Browsing Category

ଓଡିଶା

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ଏଏସଆଇ

ବ୍ରହ୍ମପୁର: ଗିରଫ ଭୟ ଦେଖାଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ମହିଳା ପୁଲିସ ଅଧିକାରୀ। ସେ ହେଉଛନ୍ତି ବ୍ରହ୍ମପୁର ମହିଳା ଥାନାର ଏଏସ୍‌ଆଇ ବବିତା ସୁନା। ଏଏସ୍‌ଆଇ ବବିତା ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। କେସ୍‌…

ସ୍ଵଚ୍ଛ ଓ ଉତ୍ତମ ସରକାରର ଦର୍ପଣ ହେଉଛି ରାଜସ୍ୱ ବିଭାଗ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ…

ମାର୍ଚ୍ଚ ୨୦୨୭ରୁ ଜନଗଣନା: ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ: ଦେଶରେ ୧ ମାର୍ଚ୍ଚ ୨୦୨୭ରୁ ଜାତି ଜନଗଣନା କରାଯିବ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ଯୋଜନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଏହି ଦିଗରେ…

ଆରସିବିର ବିଜୟ ଶୋଭାଯାତ୍ରା ଫିକା ପଡ଼ିଲା: ଦଳାଚକଟାରେ ୭ ମୃତ, ୨୦ରୁ ଅଧିକ ଆହତ

ବେଙ୍ଗାଲୁରୁ: ଆରସିବି ଦଳ ଆଇପିଏଲ ୨୦୨୫ କପ୍ ଜିତିଛି ଏବଂ ଏହା ପରେ ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ସମଗ୍ର ଦଳକୁ ସମ୍ମାନିତ କରାଯାଉଛି। କିନ୍ତୁ, ଏହି ସମ୍ମାନ ସମୟରେ ଏପରି କିଛି ଘଟିଛି, ଯାହା କେହି ଆଶା କରି ନଥିଲେ।ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହୋଇଛି। ଏଥିରେ…

ଜୁନ୍ ୬ରୁ ଆରମ୍ଭ ହେବ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆସନ୍ତା ୬ତାରିଖରୁ ୯ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର (ବିଏଫ୍ଏଫ୍) ଦ୍ୱିତୀୟ ସଂସ୍କରଣ। ଚାରିଦିନ ବ୍ୟାପି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସହିତ ୯ଟି ଭାଷାର କ୍ଲାସିକ୍ ଚଳଚ୍ଚିତ୍ର…

ସରଣ୍ଡା ଅପରେସନ୍ ଟିମ୍ କୁ ବଡ଼ ସଫଳତା:  ଆଜି ପୁଣି ଜବତ ହେଲା ୭୦୦ କେଜି ଲୁଟ୍ ବିସ୍ଫୋରକ

କୋଇଡା: ଗତ ମଙ୍ଗଳବାର ୨୭ ତାରିଖ ସକାଳ ୯ ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନ‌ା ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର…

୬ ତାରିଖରେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର…

ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ୫ ରୋଗୀଙ୍କ ମୃତ୍ୟୁ: ଡିଏମଇଟି ପକ୍ଷରୁ ୫ ଜଣିଆ ଟିମ୍ ଗଠିତ, ଆସନ୍ତାକାଲି ରିପୋର୍ଟ…

କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭୁଲ ଇଞ୍ଜେକସନ୍ ଯୋଗୁ ୫ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଏମଇଟି । ଏଥିଲାଗି ୫ ଜଣିଆ ଟିମ୍ ଗଠନ କରାଯାଇଛି। ବ୍ରହ୍ମପୁରର ଏମକେସିଜିରୁ ୩ ଓ କଟକର ଏସସିବିରୁ୨ ଜଣିଆ ଟିମ୍ ସହିଦ ଲଷ୍ମଣ…

ଭିଏତନାମ ଗସ୍ତ ସମୟରେ ଓଡ଼ିଶା-ଦା ନାଙ୍ଗ ସମ୍ପର୍କ ସ୍ଥାପନ ପାଇଁ ପ୍ରସ୍ତାବ ଦେଲେ ରାଜ୍ୟପାଳ

ଭୁବନେଶ୍ୱର : ଭିଏତନାମକୁ ନିଆଯାଇଥିବା ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ (ରେଲିକ୍ସ) ଭାରତ ଫେରାଇ ଆଣିବା ପାଇଁ ଭିଏତନାମ ଗସ୍ତ କରିଥିବା ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଓଡ଼ିଶା ଏବଂ ଭିଏତନାମର ଡା-ନାଙ୍ଗ ସିଟି ମଧ୍ୟରେ ପ୍ରଦେଶସ୍ତରୀୟ ସମ୍ପର୍କ ସ୍ଥାପନ କରିବାକୁ…

ଟ୍ରାଫିକ୍ ପୋଷ୍ଟ ନିକଟ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ସହରାଞ୍ଚଳର ଟ୍ରାଫିକ୍ ପୋଷ୍ଟ ନିକଟ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି। ଏନେଇ ସେ ସବୁ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୦ ତାରିଖ ଦିନ ଏହି ଅଭିଯାନରେ…