Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ
ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୦ ବର୍ଷ ବୟସରେ ରମାକାନ୍ତ ରଥ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ଭୋରୁ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ପରଲୋକ ଘଟିଛି ।୨୦୦୬ରେ ରମାକାନ୍ତ ରଥଙ୍କୁ ଭାରତ ସରକାର ପଦ୍ମ ଭୂଷଣରେ ସମ୍ମାନିତ କରିଥିଲେ। ସନ୍ଦିଗ୍ଧ!-->…
‘ଧର୍ମପଦ’ ଉପାଖ୍ୟାନ ଦେଇ ଦଳୀୟ ନେତାଙ୍କୁ ଟାର୍ଗେଟ କଲେ ଅଶୋକ
ଭୁବନେଶ୍ଵର: ୨୪ ବର୍ଷ ଧରି ଚୁପ୍ ରହିଥିବା ନେତା ଏବେ ଦଳର ପରାହତ ପରେ ଧିରେ ଥିରେ ନିଜର ଅସନ୍ତୋଷ ପ୍ରକାଶ କରୁଛନ୍ତି। ରାଜା ଚକ୍ର ମାମଲାରେ ଘସିପୁରା ବିଜେଡି ବିଧାୟକ ବଦ୍ରିଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତିରେ ଏବେ ବି ଚର୍ଚ୍ଚା ଥମିନଥିବା ବେଳେ ଆଜି ହୋଲିରେ ପୁଣି ମୁହଁ ଖୋଲି ବିଜେଡି!-->…
ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ
ଭୁବନେଶ୍ଵର: ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ । ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି । ହତ୍ୟା କାଣ୍ଡର କାରଣ ଜଣାପଡିନଥିବା ବେଳେ ଉଭୟ ସ୍ଥାନରେ ପୋଲିସ ପହଞ୍ଚି ତଦନ୍ତ!-->…
୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
କନ୍ଧମାଳ: ମାତିଛନ୍ତି ଗଞ୍ଜେଇ ମାଫିଆ। ୭୩ କେଜି ଗଞ୍ଜେଇ ଜବତ। କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ!-->…
ରଙ୍ଗ ନୁହେଁ ୨୫ ବର୍ଷ ହେଲା ଫୁଲରେ ଚାଲିଛି ହୋଲି ସେଲିବ୍ରେସନ
କଟକ: ରଙ୍ଗର ପର୍ବ ହୋଲିରେ ଉତ୍ସବମୁଖର ଦିଲ୍ଲୀ ଠୁ ପଲ୍ଲୀ। କେଉଁଠୁ ଫୁଲ ତ ଆଉ କେଉଁଠି କାଦୁଅ, ଆଉ କେଉଁଠି ରଙ୍ଗର ଅବିର, ବିଭିନ୍ନ କେମିକାଲ ରଙ୍ଗରେ ଚାଲିଛି ହୋଲି ଖେଳ।
ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ କୌଣସି ଉପାନ୍ତ ଅଞ୍ଚଳ କି ବିଦେଶ ନୁହେଁ, ଏ ହେଉଛି ଭାଇଚାରାର ସହର ସିଲଭର!-->!-->!-->…
୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ।
ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ!-->!-->!-->…
ରାଜଧାନୀରେ ଚାଞ୍ଚଲ୍ୟ, ବନ୍ଦ ଘରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର : ହୋଲିରେ ରାଜଧାନୀରେ ଚାଞ୍ଚଲ୍ୟ । ଭଡା ଘର ଭିତରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଚନ୍ଦ୍ରଶେଖରପୁର ଥାନା ହାଉସିଂବୋର୍ଡ କଲୋନୀରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ୩୦ ବର୍ଷୀୟ କୁମାର ଜିତେନ ଓ ଜଣେ ମହିଳା । ଜିତେନ ପେଶାରେ ଜଣେ ଡ୍ରାଇଭର ଥିବା ବେଳେ ମହିଳା!-->…
ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଭୁବନେଶ୍ୱରରେ ଡିଜିପି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ହୋଲି ପାଳନ କରିଛନ୍ତି।
ସହରର ୟୁନିଟ୍ ୫ ଅଞ୍ଚଳରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
!-->!-->!-->!-->…
ହୋଲିରେ ଅଘଟଣ, ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ
ଛତ୍ରପୁର : ହୋଲିର ଅଘଟଣ । ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ । ମୃତ ନାବାଳକ ଗଞ୍ଜାମ ଜିଲ୍ଲାର ପୋଡ଼ମପେଟା ଗାଁର ବି. ବାବାଜୀଙ୍କ ପୁଅ ବି. ଚନ୍ଦନ l ହୋଲି ଖେଳି ସାରି ଗାଁରେ ଥିବା ପୋଖରୀକୁ ୪ ଜଣ ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିଲେ ଚନ୍ଦନ । ଏହି ସମୟରେ ସେ ପାଣିରେ ବୁଡି ଯାଇଥିଲେ!-->…
କାଦୁଅ ହୋଲିରେ ମସଗୁଲ୍ ହେଲେ ଛାତ୍ରଛାତ୍ରୀ
ରାଉରକେଲା: ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର, ରଙ୍ଗ ଏବଂ ଫୁଲ ହୋଲି ତାଳେ ତାଳେ ଚାରିଆଡ଼େ ଏବେ ଉତ୍ସବ ମାହୋଲ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି!-->…