Browsing Category

ଓଡିଶା

ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି ।

ସମ୍ବଲପୁର ମଣପୁରମ୍‌ ଫାଇନାନ୍ସ ଡକାୟତି ଘଟଣା, କୋର୍ଟରେ ହାଜର ହେବ ମାଷ୍ଟରମାଇଣ୍ଡ ସୁବୋଧ ସିଂହ

ସମ୍ବଲପୁର: ସମ୍ବଲପୁର ବୁଢ଼ାରଜା ସ୍ଥିତ ମଣପୁରମ୍‌ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣା । ଲୁଟର ମାଷ୍ଟରମାଇଣ୍ଡ ସୁବୋଧ ସିଂହକୁ ସମ୍ବଲପୁର ଆଣିଛି ଅଇଁଠାପାଲି ପୋଲିସ । ପଶ୍ଚିମବଙ୍ଗର ପ୍ରେସିଡେନ୍ସି ଜେଲରେ ଥିଲା ମାଷ୍ଟରମାଇଣ୍ଡ ସୁବୋଧ ସିଂହ । ଆଜି ସମ୍ବଲପୁର

ପୁଣି ବଢିଲା ତାତି : ଝାରସୁଗୁଡ଼ାରେ ସର୍ବାଧିକ ୪୩ ଡିଗ୍ରୀ ରେକର୍ଡ, ୪୦ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର : ପୁଣି ବଢିଲା ତାତି,୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର।ରାଜ୍ୟରେ ଅସମ୍ଭାଳ ତାତି କୁ ନେଇ ୩ ଦିନ ଯାଏ ହିଟ ୱେଭ ଜାରି କଲା ପାଣିପାଗ ବିଭାଗ । କିଛି ଜିଲ୍ଲାରେ ୪୨ ଡିଗ୍ରୀ ଅତିକ୍ରମ କରିପାରେ ରାଜ୍ୟ ତାପମାତ୍ରା । ଆସନ୍ତା ୨୪ ଘଂଟାରେ ସମ୍ବଲପୁର ଓ ଝାରସୁଗୁଡ଼ାରେ ହିଟ ୱେଭ

ଗଞ୍ଜାମ ରେ ଚାଲିଛି ମାଫିଆ ରାଜ : ଜିଲ୍ଲାରେ କାମ ଦେଉନି ଡ଼ି.ଜି.ପି ଙ୍କ ଫର୍ମାନ…

ବିନା ୱାଇ ଫର୍ମ ରେ ପୋଲିସ ଓ ରାଜସ୍ବ ବିଭାଗ ର ନାକ ତଳେ ଚାଲିଛି ଚୋରା ବାଲି ଚାଲାଣ ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଡିଜିପିଙ୍କ ତାଗିତ କୁ ବେଖାତିରି କରି ଦିନ ରାତି ଚୋରା ବାଲି ଚାଲାଣ ହେଉଛି ଯାହାକି ପ୍ରଶାସନ ର ନିଘାରେ । ସଞ୍ଜ ନଇଁଲେ ଋଷିକୂଲ୍ୟା ଓ ବଡ ନଦୀରୁ ସୁନା ପିଲା ଭଳି

‘ଆୟଠୁ ବଢ଼ିଯାଉଛି ବ୍ୟୟ, କ୍ଷତିରେ ଚାଲୁଛି ଓଏସ୍‌ଆର୍‌ଟିସି

ଭୁବନେଶ୍ୱର : ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି OSRTC । ଦୁଇ ବର୍ଷରେ OSRTC କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା । ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ମନ୍ତ୍ରୀ କହିଛନ୍ତି, ୨୦୨୨-୨୩ ଆର୍ଥିକ ବର୍ଷରେ ୧୮ କୋଟି ୮୩ ଲକ୍ଷ ଟଙ୍କା

ଆହତ କଂଗ୍ରେସ କର୍ମୀଙ୍କୁ ହସ୍ପିଟାଲରେ ଭେଟିଲେ ବିଧାୟକ ତାରାପ୍ରସାଦ

ଭୁବନେଶ୍ବର : ବିଧାନସଭା ଘେରାଓ ସମୟରେ ଆଜି ପୁଲିସର ଲାଠିଚାର୍ଜରେ ଆହତ ହୋଇଥିବା କଂଗ୍ରେସ କର୍ମୀମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଆହତ କର୍ମୀମାନଙ୍କୁ ହସ୍ପିଟାଲରେ ଭେଟି ସେମାନଙ୍କ ଚିକିତ୍ସା ସମ୍ପର୍କରେ ପଚାରି

ମଧ୍ୟାହ୍ନ ଭୋଜନରେ ସାମିଲ ହେଲା ପୁଷ୍ଟିକର ଲଡୁ : ଅଣ୍ଡା ୩ ଦିନ, ଲଡୁ ୩ଦିନ ମିଳିବ

ଭୁବନେଶ୍ବର : ଆସନ୍ତା ଏପ୍ରିଲ ୧ ତାରିଖରୁ ବଦଳିବାକୁ ଯାଉଛି ମଧ୍ୟାହ୍ନ ଭୋଜନର ରୂପରେଖ। ମଧ୍ୟାହ୍ନ ଭୋଜନରେ ଏଣିକି ପିଲାଙ୍କୁ ମିଳିବ ଲଡୁ । ଅଣ୍ଡା ସହ ପୁଷ୍ଟିକର ଲଡୁ ମଧ୍ୟାହ୍ନ ଭୋଜନରେ ଦିଆଯିବ । ସପ୍ତାହକୁ ୩ ଦିନ ମିଳିବ ପୁଷ୍ଟିକର ଲଡୁ । ମଙ୍ଗଳବାର, ଗୁରୁବାର, ଶନିବାର ପୁଷ୍ଟିକର ଲଡୁ

ଟ୍ରାଏଲ ରନ୍‌ ପରେ ମିଳିଲା ସବୁଜ ସଙ୍କେତ: ବୌଦ୍ଧ -ପୁରୁଣା କଟକକୁ ଗଡିବ ରେଳ

ବୌଦ୍ଧ : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି ।  ବୌଦ୍ଧରୁ ପୁରୁଣା କଟକ ପର୍ଯ୍ୟନ୍ତ ନବନିର୍ମିତ ୨୭କିମି ଦୂରତା ସମ୍ପନ୍ନ ରେଳଧାରଣାର ଦୁଇଦିନିଆ (ସି.ଆର.ଏସ) କମିଶନର ଅଫ୍ ରେଳ ସେଫଟି କାର୍ଯ୍ୟ ସମାପନ ହୋଇଛି । ସି.ଆର.ଏସ ଟିମ୍ ହରଭଙ୍ଗା ବ୍ଲକର ପୁରୁଣା କଟକ ନବନିର୍ମିତ ରେଳ ଷ୍ଟେସନ ପର୍ଯ୍ୟନ୍ତ

ଦେବଗଡ଼ରେ ମୃତ ହୋମଗାର୍ଡ ପ୍ରାର୍ଥୀଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ…

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ସମୟରେ ପ୍ରାଣ ହରାଇଥିବା ସାହେବା ଦେହୁରୀ (୧୯)ଙ୍କ ପରିବାରଙ୍କ ପାଇଁ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ

ଦିନ ୧୧ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ରହିବ ରାସନ ସାମଗ୍ରୀ ବିତରଣ

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ରାସନ ସାମଗ୍ରୀ ସକାଳ ସାତ