Browsing Category

ଓଡିଶା

ରାଜ୍ୟର ୨,୬୦୩ଟି ଗାଁରେ ମୋବାଇଲ ସଂଯୋଗ ନାହିଁ

ଭୁବନେଶ୍ୱର: ଡିଜିଟାଲ୍ ପ୍ରଯୁକ୍ତିର ପ୍ରସାର ସତ୍ତ୍ୱେ, ଓଡ଼ିଶାର ୨,୬୦୩ ଗାଁରେ ମୋବାଇଲ୍ ସଂଯୋଗ ନାହିଁ ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା

ପୁଲିସ ଷ୍ଟେସନରେ ୮ ମାସରେ ୧.୩୫ ଲକ୍ଷ ମାମଲା ରୁଜୁ: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଗତ ଆଠ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ଟି ମାମଲା ରୁଜୁ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି।ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳର ନେତାଙ୍କ ଶୋକପ୍ରକାଶ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ

ଆଇ.ପି.ଏଲ ରେ ବାଜୀ ଲଗାଇବା ପାଇଁ ଖସଡା ପ୍ରସ୍ତୁତ……!

କାୟା ବିସ୍ତାର କଲେଣି ବୁକି ମାନଙ୍କ ଏଜେଣ୍ଟ, ପୋଲିସ ଡାଳେ ଡାଳେ ବୁକି ପତ୍ରେ ପତ୍ରେ... ବ୍ରହ୍ମପୁର: ଚଳିତ ମାସ ୨୨ ତାରିଖ ଠାରୁ ମହାଯୁଦ୍ଧ ଆଇପିଏଲ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବୁକି ମାନେ ସେମାନଙ୍କ ଏଜେଣ୍ଟ ମାନଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଆସିକା କୁ

ଆଜି ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ

ମାର୍ଚ୍ଚ ଅଧାରୁ ଜଳିଲାଣି ଅଧାରୁ ଅଧିକ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରିଚାଲିଛି ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଛି ଗ୍ରୀଷ୍ମ ପ୍ରବାହ । କିଛିଦିନ ହେଲା ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ ହେବା ସହିତ ଦେଶବ୍ୟାପି ରେକର୍ଡ ଭାଙ୍ଗିଛି। କେବଳ ଏହି

ଭୁବନେଶ୍ୱରରେ ସ୍ଥାପନ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ହେବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର

ମାର୍ଚ୍ଚ ୩୧ ଶେଷ ତାରିଖ: ତା’ପରେ ଆଉ ଧାନ ନେବେନି ସରକାର

ଭୁବନେଶ୍ଵର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୩୧ ପରେ ମଣ୍ଡିରୁ ଆଉ ଧାନ କିଣା

ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି, ଗଲିନି: ଜୟ ନାରାୟଣ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ ମୁହଁ ଖୋଲି ପୁଣି ବିବାଦ ସୃଷ୍ଟି