Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟ୍ରାଏଲ ରନ୍ ପରେ ମିଳିଲା ସବୁଜ ସଙ୍କେତ: ବୌଦ୍ଧ -ପୁରୁଣା କଟକକୁ ଗଡିବ ରେଳ
ବୌଦ୍ଧ : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ବୌଦ୍ଧରୁ ପୁରୁଣା କଟକ ପର୍ଯ୍ୟନ୍ତ ନବନିର୍ମିତ ୨୭କିମି ଦୂରତା ସମ୍ପନ୍ନ ରେଳଧାରଣାର ଦୁଇଦିନିଆ (ସି.ଆର.ଏସ) କମିଶନର ଅଫ୍ ରେଳ ସେଫଟି କାର୍ଯ୍ୟ ସମାପନ ହୋଇଛି । ସି.ଆର.ଏସ ଟିମ୍ ହରଭଙ୍ଗା ବ୍ଲକର ପୁରୁଣା କଟକ ନବନିର୍ମିତ ରେଳ ଷ୍ଟେସନ ପର୍ଯ୍ୟନ୍ତ!-->…
ଦେବଗଡ଼ରେ ମୃତ ହୋମଗାର୍ଡ ପ୍ରାର୍ଥୀଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ…
ଭୁବନେଶ୍ୱର: ଦେବଗଡ଼ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ସମୟରେ ପ୍ରାଣ ହରାଇଥିବା ସାହେବା ଦେହୁରୀ (୧୯)ଙ୍କ ପରିବାରଙ୍କ ପାଇଁ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ!-->…
ଦିନ ୧୧ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ରହିବ ରାସନ ସାମଗ୍ରୀ ବିତରଣ
ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ରାସନ ସାମଗ୍ରୀ ସକାଳ ସାତ!-->…
ଅଙ୍ଗନବାଡ଼ି କର୍ମଚାରୀଙ୍କ ଠାରୁ ୫୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର
କୋରାପୁଟ: ନୂଆ କରି ଅଙ୍ଗନବାଡ଼ିରେ ଯୋଗ ଦେଇଥିବା ଜଣେ କର୍ମଚାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଆଙ୍ଗନବାଡ଼ି ସୁପରଭାଇଜର ରେଣୁକା ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।କୋରାପୁଟ ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି ଯେ, ମହିଳା!-->…
କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ସରକାର ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ସାତଟି କଲ୍ୟାଣକାରୀ ସୁବିଧା ପ୍ରଦାନ କରିଛନ୍ତି। ଯେଉଁଥିରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ପରିବାରକୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଅନ୍ତର୍ଭୁକ୍ତ, ଗୁରୁବାର ଦିନ ରାଜ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି
ଭୁବନେଶ୍ଵର: ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି। ବିଧାନସଭାର ପବିତ୍ର ଗୃହକୁ ବିଜେପି ଅପବିତ୍ର କରିଥିବା ଅଭିଯୋଗ କରି ଗଙ୍ଗା ଜଳ ସିଞ୍ଚନ କରି ଅଭିନବ ପ୍ରତିବାଦ କରିଛି ବିଜୁ ଜନତା ଦଳ। ବିଧାନସଭାକୁ ପୁଲିସ ପଶିବା ଘଟଣାର ଏଭଳି ଅଭିନବ ଢଙ୍ଗରେ ପ୍ରତିବାଦ କରି ବିଧାନସଭା ପରିସରରେ!-->…
ଆଗାମୀ ୩ ଦିନ ତାତି, ଏପ୍ରିଲ ୨ରୁ ବର୍ଷା
ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ମାର୍ଚ୍ଚ ମାସରେ ଏଯାଏଁ ତାପମାତ୍ରା ଏକପ୍ରକାର ସାଧାରଣ ଥିବା ବେଳେ ରାଜ୍ୟରେ ପୁଣି ଥରେ ଗରମ ବଢ଼ିଛି। ଆଗାମୀ ୩ ଦିନରେ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବ। ଏନେଇ ସତର୍କ ସୂଚନା ଜାରି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଜାରି ହୋଇଥିବା!-->…
ଲୋୟର ପିଏମ୍ଜି ପାଲଟିଲା ରଣକ୍ଷେତ୍ର: ୧୨ ପୋଲିସ ଆହତ
ଭୁବନେଶ୍ୱର,୨୭ା୩ : ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର ପିଏମଜି ପାଲଟିଛି ରଣକ୍ଷେତ୍ର।!-->…
ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ
ଭୁବନେଶ୍ବର : ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ । ଖାଲି ସେତିକି!-->…
ବର୍ଷ ଶେଷ ସୁଦ୍ଧା ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ସାରିବା ପାଇଁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି: ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ସରକାର ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟବ୍ୟାପୀ ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ନିର୍ମାଣ କାର୍ଯ୍ୟ ସାରିବା ପାଇଁ କାର୍ଯ୍ୟ କରୁଛନ୍ତି` ବିଭିନ୍ନ ସ୍ଥାନରେ ପ୍ରକଳ୍ପ କାର୍ଯ୍ୟ ଚାଲିଛି ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ବାଣିଜ୍ୟ ଏବଂ ପରିବହନ ମନ୍ତ୍ରୀ ବିଭୂତି!-->…