Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ
ଜଳେଶ୍ୱର: ୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ । ବଣିଆଡିହା ସମବାୟ ସମିତିର ପୂର୍ବତନ ଆକାଉଣ୍ଟାଣ୍ଟ ଗିରଫ । ପୂର୍ବତନ ଆକାଉଣ୍ଟାଣ୍ଟ ସତ୍ୟ ଅଞ୍ଜନ ଦେଙ୍କୁ ଗିରଫ କଲା ଭିଜିଲାନ୍ସ ।
ସୂଚନା ଅନୁସାରେ, ବଣିଆଡିହା ସମବାୟ ସମିତିର ପୂର୍ବତନ ଆକାଉଣ୍ଟାଣ୍ଟ ସତ୍ୟ ଅଞ୍ଜନ!-->!-->!-->…
୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି : ୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା SP,ବସ୍ତର DIG ଙ୍କ ନିକଟରେ ୫୦ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ । ସେମାନଙ୍କ ନାଁରେ ୬୮ ଲକ୍ଷ ଟଙ୍କା ପୁରସ୍କାର ଥିଲା । ଅନେକ ବଡ଼ ବଡ଼ ମାଓ ହିଂସାକାଣ୍ଡରେ!-->…
ନିର୍ଗୁଣ୍ଡିରେ ଟ୍ରେନ୍ ଲାଇନଚ୍ୟୁତ: ହେଲ୍ପଲାଇନ ନମ୍ବର ଜାରି
କଟକ: କଟକ ନିର୍ଗୁଣ୍ଡିରେ ଲାଇନଚ୍ୟୁତ ହୋଇଛି କାମାକ୍ଷା ଏକ୍ସପ୍ରେସ୍ । ଏଥିରେ ୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ଏସସିବି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ଆହତମାନଙ୍କୁ ଅନ୍ୟ ଟ୍ରେନ ମାଧ୍ୟମରେ କଟକ ବଡ ମେଡିକାଲ ସ୍ଥାନାନ୍ତରିତ!-->…
କଟକରେ ରେଳ ଦୁର୍ଘଟଣା, ୧୧ ବଗି ଲାଇନଚ୍ୟୁତ
କଟକ: ରବିବାର ଦିନ କଟକର ଚୌଦ୍ୱାର ଅଞ୍ଚଳର ନିର୍ଗୁଣ୍ଡି ରେଳ ଷ୍ଟେସନ ନିକଟରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସର ଅନେକ ବଗି ଲାଇନଚ୍ୟୁତ ହୋଇଛି।
ସୂଚନା ଅନୁଯାୟୀ, ଟ୍ରେନଟି ରେଳ ଧାରଣାରୁ ଲାଇନଚ୍ୟୁତଛି । ଏହାପରେ ପରେ ଟ୍ରେନରେ ଥିବା ଯାତ୍ରୀମାନେ ବ୍ୟସ୍ତବିବ୍ରତ ହୋଇ ନିଜ ନିଜ ବ୍ୟାଗ!-->!-->!-->…
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ଭୁବନେଶ୍ୱର : ଉତ୍କଳ ବିଶ୍ଵବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି । ମଧୁସୂଦନ ଛାତ୍ରାବାସରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ହେଲେ ଫିଲୋସୋଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଲା!-->…
ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ
ଭୁବନେଶ୍ବର: ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ । ଚଳିତ ବର୍ଷ ଧୁମଧାମରେ ଓଡ଼ିଆ ପକ୍ଷ ପାଳନ କରିବେ ମୋହନ ସରକାର । ଏନେଇ ଏପ୍ରିଲ ୧ ଓଡିଶା ଦିବସରୁ ଏପ୍ରିଲ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଯାଏଁ ସାରା ରାଜ୍ୟରେ ପାଳିତ ହେବ ଓଡ଼ିଆ ପକ୍ଷ ଯେଉଁଥିରେ ବିଭିନ୍ନ ପ୍ରକାରର!-->…
କାଲିଠୁ ୩ ତାରିଖ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ
ପୁରୀ : ଆସନ୍ତାକାଲିଠୁ ୪ ଦିନ ବନ୍ଦ ରହିବ ରତ୍ନଭଣ୍ତାର ମରାମତି କାର୍ଯ୍ୟ । କାଲିଠୁ ୩ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ତାର ମରାମତି ତଥା ସଂରକ୍ଷଣ କାମ ବନ୍ଦ ରହିବ । ଖସାପଡ଼ାଲାଗି ଓ ବନକଲାଗି ନୀତି ପାଇଁ କାମ ବନ୍ଦ ରଖାଯିବା ନେଇ ସୂଚନା ରହିଛି ।
ସୂଚନା ଅନୁସାରେ ପୂର୍ବରୁ ମଧ୍ୟ!-->!-->!-->…
ଗିରଫ ହେଲେ ୱାଟକୋ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ
ଭୁବନେଶ୍ଵର: ଗିରଫ ହେଲେ ଭୁବନେଶ୍ବର ଜଳଯୋଗାଣ ଓ ସ୍ବେରେଜ୍ ବୋର୍ଡ (ୱାଟକୋ)ର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଶ୍ରୀ ସାହୁଙ୍କ ବାସଭବନ ସମେତ ୭ଟି ଠିକଣାରେ!-->…
ବିଧାୟକଙ୍କ ନିଲମ୍ବନ ବିରୋଧରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ସଦସ୍ୟ
ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସର ବିଧାୟକ ଏଵଂ ବରିଷ୍ଠ କଂଗ୍ରେସ ନେତା । ରାଜ୍ୟରେ ଭୁଶୁଡ଼ି ପଡ଼ିଛି ଆଇନଶୃଙ୍ଖଳା । ରାଜ୍ୟରେ ମହିଳା, ଛୋଟ ଝିଅମାନେ ଅସୁରକ୍ଷିତ, ମହିଳା ଓ ଛୋଟ ଝିଅମାନଙ୍କ ଉପରେ ନିର୍ଯ୍ୟାତନା ଓ ଗଣଦୁଷ୍କର୍ମ!-->…
ଭୁବନେଶ୍ୱର ବିମାନବନ୍ଦରରୁ ସାପ ଓ କଇଁଛ ଜବତ, ଜଣେ ଗିରଫ
ଭୁବନେଶ୍ଵର: ଭୁବନେଶ୍ବର ବିମାନ ବନ୍ଦରରେ କଇଁଛ ସହ ଅନେକ ସରୀସୃପ ଉଦ୍ଧାର । ଝିଟିପିଟି, ଗୋଧି, ବୋଡ଼ା ସାପ ଆଦିକୁ ଉଦ୍ଧାର କଲା କଷ୍ଟମ ବିଭାଗ । ବ୍ୟାଂକକ୍ରୁ ଭାୟା ଭୁବନେଶ୍ବର ଦେଇ ଚେନ୍ନାଇ ଚାଲାଣ ହେଉଥିବା ବେଳେ ଜବତ କଲା ବିଭାଗ । ବିସ୍କୁଟ ଡବାରେ ଚାଲାଣ ହେଉଥିଲା ସାପ । ତେବେ ୯ଟି!-->…