Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୀମା ନିର୍ଦ୍ଧାରଣ ପାଇଁ ଜନସଂଖ୍ୟା କେବଳ ଏକମାତ୍ର ଆଧାର ନହେଉ : ନବୀନ
ନୂଆଦିଲ୍ଲୀ: ସୀମା ପୁନଃନିର୍ଦ୍ଧାରଣ ପ୍ରସଙ୍ଗରେ ଆଜି (୨୨ ମାର୍ଚ୍ଚ) ଚେନ୍ନାଇରେ ଏହି ପ୍ରସଙ୍ଗରେ ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଥିଲା। ପାଞ୍ଚଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ଅନ୍ୟ ତିନୋଟି ରାଜ୍ୟର ନେତାମାନେ ମଧ୍ୟ ଅଂଶଗ୍ରହଣ!-->…
ରାଜ୍ୟରେ କାଳ ବୈଶାଖୀ ପ୍ରଭାବରେ ବର୍ଷା, ଘଡଘଡି, ବଜ୍ରପାତରେ ୨ ମୃତ
ବ୍ରହ୍ମପୁର/ବ୍ରହ୍ମଗିରି: ରାଜ୍ୟରେ ବିଗତ ୨ଦିନ ହେଲା କାଳବୈଶାଖୀ ଜାରି ରହିଛି। ଏହାର ପ୍ରଭାବରେ ବର୍ଷା, ଘଡ଼ଘଡ଼ି ହୋଇଛି। ଘରଦ୍ବାରା ଭାଙ୍ଗିଛି। ତଳିଆ ଅଞ୍ଚଳରେ ଜଳଭତର୍ତ୍ତି ହୋଇଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଆଜି ବଜ୍ରାଘାତରେ ଜଣେ ଦଶମ ଶ୍ରେଣୀ ଛାତ୍ରର ସମେତ ୨ ଜଣଙ୍କର ମୃତ୍ୟୁ!-->…
ସ୍ୱର୍ଗତ କବି ବଳରାମ ପୂଜାରୀଙ୍କ ୫୧ତମ ଜନ୍ମ ଜୟନ୍ତୀ ପାଳିତ
ମାଲକାନଗିରି : ଓଡିଆ ଭାଷା ସାହିତ୍ୟର ଜଣେ ମାଟିମଗ୍ନା କବି ଭାବରେ ସ୍ବର୍ଗତ ବଳରାମ ପୂଜାରୀ ସୁପରିଚିତ। ତାଙ୍କ ରଚନାରେ ମାଲ୍ଯବନ୍ତର ଭାବ ଝଲସି ଉଠେ। ସେ ଆଜି ଆମ ଗହଣରେ ଶବ୍ଦ ରୂପରେ ଅମର ହୋଇଗଲେ। ସୌଭାଗ୍ୟ ବସତ ସେ ବିଶ୍ବ କବିତା ଦିବସ ଦିନ ଜନ୍ମ ଗ୍ରହଣ କରି ମାଲକାନଗିରି ଜିଲ୍ଲା ତଥା!-->…
‘ଆୟୁଷ୍ମାନ ଭାରତ ଯୋଜନା’ ସମେତ ୧୦ ପ୍ରସ୍ତାବକୁ ମିଳିଳା କ୍ୟାବିନେଟ୍ରେ ମଞ୍ଜୁରୀ
ଭୁବନେଶ୍ବର : ରାଜ୍ୟ କ୍ୟାବିନେଟ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏନେଇ ଗୃହରେ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ!-->…
ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ଟ୍ରାଫିକ କଟକଣା ଜାରି କଲା କମିଶନରେଟ ପୋଲିସ । ୨୪ରେ ଅପରାହ୍ଣ ୫ଟା ୨୫ରୁ ସନ୍ଧ୍ୟା ୬ଟା ୫ ଯାଏ କଟକଣା । ଏୟାରପୋର୍ଟ ଛକ-ହସ୍ପିଟାଲ!-->…
ରାଜଧାନୀ ଭୁବନେଶ୍ବରରେ କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ମିଳୁଛି ଦେଶୀ ମଦ
ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ବରରେ ନୂଆ ଉପାୟରେ ଚୋରା ମଦ କାରବାର । କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ । ଘାଟିକିଆରେ ଦେଶୀ ମଦ ଚାଲାଣ ବେଳେ ମାଡ଼ିବସିଲା ଅବକାରୀ ବିଭାଗ । ଏଥିସହିତ ଦୁଇଜଣ ବେପାରୀକୁ ଗିରଫ କରାଯାଇଛି।
ସୂଚନା ଅନୁସାରେ, ଭୁବନେଶ୍ବର ଘାଟିକିଆ ବରମୁଣ୍ଡା!-->!-->!-->…
ପାରାଦୀପ ବନ୍ଦରରେ ୨ ଜାହାଜ ଓସିମ ଜାଡେ ଏବଂ ଓସିମ ମୋର୍ଗାନାଇଟ ଗିରଫ
ଜଗତସିଂହପୁର/କଟକ: ପାରାଦୀପ ବନ୍ଦରରେ ୨ ଜାହାଜ ଓସିମ ଜାଡେ ଏବଂ ଓସିମ ମୋର୍ଗାନାଇଟକୁ ଗିରଫ କରିଛି ପୁଲିସ। ଦୁଇ ଜାହାଜକୁ ଗିରଫ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପ୍ରାୟ ୪୨୮ କୋଟି ଟଙ୍କା ପ୍ରାପ୍ୟ ଦାବିରେ ଆଲଫର୍ଡ ମେରାଇନ ଲିମିଟେଡ ପକ୍ଷରୁ ହାଇକୋର୍ଟରେ ଦାୟର କରା ଯାଇଥିଲା ମାମଲା!-->…
ଭିଜିଲାନ୍ସ ଜାଲରେ ପିଇଓ, ସରକାରୀ ଟଙ୍କା ହେରଫେର୍ ଅଭିଯୋଗ…
ଅନ୍ ଲାଇନ୍ ବେଟିଂକୁ ପ୍ରୋତ୍ସାହନ ଦେବା ହିଁ ହେଲା କାଳ...
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ରାଧାଦେଇପୁର ଗ୍ରାମପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଶ୍ରୀ କ୍ଷେତ୍ରମୋହନ ନାୟକଙ୍କୁ ବିଭିନ୍ନ ସରକାରୀ ଆକାଉଣ୍ଟରୁ ୪୩ ଲକ୍ଷ ୧ ହଜାର ୬୪୦/- ଟଙ୍କା!-->!-->!-->…
ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ
ଭୁବନେଶ୍ଵର: ରାଜ୍ୟରେ ଭତ୍ତା ଅପେକ୍ଷାରେ ଅଛନ୍ତି ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ । ଗୃହରେ ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେଥିମଧ୍ୟରୁ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ୪,୬୪,୮୪୯ ଜଣ ଆବେଦନକାରୀ । ସେହିପରି!-->…
ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି
ଭୁବନେଶ୍ୱର : ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଏହାପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନରେ!-->…