Browsing Category

ଓଡିଶା

ସ୍କୁଲ ପାଚେରି ଭାଙ୍ଗି ୨ ଛାତ୍ର ଆହତ

ଲମତାପୁଟ : ଭାଙ୍ଗିଲା ସ୍କୁଲ ପାଚେରୀ, ୨ ଛାତ୍ର ଆହତ ହୋଇଛନ୍ତି । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କସନ୍ଦୀ ପଞ୍ଚାୟତ କାଲାଡ଼ି ପ୍ରାଥମିକ ବିଦ୍ୟାଳୟରେ ଏପରି ଅଘଟଣ ଘଟିଛ । ୨ ଛାତ୍ର ଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ ଚିକିତ୍ସା କରାଯାଇଛି ।  ଆହତ ଛାତ୍ରଙ୍କ

ନିର୍ଦ୍ଦୋଷରେ ୨୨ ବର୍ଷ ସଜା, ସୁପ୍ରିମକୋର୍ଟରୁ ଦୋଷମୁକ୍ତ ହୋଇ ଗାଁକୁ ଫେରିଲେ

ନବରଙ୍ଗପୁର: ନିର୍ଦ୍ଦୋଷରେ ୨୨ ବର୍ଷ ସଜା କାଟିଲେ । ୨୦୦୪ ମସିହାରେ ନବରଙ୍ଗପୁର ଜିଲ୍ଲା ସଦର ମହକୁମା ହିରିଲି ଅଞ୍ଚଳରେ ତିନି ମହିଳାଙ୍କୁ ହତ୍ୟା ଘଟଣା । ନିର୍ଦ୍ଦୋଷରେ ଖଲାସ ହେଲେ ଗିରଫ ବ୍ୟକ୍ତି । ଦୀର୍ଘ ୨୨ ବର୍ଷ ସଜା କାଟିବା ପରେ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ସୁପ୍ରିମକୋର୍ଟ ।

ଅଧ ରାତିରେ ଘରେ ପଶିଲା ହାତୀ, ୪ ଆହତ

କଣ୍ଟାବାଞ୍ଜି : ହାତୀ ଭାଙ୍ଗିଦେଲା ଘର । ହାତୀ ଆକ୍ରମଣରେ ୪ ଜଣ ଆହତ ହୋଇଥିବା ଜଣାପଡିଛି । ବଲାଙ୍ଗିର ଜିଲ୍ଲା ମୁରିବାହାଲରେ ପୁଣି ହାତୀ ଆତଙ୍କ ଦେଖିବାକୁ ମିଳିଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ସୂଚନା ଅନୁସାରେ, ଗତ ରାତିରେ ଲିଙ୍ଗରାଜ ଭୋଇଙ୍କ ଘର ଲୋକ

ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ଆଡମିଶନ୍ ପାଇଁ ମନୋନୀତ ହେଲେ ୨୫,୩୩୨ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨) ଗୁଡ଼ିକରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଚାଲିଥିବା ନାମଲେଖା ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ରାଉଣ୍ଡର ମେଧା ତାଲିକା ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ଆଡମିଶନ୍ ପାଇଁ

‘ଇ-ଶିକ୍ଷା ଏକ୍ସପ୍ରେସ’ର ଶୁଭାରମ୍ଭ; ଗ୍ରାମାଞ୍ଚଳରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡିଜିଟାଲ ସାକ୍ଷରତା ବୃଦ୍ଧି କରିବ

ଚୌଦ୍ୱାର: ଭ୍ରାମ୍ୟମାଣ ଶିକ୍ଷା ଯୋଜନା ‘ଇ-ଶିକ୍ଷା ଏକ୍ସପ୍ରେସ’ର ଶୁଭାରମ୍ଭ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡିଜିଟାଲ ସାକ୍ଷରତା ବୃଦ୍ଧି କରିବା ଏବଂ ଗ୍ରାମାଞ୍ଚଳରେ ଶିକ୍ଷାର ପହଞ୍ଚକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଇମ୍ଫା ଶିଳ୍ପ ଗୋଷ୍ଠୀର ସାମାଜିକ ଦାୟିତ୍ୱବୋଧ ଶାଖା ବଂଶୀଧର ଓ ଇଲା

