Browsing Category

ଓଡିଶା

ଏସଟିଏଫର ବଡ ସୂଚନା, କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ

କଟକ: କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ । କଟକରେ ବେଆଇନ ବନ୍ଧୁକ କାରଖାନା ଠାବ ମାମଲାରେ ଏସଟିଏଫ୍ ଡିଆଇଜିଙ୍କ ପ୍ରେସମିଟ୍‌ । ଘଟଣାରେ ଏଯାବତ୍ ୪ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଘର ମାଲିକ ସହ ୪ ଜଣ ଗିରଫ ହୋଇଛନ୍ତି । ଘର ମାଲିକ ଜାଣତରେ ଚାଲିଥିଲା ବନ୍ଧୁକ ବେପାର । ଘର ମାଲିକ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଏକା ସହ ଚାଲିଗଲା ସ୍ୱାମୀ ସ୍ତ୍ରୀଙ୍କ ଜୀବନ

ବାଲୁଗାଁ: ଏମିତି ଦୁର୍ଘଟଣା । ଦେଖିଲେ ଛାତି ଥରି ଉଠିବ । ଏକା ସାଥିରେ ହାତ ଧରା ଧରି ହୋଇ ଚାଲିଗଲେ ସ୍ବାମୀ ସ୍ତ୍ରୀ । ସବୁଦିନ ପାଇଁ ଶୋଇଗଲେ ଚିର ନିଦ୍ରାରେ । ସତରେ ମୃତ୍ୟୁ ଏମିତି ବି ଆସେ । ଗୋଟିଏ ଦୁର୍ଘଟଣା ବଦଳାଇ ଦେଲା ଜୀବନର ଗତିପଥ । ସାତ ଜନ୍ମ ପାଇଁ ବିବାହ ବନ୍ଧନରେ

ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍

ଭୁବନେଶ୍ଵର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ

ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ

ଢେଙ୍କାନାଳ : ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରୁ ଆସିଛି ଅଭିଯୋଗ । ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଅଧିକ ଛେଳିର ଅକସ୍ମାତ ମୃତ୍ୟୁ ହୋଇଛି । ଛେଳି ମଡକ ଦେଖି କ୍ଷତିଗ୍ରସ୍ତ ଛେଳି ଚାଷୀ

ହୋଲି ପୂର୍ବରୁ ବଢିଲା ସୁନା ଦର

ଭୁବନେଶ୍ବର: ସର୍ବକାଳୀନ ରେକର୍ଡ ଭାଙ୍ଗୁଛି ସୁନା ଦର । ସେ ଦିଲ୍ଲୀ ହେଉକି ଭୁବନେଶ୍ବର ସବୁଠି ସୁନା ଦରରେ ନିଆଁ । ଗ୍ରାହକଙ୍କ ଚାହିଦା ଯେତେ ବଢୁଛି, ସେତେ ଦର ମଧ୍ୟ ହୁ ହୁ ହୋଇ ବଢିବାରେ ଲାଗିଛି । ଗତକାଲି ଭୁବନେଶ୍ବରରେ ପ୍ରମୁଖ ସୁନା ଦୋକାନ ଗୁଡିକରେ ସୁନା ଦର ୮୮ ହଜାର ଥିବା ବେଳେ ଆଜି

ଫଟୋ ଉଠେଇବା ହେଲା କାଳ, ନଦୀରେ ବୁଡ଼ି ଜଣେ ପର୍ଯ୍ୟଟକ ମୃତ

ରାୟଗଡା: ସୁଦୂର ଆନ୍ଧ୍ରପ୍ରଦେଶରୁ ଓଡିଶା ବୁଲିବାକୁ ଆସିଥିଲେ ପରିବାର ଲୋକେ । ମଜା କରିଥାନ୍ତେ, ଖୁସି ହେଇଥାନ୍ତେ ଆଉ ସେଲଫି ଉଠାଇ ସ୍ମୃତିକୁ ସାଇତି ରଖିଥାନ୍ତେ । ହେଲେ ଏହି ବୁଲା ଯେ ସେମାନଙ୍କ ପାଇଁ ଏକ ଅପୂରଣୀୟ ସ୍ମୃତି ହୋଇଯିବ ତାହା କାହାକୁ ବି ଜଣାନଥିଲା । ଏହି ମଉଜ ମଜଲିସ

ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍ । ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ତେବେ ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ହେବ ଏଲିଭେଟେଡ୍ ରୋଡ୍ । ଏଥିପାଇଁ ୨୭୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଏପ୍ରିଲ ଶେଷ

ଭକ୍ତଙ୍କ ଗହଣରେ ରଙ୍ଗ ଖେଳିଲେ ମହାପ୍ରଭୁ

ରଙ୍ଗର ପର୍ବ ହୋଲି ପାଇଁ ଚଳ ଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆସନ୍ତା କାଲି ହୋଲି ପାଇଁ ପୁରୀରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ହୋଲି ଖେଳି ସମୁଦ୍ରରେ ସ୍ନାନ କରିଥାନ୍ତି ହଜାର ହଜାର ସଂଖ୍ୟକ ଲୋକେ । ଭାଇଚାରା ଓ ରଙ୍ଗର ପର୍ବ ହୋଲିକୁ ପାଳନ

ଘରେ ପଶି ବ୍ୟବସାୟୀଙ୍କୁ ବେକ କାଟି ହତ୍ୟା

ବାରିପଦା: ଘରେ ପଶି ବ୍ୟବସାୟୀଙ୍କୁ ବେକ କାଟି ହତ୍ୟା । ଫରେଷ୍ଟ କଲୋନୀରେ ବ୍ୟବସାୟୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ । ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ହସ୍ପିଟାଲରେ ବ୍ୟବସାୟୀଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ତେବେ ହତ୍ୟା ପରେ ଦୁର୍ବୃତ୍ତ ଜଣଙ୍କ

ଦିନ ୧ଟା ସୁଦ୍ଧା ସରିବ ହୋଲି ଖେଳ, ମଦ ପିଇ ଖେଳିଲେ ଦୃଢ କାର୍ଯ୍ୟାନୁଷ୍ଠାନ: ଡିସିପି

କଟକ/ ଭୁବନେଶ୍ୱର : ରାତି ପାହିଲେ ହୋଲି ମହୋତ୍ସବ । ଏବେଠୁ ଚାରିଆଡେ ଉଡିଲାଣି ଫଗୁ । ଏଥିପାଇଁ ରାଜ୍ୟରେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏବେ ସଜାଗ ରହିଛି ପୋଲିସ୍ ବାହିନୀ । ଯେଉଁଭଳି କିଛି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେଉ, ତାହା ଉପରେ ନଜର ରଖିବା ପାଇଁ ଠାବେ ଠାବେ ଜଗିବେ