Browsing Category

ଓଡିଶା

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ଓଡ଼ିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଓ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି । ସେହି ସ୍ଥାନରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ପୋଲିସ ବାବୁଙ୍କ ଘରେ ଭଡ଼ାରେ ଚାଲିଥିଲା ବେଆଇନ ବାଣ ଗୋଦାମ, ବିପୁଳ ପରିମାଣର ବାଣ, ବାରୁଦ ଜବତ

ପୁରୀ : ପୋଲିସ ବାବୁଙ୍କ ଘରେ ଭଡ଼ାରେ ଚାଲିଥିଲା ବେଆଇନ ବାଣ ଗୋଦାମ । ଦୀର୍ଘ ୨ ବର୍ଷ ହେବ ଚାଲିଥିଲା ବାଣ ଗୋଦାମ । ଏକଥାର ଟେର ପାଇନଥିଲେ କେହି । ପୁରୀ କୁମ୍ଭାରପଡ଼ା ବାଡା ସାହି କନକଦୁର୍ଗା ଲେନ୍ ରେ ଅବସରପ୍ରାପ୍ତ ପୋଲିସ ଡିଏସପି ସ୍ୱର୍ଗତଃ ଚକ୍ରଧର ମହାପାତ୍ରଙ୍କ ଘରେ ଦୁଇ ବର୍ଷ

ଆୟୁଷ ଡାକ୍ତରଙ୍କ କଳାବ୍ୟାଜ୍‌ ଧାରଣ, ୨୭ରୁ କାର୍ଯ୍ୟବନ୍ଦ କରି ଦେବେ ଧାରଣା

ଭୁବନେଶ୍ବର: ଆସନ୍ତା ୨୬ ତାରିଖ ମଧ୍ୟରେ ସରକାର ଆୟୁଷ ଡାକ୍ତରଙ୍କ ଦାବି ପୂରଣ ନକଲେ ୨୭ରୁ ରାଜ୍ୟବ୍ୟାପୀ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୪୮୫ ଆୟୁଷ ଡାକ୍ତର। ଏହି ପରିପ୍ରେକ୍ଷୀରେ ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଡାକ୍ତର କଳାବ୍ୟାଜ୍‌ ପିନ୍ଧି କାର୍ଯ୍ୟ କରିବେ। ଏ

ଆବାସ ସର୍ଭେ କରିବାକୁ ଗାଁକୁ ଯାଇଥିଲେ ଡବ୍ଲୁଇଓ, ମରଣାନ୍ତକ ଆକ୍ରମଣ କଲେ ୨ ଯୁବକ

ଉଦଳା: ଗାଁକୁ ଆବାସ ସର୍ଭେ କରିବାକୁ ଯାଇଥିଲେ ସରକାରୀ ଅଧିକାରୀ । ହେଲେ ତାଙ୍କ ସହ ଗାଁରେ ଏମିତି କିଛି ଘଟିବ ସେ ଭାବିନଥିଲେ । ଡବ୍ଲୁଇଓଙ୍କ ଉପରେ ଅଶାଳୀନ ଗାଳିଗୁଲଜ ସହ ନିର୍ଘାତ ମାଡ଼ ବର୍ଷିଥିଲା । ଠୋ ଠୋ ଚାପୁଡ଼ା ସାଙ୍ଗକୁ ତଣ୍ଟି ଚିପିଦେଲେ ଡବ୍ଲୁଇଓଙ୍କର । ଏଭଳି ଅଭାବନୀୟ

ନବ ଦାସ ହତ୍ୟା ମାମଲା, କ୍ରାଇମ ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌ର ଅନୁଧ୍ୟାନ

ଝାରସୁଗୁଡା: ନବ ଦାସ ହତ୍ୟା ମାମଲାରେ ଚାଲିଛି କ୍ରାଇମବ୍ରାଞ୍ଚର ଖୋଳତାଡ଼ । କ୍ରାଇମ ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌ ଅନୁଧ୍ୟାନ ଆରମ୍ଭ କରିଛି । ବ୍ରଜରାଜନଗର ଗାନ୍ଧୀ ଛକରେ କ୍ରାଇମ ସ୍ପଟ୍‌ ଦେଖି ତଦନ୍ତ କରିଛି ଟିମ୍‌ । ସେପଟେ ଗତକାଲି ଝାରସୁଗୁଡ଼ା ସରବାହାଲ ବାସଭବନରେ ନବଙ୍କ ପତ୍ନୀ

ମହିଳା ନିର୍ଯାତନା ପ୍ରସଙ୍ଗକୁ ନେଇ ହୋହାଲ୍ଲା, ଗୃହରେ ହୁଇସିଲ ବଜାଇ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ

ଭୁବନେଶ୍ୱର : ବିଧାନସଭାରେ ହୁଇସିଲ ବଜାଇ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ଗୃହ ମଧ୍ୟଭାଗରେ ନାରାବାଜି । ମହିଳା ନିର୍ଯାତନା ପ୍ରସଙ୍ଗକୁ ନେଇ ହୋହାଲ୍ଲା । ପ୍ରଶ୍ନକାଳରେ ମନ୍ତ୍ରୀ ଉତ୍ତର ରଖୁଥିବା ବେଳେ କଂଗ୍ରେସ ସଦସ୍ୟମାନେ

ବେଆଇନ ସମ୍ପତ୍ତି ଠୁଳ ଅଭିଯୋଗ, ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ ଗିରଫ

କେନ୍ଦୁଝର: ରାଜା ଚକ୍ରଙ୍କ ସହଯୋଗୀ ଗିରଫ । ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ

ଭୋଟର ପରିଚୟପତ୍ର ସହିତ ସଂଯୋଗ ହେବ ଆଧାର କାର୍ଡ

ସମ୍ବଲପୁର: ଭୋଟର ପରିଚୟପତ୍ର ସହିତ ଆଧାର ନମ୍ବର ସଂଯୋଗ କରାଯିବ। ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ମର୍ମରେ ବୁଧବାର ନିର୍ବାଚନ କମିଶନ ଓ ୟୁଆଇଡିଏଆଇ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ

ନାରୀ ସୁରକ୍ଷା ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ: ଅପରାହ୍ଣ ୪ଟା ଯାଏଁ ଗୃହକାର୍ଯ୍ୟ ମୁଲତବି

ଭୁବନେଶ୍ବର: ଅପରାହ୍ଣ ୪ଟା ଯାଏଁ ଗୃହକାର୍ଯ୍ୟକୁ ମୁଲତବି । ନାରୀ ସୁରକ୍ଷା ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁଁ ବାରମ୍ବାର ଗୃହ ମୁଲତବି ହୋଇଛି। ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁଁ ଅପରାହ୍ଣ ୪ଟା ଯାଏଁ ବାଚସ୍ପତି ବିଧାନସଭାକୁ ମୁଲତବି