ଚିଲିକାରୁ ୫ ଶହ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ଭୁବନେଶ୍ୱର: ମଝି ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଉଛି। ପ୍ରଥମ ଦିନରେ ୫ଶହ ଏକର ଉଚ୍ଛେଦ କରାଯାଇଛି। ସୂଚନା ଅନୁଯାୟୀ, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଚାଲିବ ଚିଙ୍ଗୁଡ଼ି ଘେରି ଉଚ୍ଛେଦ। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ଚିକଲଖଣ୍ଡି

କର୍କଟ ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଦେୟମୁକ୍ତ ହେବ କ୍ୟାନସର ରୋଗୀଙ୍କ ଜଟିଳ ଚିକିତ୍ସା

ଭୁବନେଶ୍ୱର: ରାଜ୍ୟରେ କର୍କଟ ରୋଗୀମାନଙ୍କୁ ଅଧିକ ବ୍ୟାପକ, ସମୟୋପଯୋଗୀ ଓ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇ ଦେବା ଦିଗରେ ଓଡ଼ିଶା ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କ୍ୟାନସର କେୟାର ଅଭିଯାନ’ ଅଧୀନରେ ଥିବା ଅତିରିକ୍ତ ୯୧ଟି କ୍ୟାନସର ଚିକିତ୍ସା

ପିଇଓ ଅଭାବରେ ବିପର୍ଯ୍ୟସ୍ତ ପଞ୍ଚାୟତ ସେବା

ଗୁଡ଼ାରୀ : ରାୟଗଡ଼ା ଜିଲ୍ଲାର ଗୁଡ଼ାରୀ ବ୍ଲକରେ ପଞ୍ଚାୟତ ପ୍ରଶାସନ ବ୍ୟବସ୍ଥା ଏବେ ଗୁରୁତର ସଙ୍କଟ ଦେଇ ଗତି କରୁଛି। ୯ଟି ଗ୍ରାମ ପଞ୍ଚାୟତ ପାଇଁ ନିୟମ ଅନୁଯାୟୀ ୯ ଜଣ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ରହିବା କଥା ଥିଲେ ମଧ୍ୟ ବର୍ତ୍ତମାନ ମାତ୍ର ୫ ଜଣ ପିଇଓଙ୍କ ଉପରେ ସମସ୍ତ

ବନ୍ୟାଞ୍ଚଳ ପରିଦର୍ଶନ କଲେ ବିଜେଡି ପ୍ରତିନଧି ମଣ୍ଡଳୀ

ହରଭଙ୍ଗା : ବୌଦ୍ଧ ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ନେତୃତ୍ୱରେ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ହରଭଙ୍ଗା ବ୍ଲକର ବନ୍ୟାପ୍ରଭାବିତ କୁଶଙ୍ଗ, ହରଭଙ୍ଗା, ସଂକୁଳେଇ ପଞ୍ଚାୟତର କୁମାରୀ, ଅତଲସରା, କୋଡାଶିଙ୍ଗା, ପାଣିଘରା ଆଦିଗ୍ରାମ ପରିଦର୍ଶନ

ମଧ୍ୟାହ୍ନଭୋଜନ ଖାଇ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ

କାମାକ୍ଷାନଗର: ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ । ମୃତ ଛାତ୍ର ଢେଙ୍କାନାଳ ଜିଲ୍ଲା ଭୂବନ ଉଚ୍ଚବିଦ୍ୟାଳୟର ମଙ୍ଗରାଜ ସାଥୁଆ। ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ଛାତ୍ର ଜଣଙ୍କ ଚେତାସୂନ୍ୟ ହୋଇଯାଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା