Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ୱାଧୀନତାର ୭୮ ବର୍ଷ ପରେ ବି ଗାଁକୁ ପହଞ୍ଚି ପାରିଲା ନାହିଁ ପିଚୁ ରାସ୍ତାଟିଏ…
ଉମରକୋଟ /ରାଇଘର : ବଦଳିଛି ଯୁଗ ବଦଳିଛି ସମୟ । ଯେଉଁ ଜାଗାରେ ବିକଶିତ ଗାଁ, ବିକଶିତ ଭାରତ ନାରା ପିଟୁଛନ୍ତି ସେଠାରେ ସ୍ୱାଧୀନତାର ଏତେବର୍ଷ ପରେ ବି କୋଟୁଆଲପାରା ଗ୍ରାମଟିକୁ ଭଲ ରାସ୍ତାଟିଏ ନାହିଁ | ଏହି ଗ୍ରାମର ସ୍ବର୍ଗୀୟ ପାଞ୍ଚ ଭାଇ ବାସୁ ଗଣ୍ଡ, ଚାନ୍ଦୁ ଗଣ୍ଡ, ଲଖମୁ ଗଣ୍ଡ, ଜଗଡୁ!-->…
ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମହାପ୍ରଭୁଙ୍କ ଆଶିଷ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ
ପୁରୀ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ ।ଏହି ସମୟରେ ପୁରୀ ଏସପି, ଜିଲ୍ଲାପାଳଙ୍କ ସମେତ!-->…
ମହିଳାଙ୍କ ଘରୁ ଜବତ ହେଲା ୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ନୋଟ୍ !
ପୁରୀ: ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମହିଳା ହେଉଛନ୍ତି ତିଳୋତ୍ତମା ପ୍ରଧାନ। ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୋଗକାରୀ ଅଭିମନ୍ୟୁ ଜେନାଙ୍କ ଅଭିଯୋଗ!-->…
ଆନ୍ଧ୍ର ପୁଅକୁ ଚୂନା ଲଗାଇଲା ଓଡ଼ିଶା ଝିଅ, ନିର୍ବନ୍ଧ ପରେ ୩ଲକ୍ଷର ସୁନା ଅଳଙ୍କାର ନେଇ ମାରିଲା ଚମ୍ପଟ
ଭୁବନେଶ୍ୱର : ଆନ୍ଧ୍ର ପୁଅକୁ ଚୂନା ଲଗାଇଲା ଓଡ଼ିଶା ଝିଅ । ନିର୍ବନ୍ଧ କରି ସୁନା ନେଇ ମାରିଲେ ଚମ୍ପଟ । ସାମ୍ନାକୁ ଆସିଲା ଏପରି ଏକ ରୋଚକ ଲୁଟ । ଭୁବନେଶ୍ବରର ନୟାପଲ୍ଲୀ ଥାନାରେ ଏତଲା ଦେଲେ ବରପକ୍ଷ ।
ସୂଚନା ଅନୁସାରେ ଭୁବନେଶ୍ବରର ଜଣେ ମଧ୍ୟସ୍ଥିଙ୍କ ସହାୟତାରେ ଆନ୍ଧ୍ରପ୍ରଦେଶ!-->!-->!-->…
ଘରୁ କୋଟିଏ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
କଟକ: ସାଲେପୁର ଥାନା ସୌରୀ ପଞ୍ଚାୟତ ଜାହାଙ୍ଗୀରାବାଦ ଗାଁରେ ବଡ଼ଧରଣର ଲୁଟ୍ । ସୋମବାର ବିଳମ୍ଵିତ ରାତିରେ ଏହି ଲୁଟ୍ ହୋଇଛି। ଝିଅ ବାହାଘର ପାଇଁ ଜମି ବିକ୍ରି କରି ରଖିଥିବା ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଲୁଟେରା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
!-->!-->!-->…
ବନ୍ୟଜନ୍ତୁ ଆକ୍ରମଣରେ ଗଲାଣି ୭୯୯ ଜୀବନ
ଭୁବନେଶ୍ବର: ରାଜ୍ୟରେ ଗତ ୫ ବର୍ଷରେ ବନ୍ୟଜନ୍ତୁ ଆକ୍ରମଣରେ ୭୯୯ ଜୀବନ ଗଲାଣି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ।
ଏନେଇ ପଦ୍ନଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି ।!-->!-->!-->…
ବିଦେଶକୁ ପଠାଯିବ ଓଡ଼ିଶା ଆମ୍ବ
ଭୁବନେଶ୍ବର: ଓଡ଼ିଶା ବିଦେଶକୁ ଆମ୍ବ ପଠାଇବ। ଏନେଇ ସୋମବାର ଲୋକସେବା ଭବନରେ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ୧୫ବର୍ଷ ପାଇଁ ଏମଓୟୁ ସ୍ବାକ୍ଷରିତ ହୋଇଛି । ରାଜ୍ୟ ସରକାରଙ୍କ ସହିତ କୁଇନ ପାତ୍ର ଓ ପ୍ରଧାନ ଏନଜିଓ ସହିତ ଚୁକ୍ତି ସ୍ବାକ୍ଷରିତ ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ କନକ!-->…
ପ୍ରଭୁ ଜଗନ୍ନାଥଙ୍କ ଆଦିପୀଠ ନୀଳମାଧଵ ପୀଠର ଅବହେଳା ନେଇ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି
ଭୁବନେଶ୍ୱର / ନୟାଗଡ :ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୟାଗଡ଼ କଣ୍ଟିଲୋ ସ୍ଥିତ ନୀଳମାଧଵ ଗସ୍ତରେ ଯାଇ ବିଶ୍ୱାବସୁ ସମାଜ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଷ୍ଟ୍ରପତି ଏହି ଗସ୍ତକୁ ଏକ ସୁଯୋଗ ଭାବେ ବର୍ଣ୍ଣନା କରିଛନ୍ତି। ରାଷ୍ଟ୍ରପତି ପ୍ରଭୁ ଜଗନ୍ନାଥଙ୍କ ଆଦିପୀଠ!-->…
ଉପଭୋକ୍ତାଙ୍କୁ ଆଶ୍ବସ୍ତି: ସ୍ମାର୍ଟ ମିଟର ଭଡାରେ ରିହାତି,ବିଦ୍ୟୁତ ଶୁଳ୍କ ଅପରିବର୍ତ୍ତିତ
ଭୁବନେଶ୍ବର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ସୋମବାର ରାଜ୍ୟର ବିଦ୍ୟୁତ୍ ଗ୍ରାହକମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଅନେକ ଗ୍ରାହକ ଅନୁକୂଳ ପଦକ୍ଷେପ ଘୋଷଣା କରିଛି।
ସଦ୍ୟତମ ଘୋଷଣା ଅନୁଯାୟୀ, ୨ କିଲୋୱାଟ!-->!-->!-->…