Browsing Category

ଓଡିଶା

ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ: ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ…

ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବାକୁ ଏଏସଆଇଙ୍କୁ ଚିଠି

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ଏଏସଆଇକୁ ଚିଠି ଲେଖିଛନ୍ତି। ରଥଯାତ୍ରା ସମୟରେ (ଆସନ୍ତା ଜୁନ୍ ୨୮ ରୁ ଜୁଲାଇ ୬ ମଧ୍ୟରେ) ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର…

ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ: ଭୋଜି ନ କରିବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ଶତାଧିକ ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣଙ୍କଠାରେ ହଇଜା (କଲେରା) ଜୀବାଣୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସତର୍କତା ଲାଗି ପରାମର୍ଶ ଦିଆଯାଇଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ ନ କରିବାକୁ ଜିଲ୍ଲା ପ୍ରଶାସନ କହିଛି । ଘରର ଗରମ ଖାଦ୍ୟ…

ପୁଣି ଫେରିବ ମୌସୁମୀ ବର୍ଷା, ଜୁନ ୨୦ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଏଥର ରଜ ଫିକା ପଡ଼ିବ ! ପାଗ ବଦଳିଥିବାରୁ ମୌସୁମୀ ବର୍ଷାରେ ଓଡ଼ିଶା ଭିଜିବ। ଆସନ୍ତା ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା। ଉତ୍ତର-ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି, ଯାହା ମୌସୁମୀ ବର୍ଷାକୁ ଅଧିକ ସକ୍ରିୟ କରିବା…

ବାଇକ୍‌ ଆରୋହୀ ତିନି ଯୁବକଙ୍କୁ ଚାପି ଦେଲା ଟ୍ରକ୍‌

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ଶୁଅକାଟି ଫାଣ୍ତି ଅନ୍ତର୍ଗତ ଠାକୁରଡିହି ବୁଲାଣି ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିଭୁ ବାରିକ (୧୫), ବାଦଲ ନାଏକ (୨୨) ଓ ସନତ…

ଗୁଳି-ବନ୍ଧୁକ କାରବାର ବେଳେ ଚଢ଼ଉ: ଜଣେ ଓଡ଼ିଆ ସମେତ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବୁଲୁଛି ସ୍ବୟଂଚାଳିତ ପିସ୍ତଲ, ରିଭଲଭର। ବାହାର ରାଜ୍ୟରୁ ମାରଣାସ୍ତ୍ର ଆଣି ଭୁବନେଶ୍ୱରରେ ଚୋରି, ଡକାୟତି, ରାହଜାନୀ, ଲୁଟ ଭଳି ଅପରାଧ ଏବଂ ହିଂସା ସୃଷ୍ଟି କରିବାକୁ ଚାଲିଛି ଯୋଜନା। ତେବେ ଅପରାଧ ପାଇଁ ବ୍ୟବହାର ହେବାକୁ ଥିବା ଏକ ବଡ଼ଧରଣର ମାରଣାସ୍ତ୍ର ବିକ୍ରି…

୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ…