Browsing Category

ଓଡିଶା

ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ : ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ: ପୁରୀ ମେଡିକାଲରେ ୧୫ଟି ସ୍ବତନ୍ତ୍ର ଆଇସିୟୁ ବେଡ୍ ବ୍ୟବସ୍ଥା କରାଯାଉଛି । ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । ରଥଯାତ୍ରାରେ…

ସୀମାନ୍ତ ରେ ନକ୍ସଲଙ୍କ ବର୍ବର କାଣ୍ଡ : ଅତିରିକ୍ତ ଏସପି ଆକାଶ ରାଓ ସହିଦ, ଦୁଇ ଗୁରୁତର..

ମାଲକାନଗିରି ୦୯/୦୬: ଛତିଶଗଡ଼ ସୁକମା ଜିଲ୍ଲାର କୋଣ୍ଟାରେ ଆଇଇଡି ବିସ୍ଫୋରଣ । ନକ୍ସଲଙ୍କ ଖଞ୍ଜି ଥିବା ଆଇଇଡି ହଠାତ୍ ବିସ୍ଫୋରଣ ହେବାରୁ ଅତିରିକ୍ତ ଏସପି ଆକାଶ ରାଓ ସହିଦ ହୋଇଛନ୍ତି। କୋଣ୍ଟା ପୁଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଓ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ…

ଆସିକା MPCS ର ବହୁ ମୂଲ୍ୟବାନ ଜମି ଲିଜ ସମ୍ପର୍କ ରେ ଜନସ୍ୱାର୍ଥ ମାମଲା ପାଇଁ ସଜବାଜ…..!

ଜିଲ୍ଲାପାଳ ଜଣେ ବ୍ୟକ୍ତିଙ୍କୁ ଦୁଇ ଦୁଇଟି ଲିଜରେ ଜମି ଦେଇ ଏତେ ଅନୁକମ୍ପା ଦେଖାଇଲେ କାହିଁକି….? ଜମି ଲିଜ ପଛରେ କୋଟି କୋଟି ଟଙ୍କାର ଖେଳ ….! ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ଆସିକା ସମବାୟ ନଗରୀ ଭାବେ ପୂର୍ବେ ପରିଚିତଥିଲା।ଗତ ସାଧାରଣ ନିର୍ବାଚନର ଆଭାସ ମିଳିବା ପରେ ଆସିକା…

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ ଭକ୍ତମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। …

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା ଶହଶହ କିଲୋମିଟର ଦୂରରୁ ଭୁବନେଶ୍ବର ଆସୁଥିବା…

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଟ୍ରାଫିକ କଟକଣା ଜାରି

ପୁରୀ: ଜୁନ୍ ୧୧ ତାରିଖରେ ଶ୍ରୀଜଗନ୍ନାଥ ମନ୍ଦିରର ଦେବସ୍ନାନ ପୂର୍ଣ୍ଣିମା ହେବ। ଏହି ଅବସରରେ ପୁରୀରେ ବହୁ ସଂଖ୍ୟକ ଭକ୍ତଙ୍କ ଭିଡ଼ ହେବାର ସମ୍ଭାବନା ରହିଛି। ଫଳରେ ସୁଗମ ଯାନବାହାନ ଚଳାଚଳ ପାଇଁ ପୋଲିସ ରବିବାର ଏକ ଟ୍ରାଫିକ ପରାମର୍ଶ ଜାରି କରିଛି। ଚାର ଚକିଆ ଯାନ ୧. ବ୍ରହ୍ମଗିରି…

ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, କଟକରେ ୨୨ ଆକ୍ରାନ୍ତ ଚିହ୍ନଟ

କଟକ : ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ କଟକରେ କେବଳ ୨୨ ଜଣ ଆକ୍ରାନ୍ତ ଚିହ୍ନଟ…

ବିଦ୍ୟୁତ ଆଘାତରେ ଆଖିବୁଜିଲେ ୩ ଶ୍ରମିକ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ।ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ଚାଲିଗଲା ଜୀବନ । ସୂଚନା ଅନୁସାରେ ଗଗନଧୂଳି ଗାଁର ବାପି ମାଝୀଙ୍କର ଘରେ ଆଜି ଶ୍ରମିକମାନେ ପାଇଖାନା ଟାଙ୍କି ପାଇଁ କାମ କରୁଥିବା ହଠାତ୍‌ ସମସ୍ତ ଶ୍ରମିକ ବିଦ୍ୟୁତ…