଛି ଏହି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲା।ଆଜି ସକାଳ ୧୦ଟା ସମୟରେ

ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା ସୂଚନା ମିଳିଛି। ମୃତଛାତ୍ର କିଟ୍‌

ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେଲେ ଓଡ଼ିଶାର ୩ କୋଟି ୫୨ ଲକ୍ଷ ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର

ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର : ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ’ଙ୍କୁ ଗିରଫ କରିଛି ବୁର୍ଲା ପୁଲିସ। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ପୁଲିସ ଏହି ପଦକ୍ଷେପ ନେଇଛି। ପୁରୁଷ ବନ୍ଧୁଙ୍କୁ ଗିରଫ କରିବା ଦାବିରେ ଚିନ୍ମୟୀଙ୍କ ପରିବାର ପକ୍ଷରୁ

ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ

ଢେଙ୍କାନାଳ: ଢେଙ୍କାନାଳ କମଲାଙ୍ଗ ପଞ୍ଚାୟତ କମଲାଙ୍ଗ ବରସାହିରେ ଝାଡାବାନ୍ତି ଆତଙ୍କ। ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅନନ୍ତ ନାହାକ, ରଜନୀ ପେଣ୍ଠି ଏବଂ ଅନନ୍ତ ନାୟକ। ଝାଡାବାନ୍ତିରେ ଆଉ ଏକ ଗାଁର ୧୭ ଜଣ ଆକ୍ରାନ୍ତ ହୋଇ

ନିୟନ୍ତ୍ରଣ ବାହାରେ ରାଜ୍ୟରେ ଆଇନ ଶୃଙ୍ଖଳା : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସରକାରଙ୍କୁ ବିଜେଡିର ସମାଲୋଚନା। ତୀବ୍ର ସମାଲୋଚନା କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ଆଇନ ଶୃଙ୍ଖଳା ସ୍ଥିତି ଆଉ ସରକାରଙ୍କ ନିୟନ୍ତ୍ରଣରେ ନାହିଁ। ସରକାର ଏଥିରେ ବିଫଳ ହୋଇଛନ୍ତି। ରାଜଧାନୀ ସମେତ ସାରା

ରାଜ୍ୟରେ ପୂର୍ବାପେକ୍ଷା ୪.୨ ପ୍ରତିଶତ ନାରୀ ନିର୍ଯାତନା କମିଛି: ବିଜେପି ବିଧାୟକ ଅମର ନାୟକ

ଭୁବନେଶ୍ବର: ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେପି ବିଧାୟକ ଅମର ନାୟକ। ସେ କହିଛନ୍ତି, ବିଗତ ଦିନର ଆଇନଶୃଙ୍ଖଳାକୁ ତର୍ଜମା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପ୍ରାଥମିକତା ହେଉଛି ଆଇନଶୃଙ୍ଖଳା। ରାଜ୍ୟରେ ପୂର୍ବ ଅପେକ୍ଷା ୪.୨ ପ୍ରତିଶତ ହାରରେ ନାରୀ