Browsing Category

ଓଡିଶା

ବିଧାନସଭାରେ ଶାସକ-ବିରୋଧୀ ହାତାହାତି

ଭୁବନେଶ୍ୱର : ବିଧାନସଭାରେ ଶାସକ-ବିରୋଧୀ ହାତାହାତି । ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ତାରା ବାହିନୀପତି ହାତାହାତି । ଗୃହକୁ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା ବାଚସ୍ପତି । ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭ ସହିତ, ଆରମ୍ଭ ହୋଇଯାଇଛି ବିରୋଧୀଙ୍କ ନାରାବାଜି ।

ଚେନ୍ନାଇରେ ସଂସଦୀୟ କ୍ଷେତ୍ର ସୀମା ପୁନଃ ନିର୍ଦ୍ଧାରଣ ବିବାଦ ପ୍ରସଙ୍ଗରେ ବୈଠକରେ ଯୋଗ ଦେବେ ନବୀନ ପଟ୍ଟନାୟକ

ଆସନ୍ତା ୨୨ରେ ଚେନ୍ନାଇରେ ସଂସଦୀୟ କ୍ଷେତ୍ର ସୀମା ପୁନଃ ନିର୍ଦ୍ଧାରଣ ବିବାଦ ପ୍ରସଙ୍ଗରେ ହେବାକୁ ଥିବା ବୈଠକରେ ଯୋଗ ଦେବେ ନବୀନ ପଟ୍ଟନାୟକ । ବୈଠକରେ ଯୋଗ ଦେବାକୁ ସହମତି ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତାମିଲନାଡୁ ସାଂସଦ ଦୟାନିଧି ମାରାନ ଓ ଶିଳ୍ପ ମନ୍ତ୍ରୀ

ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ

ଭୁବନେଶ୍ଵର: ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ । କ୍ରାଇମବ୍ରାଞ୍ଚ, EOW ଓ ଏସ୍‌ଟିଏଫ୍ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି । ବଣାଇ, ଗୋପାଳପୁର ବନ୍ଦର, କେନ୍ଦୁଝର ଟାଉନରେ ଚାଲିଛି ରେଡ୍ । ସେପଟେ ଅନ୍ତରୀଣ ସୁରକ୍ଷାରେ ଥିବା ରାଜାଙ୍କ ଆଜି ହାଇକୋର୍ଟରେ ରହିଛି ଶୁଣାଣି

ରାଜ୍ୟରେ ରହିଛନ୍ତି ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ଓଡ଼ିଶା ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ ଦ୍ୱାରା ଭୁବନେଶ୍ୱରରେ ଦଶ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିବା ପରେ ରାଜ୍ୟରେ ଏକ ବଡ଼ ଧରଣର ଅନୁପ୍ରବେଶ ରାକେଟ୍ କାର୍ଯ୍ୟ କରୁଥିବାର ସମ୍ଭାବନା ଦେଖାଦେଇଛି। ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ରାଜ୍ୟରେ ଅବୈଧ ଭାବରେ

ହୋଲି ସମୟରେ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଗୁରୁତ୍ୱପୂର୍ଣ୍ଣ ଟ୍ରେନ ରୁଟରେ ଚାଲୁଥିବା ନିୟମିତ ଟ୍ରେନରେ ଯାତ୍ରୀମାନଙ୍କ ଭିଡକୁ ଦୂର କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ହୋଲି ଉତ୍ସବ ସମୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ତିନି ଯୋଡି

୩ ବର୍ଷ ଭିତରେ ପାଣିରେ ବୁଡି ଗଲାଣି ୨ ହଜାରରୁ ଅଧିକ ଜୀବନ

ଭୁବନେଶ୍ବର: ଗତ ତିନି ବର୍ଷ ଭିତରେ ବୁଡ଼ି କରି ଗଲାଣି ୨୦୬୪ ଜଣଙ୍କର ମୃତ୍ୟୁ । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ନଦୀ, ପୋଖରୀ ଏବଂ ସମୁଦ୍ରରେ ବୁଡ଼ି ୨୦୬୪ ମୃତ୍ୟୁ ହୋଇଛି । ବିଜେପି ବିଧାୟକ ଓମ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନର

୧୩ ଓ ୧୪ ତାରିଖରେ ଗ୍ରୀଷ୍ମ ପ୍ରବାହ: ପାଣିପାଗ ବିଭାଗ

ଭୁବନେଶ୍ବର: ରାଜ୍ୟରେ ଡହ ଡହ ଖରା ସହ ତାତି କଲବଲ କରୁଛି। ଗତ ୩ ରୁ ୪ ଦିନ ହେବ ତାତି ସାମାନ୍ୟ କମ୍ ଥିବା ବେଳେ ସୋମବାରଠାରୁ ପୁଣି ତାତି ବଢ଼ିଛି। ତାତି ବଢୁଥିବା ବେଳେ ହିଟୱେଭ୍ ବା ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମାର୍ଚ୍ଚ ୧୩ ଓ ୧୪

ରାଜ୍ୟରେ ବଢୁଛି ନକଲି ଔଷଧ କାରବାର: ଧରାପଡିଲେଣି ୪ ସଂସ୍ଥା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଇଛି ନକଲି ଔଷଧ କାରବାର । ଯାହା ଅନେକ ରୋଗୀଙ୍କ ଜୀବନକୁ ବିପଦରେ ପକାଇଛି । ଗତ ୩ ବର୍ଷ ଭିତରେ ୪ ସଂସ୍ଥାକୁ ତାଲିକାଭୁକ୍ତ କରିଛନ୍ତି ସରକାର । ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ବାଣ ବିସ୍ଫୋରଣରେ ସଂପର୍କୀୟ ମଉସା ଓ ପୁତୁରା ଗୁରୁତର, ଜଣେ ଭୁବନେଶ୍ବର ସ୍ଥାନାନ୍ତର

ନୟାଗଡ :ବାଣ ବିସ୍ଫୋରଣରେ ସଂପର୍କୀୟ ମଉସା ଓ ପୁତୁରା ଗୁରୁତର । ନୟାଗଡ ଜିଲ୍ଲା ନୂଆଗାଁ ଥାନା ହିରାଦେଇପୁରରେ ଏହି ଅଘଟଣ ଘଟିଛି। ଜଣେ ନୟାଗଡ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅନ୍ଯ ଜଣଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଦୁଇ ଗୁରୁତର ହେଲେ ଦଶପଲ୍ଲା

୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆପଡ଼ା: ନୂଆପଡ଼ା ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ସ୍ଥିତ ପୋଲିସ ମୁଖ୍ୟାଳୟରେ ୩ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନେ ହେଲେ ଏସଡିକେ ଡେପୁଟି କମାଣ୍ଡର ଦିଲୀପ । ଏସଡିକେ ଏରିଆ କମିଟି ସଦସ୍ୟ ମଞ୍ଜୁଳା ଏବଂ ବରଗଡ଼ ଏରିଆ କମିଟି ସଦସ୍ୟ ସୁନିତା । ଜଣେ ପୋଲିସ ଅଧିକାରୀ