Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଲିଗୁଡା ଉପଖଣ୍ଡ ନିମନ୍ତେ ନୂତନ ନୋଟରୀ ନିଯୁକ୍ତ
ବାଲିଗୁଡା : ଓଡିଶାର ସର୍ବ ବୃହତ୍ତମ ଉପଖଣ୍ଡ ନିମନ୍ତେ ବାଲିଗୁଡା ଠାରେ ଭାରତ ସରକାରଙ୍କ ନ୍ୟାୟ ଓ ବିଧି ମନ୍ତ୍ରଣାଳୟ ପକ୍ଷରୁ ଉପଖଣ୍ଡ ନିମନ୍ତେ ଆଇନଜୀବୀ କ୍ଷମା ସାଗର ପ୍ରଧାନଙ୍କୁ ନୂତନ ନୋଟାରୀ ପବ୍ଲିକ ଭାବେ ମନୋନୀତ କରିଛନ୍ତି। ବାଲିଗୁଡା ଉପଖଣ୍ଡର ବାଲିଗୁଡା ,କୋଟଗଡ ,ତୁମୁଡିବନ୍ଧ!-->…
ବିଧାନସଭା ଘେରିବ କଂଗ୍ରେସ, ମୋହନ ସରକାରଙ୍କ ବଢିଲା ଟେନଶନ
ଭୁବନେଶ୍ୱର,୧୨।୩: କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା।
!-->!-->…
ମୋବାଇଲ ନେବେ ହେଲେ ଭିଡିଓଗ୍ରାଫି ମନା
ଭୁବନେଶ୍ୱର: ଶେଷରେ ଧାରଣାରୁ ଓହରିଲେ ସାମ୍ବାଦିକ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି । ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ!-->…
ରାସନ କାର୍ଡରେ ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ
ଭୁବନେଶ୍ବର: ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଧାନସଭାରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି।ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର!-->…
ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ବନ୍ଦ ଥିବା ସୂତାକଳ କାର୍ଯ୍ୟକ୍ଷମ ହୋଇ ପାରୁନାହିଁ: ମନ୍ତ୍ରୀ
ଭୁବନେଶ୍ବର: ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ରାଜ୍ୟରେ ବନ୍ଦ ଥିବା ସୂତାକଳଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରୁ ନାହିଁ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ବିଧାନସଭାରେ ଏକ ପ୍ରଶ୍ନ ନେଇ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି।ବଡ଼ଚଣା ବିଧାୟକ ଅମର କୁମାର ନାୟକ!-->…
ଶୂନ ଦୁର୍ଘଟଣା ଲକ୍ଷ୍ୟ: ୩୦ ଦିନିଆ ନୂତନ ସଡ଼କ ସୁରକ୍ଷା ଅଭିଯାନ ଆରମ୍ଭ ହେବ
ଭୁବନେଶ୍ବର: ଓଡ଼ିଶା ସରକାର ସଡ଼କ ସୁରକ୍ଷା ବୃଦ୍ଧି ଏବଂ ଆଚରଣଗତ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ, ଶୂନ ଦୁର୍ଘଟଣା ଦିବସ (ଜେଡ୍ଏଡି) ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି।ଏହି ୩୦ ଦିନିଆ ଅଭିଯାନ ଦୃଷ୍ଟିକୋଣ ଏବଂ ନେତୃତ୍ୱ ଦୃଷ୍ଟିରୁ ଅନନ୍ୟ।!-->…
ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି
ଭୁବନେଶ୍ୱର,୧୨ା୩: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ଦ୍ୱାରା ଓଡ଼ିଶାର ସର୍ବଶେଷ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି, ଯାହା ସାମୁଦ୍ରିକ ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଆଞ୍ଚଳିକ ବଣ୍ଟନ ଏବଂ ପ୍ରଜାତି ବିବିଧତାକୁ ଗୁରୁତ୍ୱ!-->…
ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍ପେଣ୍ଡ
ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ।
ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ!-->!-->!-->…
ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଜି ଯାଇଛନ୍ତି । ତେଣୁ ତାଙ୍କୁ ଖୋଜିବାକୁ ବାହାରିଛନ୍ତି ବିଜେଡି ବିଧାୟକ । ହାତରେ ଧରିଛନ୍ତି ଲଣ୍ଠନ । ବିଧାନସଭାରେ କୋଠରୀରୁ କୋଠରୀ ବୁଲି ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।ଆଜି ଗୃହରେ ବିଜେପି ବିଧାୟକଙ୍କ ଗୁଣ୍ଠାରାଜ ଦେଖିବାକୁ ମିଳିଛି ।!-->…
ସିବିଏସଇ ଦ୍ୱାଦଶ ଶ୍ରେଣୀର ଇଂରାଜୀ ପ୍ରଶ୍ନପତ୍ର ପରିବର୍ତ୍ତନ
ମୟୂରଭଞ୍ଜ: ଓଡ଼ିଶାରେ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା ସାମ୍ନାକୁ ଆସିଛି। ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଆଦର୍ଶ ବିଦ୍ୟାଳୟର ୩୨ ଜଣ ଛାତ୍ରଛାତ୍ରୀଙ୍କ ସିବିଏସଇ ଦ୍ୱାଦଶ ଶ୍ରେଣୀ ପ୍ରଶ୍ନପତ୍ର ପରିବର୍ତ୍ତନ ହେବା ପରେ ସେମାନେ ଆଶ୍ଚର୍ଯ୍ୟ!-->…