Browsing Category

ଓଡିଶା

୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ

ଭୁବନେଶ୍ବର: ଓଡ଼ିଶାରେ ପ୍ରତିବର୍ଷ ବଢିଚାଲିଛି ଜଙ୍ଗଲ ନିଆଁ । ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ । ସେହିପରି ଗତ ୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ । ବିଧାନସଭାରେ ଏପରି ସାଂଘାତିକ ରିପୋର୍ଟ ପ୍ରକାଶ କରିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ।

ଓଡ଼ିଶା ରକ୍ତଦାତା ମହାସଂଘ ଓ ସେଣ୍ଟ୍ରାଲ ଟୁଲ ଟ୍ରେନିଂ ସେଣ୍ଟର୍ ସାହାଯ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବା ମାତ୍ରେ ରାଜ୍ୟ ରେ ରକ୍ତର ଅଭାବ ଦେଖା ଗଲାଣି । ବିଭିନ୍ନ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ଯୋଗୁଁ ଅନେକ ଲୋକ ହନ୍ତସନ୍ତ ହେଉଛନ୍ତି । ଏହି ପରି ସମୟ ରେ ଓଡ଼ିଶା ରକ୍ତଦାତା ମହାସଂଘ ଆଗେଇ ଆସିଛି ରକ୍ତଦାନ ଶିବିର ଆୟୋଜନ କରି କିଛକାଂଶରେ ଲାଘବ

ନିଆଁରେ ପୋଡି ହୋଇ ନାବାଳକ ଜୀବନ୍ତ ଦଗ୍ଧ

ରାଉରକେଲା: ରାଉରକେଲାର ଏକ ପୂଜା ମଣ୍ଡପରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଜଣେ ୧୨ ବର୍ଷୀୟ ବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ନିଆଁ ଲାଗିବା ସମୟରେ ବାଦଲ ମହାରଣା ନାମକ ଜଣେ ପିଲା ସେକ୍ଟର-୭ ସ୍ଥିତ ମଣ୍ଡପରେ ଖେଳୁଥିଲେ। ତାଙ୍କ ସହ ଅନ୍ୟ ତିନି ଜଣ ପିଲା ଖେଳୁଥିବା

ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲା, ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ । ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି । ଏଡିଜେ କୋର୍ଟ-୨ ପକ୍ଷରୁ

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟଙ୍କ ନୋଟିସ୍

କଟକ: କଟକ ବଡ଼ ମେଡିକାଲ (ଏସ୍‌ସିବି)ରେ ଶିଶୁ ବଦଳକୁ ନେଇ ରୁଜୁ ହୋଇଥିବା ମାମଲାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ହାଇକୋର୍ଟ କହିଛନ୍ତି, ସରକାରୀ ମେଡିକାଲ୍‌ ଉପରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ରହିଥାଏ। କିନ୍ତୁ ଯେତେବେଳେ ଏହି ଭରସା ତୁଟିଯାଏ ସେତେବେଳେ କେବଳ ଏହି

ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ଜାଲରେ ପତି-ପତ୍ନୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର ବ୍ଲକ୍ ଜ୍ଞାନ ପଞ୍ଚାୟତରେ।

ରୋଲରରେ ଚାପିହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କାମାକ୍ଷାନଗର: କାମାକ୍ଷାନଗର ରେକୁଳାରେ ସଡ଼କ ଦୁର୍ଘଟଣାରେ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଦୁର୍ଘଟଣାରେ ଆହତଙ୍କ ଆଶୁ

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

ସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାଲିଙ୍ଗଙ୍କ ଜାତିଗତ

ରାଜ୍ୟରେ ରହିଛି ୪୫୩୯ ରକ୍ତଚନ୍ଦନ ଗଛ

ଭୁବନେଶ୍ବର: ରାଜ୍ୟରେ ୪୫୩୯ ରକ୍ତଚନ୍ଦନ ଗଛ ରହିଛି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଏହି ତଥ୍ୟ ରଖିଛନ୍ତି ମନ୍ତ୍ରୀ । ୨୫ ମାର୍ଚ୍ଚ, ୨୦୨୫ ସୁଦ୍ଧା, ଓଡ଼ିଶାରେ ମୋଟ

ପୋଲିସକୁ ବାନ୍ଧିଲା ପୋଲିସ, ଗଞ୍ଜେଇ ଚାଲାଣରେ ୩ଜଣ ଆଇଆରବି ଯବାନ ଗିରଫ

ବୌଦ୍ଧ: ପୋଲିସକୁ ବାନ୍ଧିଲା ପୋଲିସ । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଆଇଆରବି ଯବାନ ଗିରଫ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଏପରି ଘଟଣା ଦେଖିବାକୁ ମିଳିଛି । ମନମୁଣ୍ଡା ଥାନା ପୋଲିସ ବାରାକରୁ ୧୫ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ଏସପିଙ୍କ ତଦନ୍ତ ସମୟରେ ଯବାନଙ୍କ ନିକଟରୁ ଜବତ