Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୌମ୍ୟାଶ୍ରୀ ଆତ୍ମାହୁତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରାୟ; ଏସ୍ଆଇଟି ତଦନ୍ତ ଆବଶ୍ୟକ ନାହିଁ
କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଦ୍ବାରା କରିବା ପାଇଁ ହୋଇଥିବା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବର୍ତ୍ତମାନ ପରିସ୍ଥିତିରେ ଏସ୍ଆଇଟି ତଦନ୍ତର ଆବଶ୍ୟକତା ନାହିଁ ବୋଲି କହିଛନ୍ତି।!-->…
ନବୀନଙ୍କ ନେତୃତ୍ୱରେ ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି: ବିଜେଡି
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସବୁବେଳେ ମହିଳାଙ୍କ ସମ୍ମାନକୁ ଗୁରୁତ୍ବ ଦେଉଛି। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରଖିଛି। ଅନାସ୍ଥା ପ୍ରସ୍ତାବ ସମ୍ପର୍କରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଦେଇଥିବା ପ୍ରତିକ୍ରିୟା ଉପରେ ବିଜେଡି ଉପସଭାପତି!-->…
ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ: ପିସିସି ସଭାପତି
ଭୁବନେଶ୍ଵର: ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ପୁଣି ରଣହୁଙ୍କାର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ!-->…
ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରଦ୍ଦ କଲେ ରାଜ୍ୟପାଳ
କଟକ ୨୩।୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରାଜ୍ୟପାଳ ରଦ୍ଦ କରିଛନ୍ତି । ଆଜି ଏ ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ଼ଭୋକେଟ ଜେନେରାଲ । ତେଣୁ ଏ ସଂକ୍ରାନ୍ତୀୟ ମାମଲାର ଏକ ପ୍ରକାର ଅନ୍ତ ହୋଇଛି ବୋଲି କୁହାଯାଇପାରେ । ଉତ୍କଳ ବିଶ୍ୱବିଦ୍ୟାଳୟ!-->…
ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ଼ ଯୋଜନା, ଇ-କେୱାଇସି ବାଧ୍ୟତାମୂଳକ
ଭୁବନେଶ୍ବର ୨୩।୭: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ ଯୋଜନା । ଚଳିତ ବର୍ଷ ହେବ ଫର୍ମର e-KYC । କୃଷକ ମାନେ ପଞ୍ଜିକରଣ ଆଧାର କାର୍ଡ ସହିତ ସମସ୍ତ ତଥ୍ୟ ପ୍ରଦାନ କରିବେ । ଏହିସବୁ ଡକ୍ୟୁମେଣ୍ଟ ଅଫିସିଆଲ!-->…
ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା !
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଖୁବ ଶୀଘ୍ର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ!-->…
ଓଟିଇଟି ପ୍ରଶ୍ନ ଲିକ୍ ଘଟଣାର ଫିଟୁନି ରହସ୍ୟ : ସନ୍ଦେହ ଘେରରେ ପ୍ରଶ୍ନ ଛାପିଥିବା ଫାର୍ମ
କଟକ ୨୩।୭: ସ୍ପେସାଲ ଓଟିଇଟି ପ୍ରଶ୍ନ ଲିକ୍ ଘଟଣାର ରହସ୍ୟ ଫିଟୁନି । ତଦନ୍ତକୁ ୩ ଦିନ ବିତି ଯାଇଥିଲେ ମଧ୍ୟ କ୍ରାଇମ୍ବ୍ରାଞ୍ଚ ପ୍ରଘଟକାରୀଙ୍କ ଟେର୍ ପାଇପାରିନାହିଁ । ତଦନ୍ତକାରୀ ସଂସ୍ଥାର ବରିଷ୍ଠ ଅଫିସରମାନେ ବୋର୍ଡ କାର୍ଯ୍ୟାଳୟ କର୍ମଚାରୀଙ୍କୁ ତନ୍ନ ତନ୍ନ କରି ପଚରାଉଚରା!-->…
ରାଜ୍ୟର ପ୍ରମୁଖ ତୀର୍ଥକ୍ଷେତ୍ରର ହେବ କାୟାକଳ୍ପ: ଏକାମ୍ର, ବିରଜା ଓ ତାରିଣୀ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ…
ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଧାର୍ମିକ ପୀଠଗୁଡ଼ିକର ସାମଗ୍ରିକ ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଘଟଗାଁ ସ୍ଥିତ ମା' ତାରିଣୀ ପୀଠ,!-->…
କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ
ଭୁବନେଶ୍ବର: କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ!-->…
ଛାତ୍ରୀ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା: ସିବିଏସ୍ଇ ମଡେଲ୍ ଆପଣାଇବେ ରାଜ୍ୟ ସରକାର, ସ୍କୁଲରେ ଲାଗିବ ସିସିଟିଭି
ଭୁବନେଶ୍ବର: ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଛାତ୍ରୀମାନଙ୍କ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ଅନୁସରଣ କରାଯାଉଥିବା ସୁରକ୍ଷା ମାନଦଣ୍ଡ ଭଳି ଓଡ଼ିଶାର!-->…