Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୧୩ା୩: ଆଗାମୀ ମାର୍ଚ୍ଚ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ!-->…
ମୁଁ କାହାକୁ ଡରିନାହିଁ, ମତେ ଫାଶୀ ଦେଇଦେଲେ ବି ମୁଁ ପ୍ରସ୍ତୁତ ଅଛି – ତାରା
ଭୁବନେଶ୍ୱର,୧୩।୩: ବିଧାନସଭାରେ ଶାସକ ବିରୋଧୀ ମୁହାଁମୁହିଁକୁ ନେଇ ରାଜନୀତି ତେଜିଛି। ପୋଲାଭରମ ପ୍ରସଙ୍ଗ ଆଲୋଚନା କରିବାକୁ ବିଜେଡି ଦାବି କରୁଥିବାବେଳେ ନାରୀ ନିର୍ଯାତନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଥିଲା କଂଗ୍ରେସ। ଯାହାୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। ଅନ୍ୟପଟେ!-->…
ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର
ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ!-->…
୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଲା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ଓଡ଼ିଶାରେ ଚଳିତ ଗ୍ରୀଷ୍ମଋତୁର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଛି।ରାଜ୍ୟର ଝାରସୁଗୁଡା ସହରରେ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି।!-->…
ସରକାରୀ ଚାକିରି କରୁଥିବା ସ୍ୱାମୀ ସ୍ତ୍ରୀ, ପିଲାମାନଙ୍କର ଭରଣପୋଷଣ କରିବା ବାଧ୍ୟତାମୂଳକ: ଓଡ଼ିଶା ହାଇକୋର୍ଟ
କଟକ,୧୩।୩: ଓଡ଼ିଶା ହାଇକୋର୍ଟ ମନ୍ତବ୍ୟ ଦେଇଛନ୍ତି ଯେ ସରକାରୀ ଚାକିରି କରୁଥିବା ଜଣେ ସକ୍ଷମ ସ୍ୱାମୀଙ୍କୁ ତାଙ୍କ ସ୍ତ୍ରୀ ଏବଂ ପିଲାମାନଙ୍କର ଭରଣପୋଷଣ କରିବା ଆଇନଗତ ଭାବରେ ବାଧ୍ୟତାମୂଳକ। ଏପରିକି ସେମାନଙ୍କ ମଧ୍ୟରେ କୌଣସି ବୈବାହିକ କିମ୍ବା ଅନ୍ୟାନ୍ୟ ମତଭେଦ ଥିଲେ ମଧ୍ୟ।ଭରଣପୋଷଣ ଆଦେଶର!-->…
ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଦ୍ୱାଦଶ ଶ୍ରେଣୀ ପରେ ବି.ଏଡ୍ ପାଇଁ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର,୧୩ା୩: ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା ସ୍ନାତକ (B.Ed) ପାଠ୍ୟକ୍ରମରେ ନାମ!-->…
ପାଓ୍ବାର ଚେନାଲରେ ବୁଡ଼ି ଭିସୁଟର ଛାତ୍ରଙ୍କ ମୃତ୍ୟୁ
ବୁର୍ଲା: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ(ଭିସୁଟ୍)ର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଛାତ୍ର ଜଣକ ଅନ୍ୟ ବନ୍ଧୁଙ୍କ ସହ ହୀରାକୁଦ ନଦୀବନ୍ଧ ପାୱାର ଚେନାଲର ‘ଅଠରହଜାର’କୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁଁ ପାଣିରେ ବୁଡ଼ି ଯାଇଥିଲେ।!-->…
ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୫୪୩୩ଜଣଙ୍କ ମୃତ୍ୟୁ
ଭୁବନେଶ୍ବର: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ମୋଟ ୫୪୩୩ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଆଜି ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ସୂଚନା ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି, ସଡ଼କ ସୁରକ୍ଷା ମାସରେ ସଡ଼କ ଦୁର୍ଘଟଣାରେ ଯାଇଛି ୫୦୫ ଜୀବନ। ଗୋଟିଏ ମାସରେ ହିଁ ୮୪୮ ଦୁର୍ଘଟଣା!-->…
କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ: ବନ୍ଧା ହେଲେ ୪ ଅଭିଯୁକ୍ତ
କଟକ: କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ବି ଜବତ କରାଯାଇଛି। ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ । ଏହି ୪ଜଣଙ୍କ ମଧ୍ୟରେ ଜଣେ ପଶ୍ଚିମବଙ୍ଗ ଓ!-->…
ଇନଷ୍ଟାଗ୍ରାମରେ ଫୋଟ ପୋଷ୍ଟକୁ ନେଇ ମାଆଝିଅଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ
ବ୍ରହ୍ମପୁର : ଇନଷ୍ଟାଗ୍ରାମରେ ଫୋଟ ପୋଷ୍ଟ କୁ ନେଇ ମାଆ ଝିଅଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କଲା ଯୁବକ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି ହେଲେ ମହିଳା | ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅନ୍ତର୍ଗତ ପୁଟୁ ଗ୍ରାମରେ ଇନଷ୍ଟା ଗ୍ରାମରେ ଫୋଟ ପୋଷ୍ଟ କୁ ନେଇ ମାଆ ଝିଅଙ୍କୁ!-->…