Browsing Category

ଓଡିଶା

ରାଜ୍ୟରେ ପୁଣି ଖୋଲିବ ବନ୍ଦ ସ୍କୁଲ୍

ଭୁବନେଶ୍ୱର: ପୂର୍ବ ଶାସନର ମିଶ୍ରଣ ନୀତିର ଅଂଶ ସ୍ୱରୂପ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକୁ ପୁନର୍ବାର ଖୋଲିବା ନେଇ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ

ଯାଜପୁରରେ ସର୍ବାଧିକ ୨୬୯ ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ବିଧାନସଭାରେ କହିଛନ୍ତି, ଗତ ୨୦୨୪ ଜୁନ୍‌ରୁ ୨୦୨୫ ଫେବ୍ରୁଆରି ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ ପଞ୍ଜୀକୃତ ହୋଇଛି। ତେବେ ଏହି

ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଶାସକ ଓ ବିରୋଧୀ ବିଧାୟକଙ୍କ ଦାବି

ଭୁବନେଶ୍ୱର : ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି ଦାବି କଲେ ବିଧାୟକ । ଉଭୟ ଶାସକ ଓ ବିରୋଧୀ ବିଧାୟକ ଦରମା ବୃଦ୍ଧି ଦାବି କରିଛନ୍ତି । ବିଧାୟକଙ୍କ ଦରମା ବୃଦ୍ଧି ଓ ପୂର୍ବତନ ବିଧାୟକଙ୍କ ପେନସନ

ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଆସନ୍ତା ଏପ୍ରିଲ ୨ ତାରିଖରେ ରାଜ୍ୟ ତମାମ ଖଡି ଛୁଆଁ କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରଥମ କରି ନାମ ଲେଖାଉଥିବା କୁନି କୁନି ପିଲାଙ୍କୁ ସେହି ଦିନ ଖଡି ଛୁଆଇବେ

ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ, ଘର ଭିତରୁ ମିଳିଲା ମୃତଦେହ

ଗଜପତି: ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ । ଭଡ଼ା ଘର ଭିତରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ । ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରିର ଏକ ଘରୋଇ ବ୍ୟାଙ୍କ RM ଭାବେ କାର୍ଯ୍ୟରତ ଥିଲେ ମୃତ କର୍ମଚାରୀ ଭୁବନେଶ୍ୱରର ପ୍ରକାଶ ମହାରଣା । ଚନ୍ଦ୍ରଗିରି ପୋଷ୍ଟ ଅଫିସ ନିକଟରେ

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ

ଆଠମଲ୍ଲିକ; ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୂ । ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ସୂଚନା ଅନୁସାରେ, ଆଠମଲ୍ଲିକ କେନ୍ଦୁପାଟି ଗାଁର ଚରଣ ନାୟକ ନାମକ ଜଣେ ବ୍ୟକ୍ତି ତାଙ୍କ ପୂର୍ବ

ପୋଲିସ ବର୍ଦ୍ଦିରେ ହାତ ଦେଇଥିବା ଲୋକଙ୍କୁ ଛଡ଼ାଯିବନି: ଡିଜିପି

ଭୁବନେଶ୍ୱର : ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଗତକାଲି ବିଧାନସଭା ଘେରାଉ କରିଥିଲା କଂଗ୍ରେସ । ଏହି ସମୟରେ କଂଗ୍ରେସ କର୍ମୀ -ପୋଲିସଙ୍କ ଭିତରେ ଖଣ୍ଡଯୁଦ୍ଧ ହୋଇଥିଲା । କାଲିର ଘଟଣା ପରେ ପୋଲିସ ଆକ୍ସନ ଉପରେ ନଜର ରହିଛି । ବର୍ଦ୍ଦିରେ ହାତ ଦେଇଥିବା ଅସମାଜିକଙ୍କୁ ଛଡ଼ାଯିବନି ବୋଲି

କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ: ଘଣ୍ଟ ବାଡେଇ ଚାଲିଲେ ୧୪ ନିଲମ୍ବିତ ବିଧାୟକ

ଭୁବନେଶ୍ୱର: ଆଜି ବି କଂଗ୍ରେସ ପ୍ରତିବାଦ ରାଲି। ନିଲମ୍ବିତ କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ। ବାଜିଲା ଘଣ୍ଟ, ରାଲିରେ ଚାଲିଲେ ୧୪ ନିଲମ୍ବିତ ବିଧାୟକ। ବିଧାନସଭା ଘେରାଉ ବେଳେ କଂଗ୍ରେସ କର୍ମୀଙ୍କୁ ମାଡ଼ ଘଟଣାରେ କଂଗ୍ରେସ ପ୍ରତିବାଦ ରାଲି କରିଛି। କଂଗ୍ରେସ ଭବନରୁ ଘଣ୍ଟ ବାଡେଇ

ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି

ପୁରୀ : ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ ଚାଲିଛି । ଆସନ୍ତା ୬ ତାରିଖରେ ପବିତ୍ର ଶ୍ରୀରାମ ନବମୀ

ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ: ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