Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ-ଝିଅ-ପୁଅ
ଭୁବନେଶ୍ବର/ଝାରସୁଗୁଡ଼ା : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର ଖୋଲିବାର ଆଶା ଦେଖାଯାଉଛି। କ୍ରାଇମ୍ ବ୍ରାଞ୍ଚର ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତଃ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ!-->…
ପୁଣି ଅଶାନ୍ତ ଗଞ୍ଜାମ: କୁହୁଳୁଛି ପାଉଁଶ ତଳର ନିଆଁ …!
ଗଡୁଛି ଗୋଟିଏ ପରେ ଗୋଟିଏ ମୁଣ୍ଡ....!
ଭାରତୀୟ କମ୍ୟୁନିଷ୍ଟ ପାର୍ଟି ୪ଟି ଶାଖାର ମିଳିତ ସମ୍ମିଳନୀ : ସ୍ଥାନୀୟ ଯୁବକ /ଯୁବତୀଙ୍କୁ ନିଯୁକ୍ତି ଦାବୀ
ଛତ୍ରପୁର : ଭାରତୀୟ କମୁନିଷ୍ଟ ପାର୍ଟି ଚମାଖଣ୍ଡି ଜୋନର ଚମାଖଣ୍ଡି ଗାଁ. ଚମାଖଣ୍ଡି ଛକ. ସୀତାନଗର ଓ ଏସ.ପାଇକପଡା ଶାଖା ର ମିଳିତ ସମ୍ମିଳନୀ ଯୁବ ନେତା ଗୁରୁନାଥ ପ୍ରଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି | ପ୍ରଥମେ କୃଷକ ଆନ୍ଦୋଳନ ର କର୍ଣ୍ଣ ଧାର ତଥା ବର୍ଷିଆନ କମ୍ୟୁନିଷ୍ଟ ନେତା!-->…
ନିଯୁକ୍ତି ମେଳା: ୫ ବିଭାଗରେ ୮୧୨ ଜଣଙ୍କୁ ନିଯୁକ୍ତି ପତ୍ର
ଭୁବନେଶ୍ୱର: ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷାକୁ ପୂରଣ କରିବା ଏବଂ ସେମାନଙ୍କ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ରହିବା ଆବଶ୍ୟକ। ଆପଣମାନେ ଲୋକଙ୍କ ସେହି!-->…
୫୮୨୨ ଡାକ୍ତରଙ୍କୁ ନିଯୁକ୍ତି ଦେବେ ଓଡିଶା ସରକାର
ଭୁବନେଶ୍ୱର: ରାଜ୍ୟର ଡାକ୍ତରଖାନାଗୁଡ଼ିକରେ ଡାକ୍ତରଙ୍କ ଅଭାବ ମଧ୍ୟରେ ସରକାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)କୁ ୫୮୨୨ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ କହିଛନ୍ତି।
ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ଏସମ୍ପର୍କରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ!-->!-->!-->…
ତାରିଣୀ ପୀଠ ଘଟଗାଁ ଓ ଆନନ୍ଦପୁରକୁ ରେଳ ସଂଯୋଗ ଦାବି କଲେ ସାଂସଦ
କେନ୍ଦୁଝରଗଡ଼: ସଂସଦରେ ରେଳ ବିଭାଗ ସମ୍ପର୍କିତ ଆଲୋଚନା କାଳରେ କେନ୍ଦୁଝର ଜିଲାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ଲୋକସଭା ସଦସ୍ୟ ଅନନ୍ତ ନାୟକ ଦାବି ଉପସ୍ଥାପନ କରିଛନ୍ତି। ହାୱଡାରୁ ବଡବିଲ ପର୍ଯ୍ୟନ୍ତ ଚଳାଚଳ କରୁଥିବା ଜନଶତାବ୍ଦୀ ଏକ୍ସପ୍ରେସକୁ ଆବଶ୍ରକତା ଦୃଷ୍ଟିରୁ ତୁରନ୍ତ ଜିଲା!-->…
ବାଲେଶ୍ୱରରେ ଫୁଟିଲା ଗୁଳି, ଯୁବକ ଗୁରୁତର
ବାଲେଶ୍ୱର: ବାଲେଶ୍ୱର ଜିଲାର ବସ୍ତା ଥାନା ଅଧୀନ ବାସୁ ଚକୁରାଇରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ଆହତ ଜଣକ ହେଲେ ନିମା ଗ୍ରାମର ସୁଧାଂଶୁ ଜେନା । ତାଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।
ସୁଚନା!-->!-->!-->…
ଭୂକମ୍ପରେ ଥରିଲା ନେପାଳ
ନୂଆଦିଲ୍ଲୀ : ପଡୋଶୀ ଦେଶ ନେପାଳରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ମଙ୍ଗଳବାର ପଶ୍ଚିମ ନେପାଳରେ ୪.୩ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ମାତ୍ର ଏଥିରେ ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ପ୍ରାୟ ୬ଟା ୩୩!-->…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ମାସିକ ୧.୭୭ କୋଟି ରାଜସ୍ୱ ଆଦାୟ ହେଉଛି: ମନ୍ତ୍ରୀ
ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବିଭିନ୍ନ ସେବା ଏବଂ କାର୍ଯ୍ୟକଳାପ ଦ୍ବାରା ମାସିକ ହାରାହାରି ୧.୭୭ କୋଟି ଟଙ୍କା ରାଜସ୍ୱ ଆଦାୟ କରୁଛି ବୋଲି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି।
!-->!-->!-->…
ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା; ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି କାଳବୈଶାଖୀ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ୧୯ ତାରିଖରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଏବଂ ପବନ ପାଇଁ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।
ପବନର ବେଗ ସର୍ବାଧିକ ଘଣ୍ଟାପ୍ରତି ୭୦!-->!-->!-->…