Browsing Category

ଓଡିଶା

ଟଙ୍କା ଦିଅ ଶିଶୁ ନିଅ ଘଟଣା: ୨ସହାୟକ ବହିଷ୍କୃତ, ନର୍ସିଂ ଅଫିସର ଓ ସଫେଇ କର୍ମଚାରୀଙ୍କ ବଦଳି

ସୁନ୍ଦରଗଡ:ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମାତୃ ଶିଶୁ ହସ୍ପିଟାଲ (ଏମସିଏଚ୍‌)ରେ ହଜାରେ ଟଙ୍କା ନ ଦେଲେ ସେବିକାମାନେ ପ୍ରସବ କକ୍ଷରୁ ନବଜାତ ଶିଶୁକୁ ମା’ କୋଳକୁ ଛାଡୁନଥିବା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଭୂତିଭୂଷଣ ପାଢ଼ୀ

ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ

ଗୁଣପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ । ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ଗୋପାଳ ପଟ୍ଟନାୟକ ।

ସୁକୁମା ପୋଲିସକୁ ସଫଳତା : ଏନକାଉଣ୍ଟରରେ ୧୬ ମାଓବାଦୀ ମୃତ

ମାଲକାନଗିରି : ଅତିଶୀଘ୍ର ସମାପ୍ତ ହେବ ମାଓବାଦୀ କାର୍ଯ୍ୟକଳାପ ଏହି ଭଳି ଏକ ଖବର କିଛି ଦିନ ତଳେ ଗୃହମନ୍ତ୍ରୀ ଅମିତ ସାହାଙ୍କ ବୟାନ ରୁ ସ୍ୱଷ୍ଟ ହେବାକୁ ଲାଗିଛି । ଗତ ତିନିମାସ ଭିତରେ ୧୦୦ରୁ ଉର୍ଦ୍ଧ୍ବ ମାଓବାଦୀ ଙ୍କ ମୃତ୍ୟୁ ଖବର ଓ ମାଓବାଦୀ ଙ୍କ ଶୀର୍ଷ ନେତ୍ତୃତ୍ୱ ଙ୍କୁ ଲେଖାଯାଇଥିବା

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍, କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଲା ଅନୁମତି

ଭୁବନେଶ୍ୱର : ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି ।

ଆସିକା ପଣ୍ୟାଗାର ର କର୍ମଚାରୀ ଙ୍କୁ ମିଲେରଙ୍କ ମାଡ଼ ମରା ଘଟଣା :ରାଜନୈତିକ ଚାପରେ ପ୍ରଶାସନ ଚୁପ…

ଅଦାଲତ ରେ ମାମଲା ପାଇଁ ପ୍ରସ୍ତୁତି….! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବ୍ଲକ ଅନ୍ତର୍ଗତ କର୍ଣ୍ଣଳୀ ସ୍ଥିତ ପଣ୍ୟାଗାର ଗୋଦାମ ର କର୍ମଚାରୀ ଙ୍କୁ ଦୁଇ ଜଣ ମିଲେର ମାଡ଼ ମାରିବା ଘଟଣା ନୂଆ ମୋଡ଼। ଏକ ସପ୍ତାହ ହେଲା ବେଆଇନ କାର୍ଯ୍ୟ କରିବାକୁ କିଛି ମିଲେର ଗୋଦାମ ର କର୍ମଚାରୀ

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର । ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତ୍ତନ ଆଣିବାରେ ନିୟୋଜିତ ହେବା ଉଚିତ । ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା ସହିତ ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ବ୍ୟାପକ

ମିଆଁମାର ଓ ଥାଇଲାଣ୍ଡରେ ହୋଇଥିବା ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ବର: ମିଆଁମାର ଓ ଥାଇଲାଣ୍ଡରେ ଆଜି ହୋଇଥିବା ବଡ଼ଧରଣର ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ଭୂମିକମ୍ପରେ ପ୍ରଭାବିତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ଏଭଳି ଦୁଃଖର ସମୟରେ ଉଭୟ

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ଵର: ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ

କିଟ୍‌ ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: କୌଣସି ଜାଗାରେ ଆଇନର ଗଳା ବାଟ ରହିବ ନାହିଁ

ଭୁବନେଶ୍ବର: କିଟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜାତୀୟ ମାନବାଧିକାର ଆୟୋଗ ଦାୟୀ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। ଜାତୀୟ ମାନବାଧିକାର