Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ, ଗିରଫ ହେଲେ ୭ ଜଣ ଅଭିଯୁକ୍ତ
ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ । ୧ .୪କୋଟି ଟଙ୍କାର ସାଇବର ଠକେଇ କରି ଗିରଫ ହେଲେ ୭ ଜଣ ଅଭିଯୁକ୍ତ । ସମସ୍ତ ଅଭିଯୁକ୍ତଙ୍କୁ କର୍ଣ୍ଣାଟକ ଓ ତାମିଲନାଡୁରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ବିଭିନ୍ନ ଆକାଉଣ୍ଟ ଫ୍ରିଜ କରିବା ପରେ ୧୯ଲକ୍ଷ ଟଙ୍କା ଜବତ!-->…
ଆଜି ପବିତ୍ର ‘ଇଦ୍-ଉଲ୍-ଫିତର’
ଭୁବନେଶ୍ୱର: ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍-ଉଲ୍-ଫିତର। ଦୀର୍ଘ ୧ମାସ ଧରି ରୋଜା ଅର୍ଥାତ ଉପବାସ ରଖିଥିବା ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନ ଉପବାସ ଭଙ୍ଗକରି ନିରାଡମ୍ବର ଭାବେ ଏହି ପର୍ବକୁ ପାଳନ କରୁଛନ୍ତି। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଇଛନ୍ତି। ଖୁସିରେ ଆଳିଙ୍ଗନ କରି!-->…
ରାୟଗଡ଼ା ଜିଲ୍ଲା ସିଆରପି ସିଏମ ଆସୋସିଏସନ୍ ର ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ
ରାୟଗଡ଼ା : ଭାରତୀୟ ମଜଦୂର ସଂଘ ଦ୍ବାରା ପରିଚାଳିତ ଅଲ୍ ଓଡିଶା ସିଆରପି ସିଏମ ଆସୋସିଏସନ୍ ରାୟଗଡା ଜିଲ୍ଲାର ଏକ ସାଧାରଣ ସଭା ରାୟଗଡ଼ା ଟାଉନ ହଲ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ସମ୍ମିଳନୀରେ ମୁଖ୍ଯ ଅତିଥି ରୁପେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ଯ ଉପସଭାପତି ଶ୍ରୀ!-->…
ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି।
ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି, କୋବ୍ରା ଯବାନ, ସିଆରପିଏଫ!-->!-->!-->…
ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍ ଟ୍ରେନ୍ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍!-->…
ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର
କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ।
ସୂଚନା ଅନୁସାରେ ମୁରିବାହାଲ ଥାନା ଗୁଡିଘାଟ ଗାଁର!-->!-->!-->…
ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି
ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦ ମାର୍କ ପ୍ରଶ୍ନ ବଦଳରେ ୯୪ ମାର୍କର!-->…
ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ!-->…
ଏପ୍ରିଲ ୨ରୁ ବର୍ଷା ସମ୍ଭାବନା
ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ, ଏପ୍ରିଲ ୩ରେ କୋରାପୁଟ,!-->!-->!-->…
ଭୁବନେଶ୍ଵରରେ ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି, କନଭୟ ପାଟ୍ରୋଲିଂ ଆରମ୍ଭ
ଭୁବନେଶ୍ଵର : ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି । ରାମ ନବମୀ ଓ ଇଦ୍ ପାଇଁ ଭୁବନେଶ୍ଵରରେ ହାଇ ସିକ୍ୟୁରିଟି । କମିସନରେଟ ପୋଲିସର ବ୍ୟାପକ କନଭୟ ପାଟ୍ରୋଲିଂ ଆରମ୍ଭ ହୋଇଛି । ସବୁ ଗଳି କନ୍ଦିରେ ପାଟ୍ରୋଲିଂ ହେଉଛି । ଖଟି ସ୍ଥାନ ହେଉ ବା ଅଧିକ ଭିଡ ଭିଡ ସ୍ଥାନରେ ଡାକ ବାଜି ଯନ୍ତ୍ର!-->…