Browsing Category

ଓଡିଶା

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ ସମସ୍ତ

ଦୁଇ ବିଧାୟକଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

କଟକ: ଜଳେଶ୍ଵର ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଓ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ହାଇକୋର୍ଟରୁ ଝଟକା ମିଳିଛି । ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଏହି ଦୁଇ ବିଧାୟକଙ୍କୁ ନିରାଶ ହେବାକୁ ପଡିଛି । ନିର୍ବାଚନ ଅନିୟମିତତା ନେଇ ସେମାନଙ୍କ ବିରୁଦ୍ଧରେ

କାହିଁକି ‘ବନ୍ଦେ ଉତ୍କଳ ଜନନୀ’ ଗାଇବେ? ‘ବନ୍ଦେ ଓଡିଶା ଜନନୀ’ ଗାଇଲେ ଆପତ୍ତି ନାହିଁ

ଭୁବନେଶ୍ବର: ‘କାହିଁକି ବନ୍ଦେ ଉତ୍କଳ ଜନନୀ ଗାଇବେ? ବନ୍ଦେ ଓଡିଶା ଜନନୀ ଗାଇଲେ ମୋର କିଛି ଆପତ୍ତି ନାହିଁ ।’ କିଛି ଏଭଳି କହି ଉତ୍କଳ ଏବଂ କୋଶଳ ଓ କଳିଙ୍ଗ ପ୍ରସଙ୍ଗ ଉଠାଇଥିବା ଜୟନାରାୟଣ ଏବେ ଏନେଇ ସ୍ପଷ୍ଟିକରଣ ଦେଇଛନ୍ତି । କହିଛନ୍ତି, ମୁଁ ବିଭାଜନ ନେଇ କୌଣସି କଥା କହିନାହିଁ । ମୁଁ

୧୦ ବର୍ଷରେ ହାତୀ ନେଲାଣି ହଜାରରୁ ଅଧିକ ମୁଣ୍ଡ

ଭୁବନେଶ୍ବର: ବଢି ଚାଲିଛି ହାତୀଙ୍କ ଉପଦ୍ରବ । ଜଙ୍ଗଲ ଛାଡି ଗାଁ ଏବଂ ସହର ମୁହାଁ ହେଉଛନ୍ତି ହାତୀପଲ । ପ୍ରତିଦିନ ହାତୀ ଆତଙ୍କରେ ଧନଜୀବନ କ୍ଷତି ହେଉଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ଏନେଇ ମନ୍ତ୍ରୀ ଲିଖିତ

ଭୁବନେଶ୍ବର ଏମ୍ସ ନିକଟରେ ବୁଲୁଛି ହାତୀ, ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ

ଭୁବନେଶ୍ବର : ରାଜଧାନୀରେ ବୁଲୁଛି ହାତୀ। ଭୁବନେଶ୍ବର ଏମ୍ସ ନିକଟ କାଜୁ ବଗିଚାରେ କାଲି ରାତିରୁ ଫସି ରହିଛି ଦନ୍ତାହାତୀ । ଲୋକଙ୍କୁ ସତର୍କ ରହିବା ସହ ହାତୀ ପାଖକୁ ନଯିବାକୁ ସଚେତନ କରାଯାଉଛି। ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ କରାଯାଉଛି। ହାତୀର ଗତିଵିଧି ଉପରେ ବନ ବିଭାଗ

ରାଜ୍ୟରେ ବର୍ତ୍ତମାନ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ

ଆରୁହା ପାହାଡ଼ରେ ବେଆଇନ ଖନନ ଓ କଳାପଥର ଚୋରା ଚାଲାଣକୁ ବିରୋଧ, ମାଫିଆଙ୍କ ଛତ୍ରଭଙ୍ଗ

ଯାଜପୁର: ଦିନରାତି ପାହାଡ଼ରେ ଚାଲିଛି ୱାଗନ ବ୍ଲାଷ୍ଟିଂ । ବେଆଇନ ଭାବେ ବ୍ଲାଷ୍ଟିଂ ଦ୍ୱାରା ସମଗ୍ର ଅଞ୍ଚଳରେ ମୃଦୁ ଭୂମିକମ୍ପ ସୃଷ୍ଟି । ପାହାଡ଼ରୁ ବେଆଇନ ଭାବେ ଖନନ ସହ ଶହ ଶହ ଟ୍ରିପ୍ କଳାପଥର ଚୋରା ଚାଲାଣ କରାଯାଉଛି । ଯାହାଫଳରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଲେଣି । ତହସିଲ ଓ

୮ମାସରେ ୬ଟା ମୁଣ୍ଡ ନେଲାଣି ‘ମୋ ବସ୍’

ଭୁବନେଶ୍ବର: ଗତ ୮ ମାସ ଭିତରେ ୬ଟା ଜୀବନ ନେଲାଣି ‘ମୋ ବସ୍’ । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଜୁନ୍ ୨୦୨୪ ପରଠାରୁ ଭୁବନେଶ୍ୱର, କଟକ ଏବଂ ପୁରୀ ଅଞ୍ଚଳରେ ‘ମୋ ବସ୍’ ସହିତ ହୋଇଥିବା ୧୯ଟି ଦୁର୍ଘଟଣାରେ ମୋଟ ୬ ଜଣ ପ୍ରାଣ ହରାଇଛନ୍ତି

୫ଦିନରେ ଆଶାକର୍ମୀଙ୍କ ଆନ୍ଦୋଳନ

ଭୁବନେଶ୍ୱର: ଲୋୟର ପିଏମଜିରେ ଜାରି ରହିଛି ଆଶାକର୍ମୀଙ୍କ ଆନ୍ଦୋଳନ। ୧୮ ଦଫା ଦାବିରେ ଗଣଧାରଣା ଦେଇଛନ୍ତି ଶହଶହ ଆଶାକର୍ମୀ। ଥଣ୍ଡା କାକରରେ ରାତି କାଟୁଛନ୍ତି। ସ୍ଥାୟୀ କର୍ମଚାରୀର ମାନ୍ୟତା, ପ୍ରୋତ୍ସାହନ ରାଶି ପରିବର୍ତ୍ତେ ମାସିକ ୨୬ ହଜାର ଟଙ୍କା ଦରମା, ମୃତ୍ୟୁ କାଳୀନ

‘ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ମାଗନ୍ତୁ’

ଭୁବନେଶ୍ବର: ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ପ୍ରାର୍ଥନା କରନ୍ତୁ । ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ ସରିବା ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ । ସେ କହିଛନ୍ତି ବିରୋଧୀଭାବେ କିପରି କାର୍ଯ୍ୟ କରାଯାଏ ତାହା ଶିଖି