Browsing Category

ଓଡିଶା

ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡସ୍‍ ଓଡ଼ିଶାର ବ୍ରହ୍ମପୁରରେ ନୂଆ ସୋ’ରୁମ୍‍ ଉଦ୍‍ଘାଟନ କଲା

ବ୍ରହ୍ମପୁର : ଜୁଏଲର ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡସ୍‍ ଓଡ଼ିଶାର ବ୍ରହ୍ମପୁରରେ ତାହାର ନୂଆ ସୋ’ରୁମ୍‍ ଉଦଘାଟନ କରିଛି । ଏହି ଅତ୍ୟାଧୁନିକ ସୋ’ରୁମ୍‍ ଗହଣାଗୁଡିକର ଆକର୍ଷଣୀୟ କଲେକ୍ସନ ସହିତ ଗ୍ରାହକଙ୍କୁ ଏକ ଅତୁଳନୀୟ କିଣାକିଣି ଅନୁଭୂତି ପ୍ରଦାନ କରିବା ପାଇଁ ଡିଜାଇନ କରାଯାଇଛି,

ପ୍ରତିବାଦର ଆଉ ଏକ ନୂଆ ଉପାୟ ଆପଣାଇଲେ କଂଗ୍ରେସ ବିଧାୟକ, ଚା’ ପିଇ କଲେ ପ୍ରତିବାଦ

ଭୁବନେଶ୍ବର : ଦିନ ତମାମ ଆନ୍ଦୋଳନ ଧସ୍ତାଧସ୍ତି ପରେ ବି ସଂଧ୍ୟାରେ ଆଉ ଏକ ଅଭିନବ ପନ୍ଥା ଆପଣାଇଛନ୍ତି କଂଗ୍ରେସ ବିଧାୟକ । ସମାନ ରଙ୍ଗର ଟି ସାର୍ଟ ପିନ୍ଧି ହୋଟେଲ ମେ ଫେୟାରରେ ଏକତ୍ର ଚା ପିଇଛନ୍ତି । ସାମ୍ନା ପଟେ ଲେଖାଯାଇଥିଲା କ୍ରାଇମ କୋଶ୍ଚିନ । ଏବଂ କୋଶ୍ଚିନ ଅନ୍ ଓମେନ ସେପ୍ଟି ।

୩ ଦିନ ପରେ ଅସମ୍ଭାଳ ତାତି, ୫ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଚେତାବନୀ

ଭୁବନେଶ୍ବର: ରାଜ୍ୟରେ ଟାଇଁଟାଇଁ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନଥିବା ବେଳେ ୨୯ ତାରିଖରେ ପୁଣି

କମାଣ୍ଡରଙ୍କୁ ନକ୍ସଲଙ୍କ ଚିଠି: ‘କୌଣସି ଠିକଣା ସୁରକ୍ଷିତ ନାହିଁ’

ମାଲକାନଗିରି: ନକ୍ସଲ ସଂଗଠନରେ କିପରି ଆତଙ୍କ ଓ ଭୟ ଖେଳିଯାଇଛି ଏହାର ଏକ ପ୍ରମାଣ ଗତ ବିଜାପୁର ଏନକାଉଣ୍ଟରରେ ଘଟଣାସ୍ଥଳରୁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ଏକ ଚିଠିରୁ ଜଣାପଡିଛି। ଯବାନ ନକ୍ସଲଙ୍କର ଦୁଇ ଫରଦର ଏକ ଚିଠିକୁ ଜବତ କରିଛନ୍ତି। ଏହି ଚିଠି ସ୍ଥାନୀୟ ଗଣ୍ଡି

କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ ତୋଳାଳୀଙ୍କ ମଧ୍ୟରୁ

ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି : ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ

ରାଇକିଆରେ ବ୍ଲକ୍ ସ୍ତରୀୟ ଜଳ ବିଭାଜିକା ମହୋତ୍ସବ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ମଣ୍ଡାସର ଛକ ଓ ଦୀଗୀ ଛକ ଠାରେ ଜଳ ବିଭାଜିକା ମହୋତ୍ସବ ଓ ୱାଟର ସେଡ ଯାତ୍ରା ୨୦୨୫ ଅନୁଷ୍ଠିତ ହୋଇଯାଇଛି । ବିଭାଗ ତରଫରୁ ଚାଷୀଙ୍କୁ ବିଭିନ୍ନ ଯୋଜନାର କାର୍ଯ୍ୟକାରୀ, ଏହାର ସଫଳତା, ପ୍ରଚାର ପ୍ରସାର ଓ ସଚେତନତା ଉଦ୍ଧେଶ୍ୟରେ ଆୟୋଜିତ ଏହି

ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ

ଭୁବନେଶ୍ଵର: ଖୋର୍ଦ୍ଧା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ ହୋଇଛନ୍ତି। ବୁଧବାର ସୂର୍ଯ୍ୟମଣିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି

ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦ୍ଦେଶ: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭା ହେଉଛି ପବିତ୍ର ଗୃହ, ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା। କିନ୍ତୁ ସେଠି ନିଜର ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇ ଡ୍ରାମା କରାଯାଉଛି। ଗତ ୭ ମାର୍ଚ୍ଚ ତାରିଖ ଠାରୁ ଏଭଳି ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳୁଛି,