Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କାଳବୈଶାଖୀ ପ୍ରଭାବରେ ଆଜି ଅନେକ ସ୍ଥାନରେ ଘଡଘଡି ସହ ବର୍ଷା, ୩୦ ରୁ ୪୦ କିମି ବେଗରେ ପବନ ହୋଇପାରେ
ଭୁବନେଶ୍ୱର : ଆଜି ବି ଘଡଘଡି ବର୍ଷା । କାଳବୈଶାଖୀ ପ୍ରଭାବରେ ଆଜି ବି ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ଆଗାମୀ ୨୪ ଘଣ୍ଟାରେ ଗୋଟେ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ହାଲୁକା ବର୍ଷା ହୋଇପାରେ । ଏହି ସମୟରେ ୩୦ ରୁ ୪୦ କିମି ବେଗରେ ପବନ!-->…
ରାଜ୍ୟର ୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ ସେବା
ଭୁବନେଶ୍ବର: ରାଜ୍ୟରେ ଏବେ ବି ଅନେକ ଗ୍ରାମପଞ୍ଚାୟତ ଇଣ୍ଟରନେଟ ସେବାରୁ ବଞ୍ଚିତ ରହିଛି । ଏବେବି ୭୦୦ରୁ ଅଧିକ ପଞ୍ଚାୟତରେ ଇଣ୍ଟରନେଟ ସେବା ନଥିବା ନେଇ ଗୃହରେ ସୂଚନା ଦେଇଛନ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ମନ୍ତ୍ରୀଙ୍କ ତଥ୍ୟ ଅନୁଯାୟୀ, ରାଜ୍ୟର ୭୬୪!-->!-->!-->…
ପଞ୍ଚଭୂତରେ ଲୀନ ହେଲେ ଅୟେଶକାନ୍ତ, ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ ସଂପନ୍ନ
ପୁରୀ : ପଞ୍ଚଭୂତରେ ଲୀନ ହେଲା କଳିଙ୍ଗ ଟିଭିର କଣ୍ଡୁରୀ ଜେଜ ଅୟେଶକାନ୍ତ ସ୍ବାଇଁଙ୍କ ମରଶରୀର । ପୁରୀ ସ୍ବର୍ଗଦ୍ବାରରେ ଶୋକାକୁଳ ପରିବଶର ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି। ଅୟେଶକାନ୍ତଙ୍କ ପୁଅ ମୁଖାଗ୍ନି ଦେଇଥିଲେ । ଶେଷକୃତ୍ୟ ବେଳେ ଉପସ୍ଥିତ ଥିଲେ!-->…
କମିଶନରେଟ୍ ପୋଲିସର ହେବ ନବକଳେବର, ୨ ଭାଗ ହେବ ଭୁବନେଶ୍ବର ସହରାଞ୍ଚଳ ପୋଲିସ
ଭୁବନେଶ୍ବର: ଭୁବନେଶ୍ବର କମିଶନରେଟ ପୋଲିସର ହେବ ନବକଳେବର। ୨ ଭାଗ ହେବ ଭୁବନେଶ୍ବର ସହରାଞ୍ଚଳ ପୋଲିସ। ଅପରାଧଠୁ ଅଲଗା ହେବ ଆଇନଶୃଙ୍ଖଳା। ରାଜଧାନୀରେ ବଢୁଥିବା ଅପରାଧ ହାର ନିୟନ୍ତ୍ରଣ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରିଛି କମିଶନରେଟ ପୋଲିସ। ଗଠନ ହେବ ଭୁବନେଶ୍ବର ପୂର୍ବ ଓ ଭୁବନେଶ୍ବର!-->…
ଏମଭି ୭୨ର ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାକୁ ନେଇ ପୋଲିସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମଭି ୭୨ ଗ୍ରାମରେ ଦୁଇ ଛାତ୍ରୀ ଗତ ଫେବ୍ରୁଆରି ୬ ତାରିଖରୁ ନିଖୋଜ ଓ ୮ ତାରିଖ ଦିନ ଉଭୟଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଘଟଣାକୁ ନେଇ ମାଲକାନଗିରି ଆଦର୍ଶ ଥାନାରେ ପୋଲିସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀ ରେ!-->…
ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ
ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଗତ ୨୦ ତାରିଖରେ ବିଜାପୁର ପୁଲିସ ୨୬ ଜଣ ନକ୍ସଲଙ୍କୁ ମାରିବା ପରେ ସଂଗଠନରେ ହଡକମ୍ପ ମଚିଥିଲା। ନକ୍ସଲ ମୃତ୍ୟୁକୁ ଭୟ କରିବା ସହ ସଂଗଠନ ଛାଡିବା ପାଇଁ ଆଗେଇ ଆସିଥିଲେ।
ନକ୍ସଲ!-->!-->!-->…
ପାର୍କରେ ଆଖିବୁଜା ଗୁଳିମାଡ: ୩ ମୃତ
ନୂଆଦିଲ୍ଲୀ: ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ ହୋଇଛି। ଦୁର୍ବୁତ୍ତର ଗୁଳିମାଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଲାସ୍ କ୍ରୁସ୍ ର ୩ଟି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।!-->…
ଆସିକା ପଣ୍ୟାଗାର କର୍ମଚାରୀଙ୍କୁ ଧମକ ଦେଇଥିବା ମିଲେରଙ୍କୁ ଏବେ ଘାରିଛି ଗିରଫ ଭୟ…
ଆପୋଷ ବୁଝାମଣା ପାଇଁ ଚାଲିଛି ବଡ ଧାରଣର ଡିଲ...!!
ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ
ଭୁବନେଶ୍ୱର: ଜଗତସିଂପୁର ଜିଲ୍ଲାର ଏକ ବହି ଗୋଦାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଆହତ ହୋଇଛନ୍ତି।
ପୋଲିସ ସୂଚନା ଅନୁସାରେ, ଏକ ଜୋରଦାର ବିସ୍ଫୋରଣ ଶୁଣି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ବାଲିକୁଦାରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ!-->!-->!-->…
ତୋଇ ଓହୋମାଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଓ କିଟ୍ ମଧ୍ୟରେ ବୁଝାମଣା
ଭୁବନେଶ୍ୱର: ନ୍ୟୁଜିଲାଣ୍ଡର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଓ କିଟ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି।
ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟଫର ଲକ୍ସନ, ତେ ପୁକେଙ୍ଗା-ନିଉଜିଲାଣ୍ଡ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସ୍କିଲ୍ସ ଆଣ୍ଡ!-->!-->!-->…