Browsing Category

ଓଡିଶା

ନାରୀ ନିର୍ଯାତନା ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଅଫିସ ଘେରାଉ

ଖୋର୍ଦ୍ଧା : ନାରୀ ନିର୍ଯାତନା ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ । ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ଅଫିସ ଘେରାଉ । ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ମଧ୍ୟ ଜିଲ୍ଲାପାଳହ୍କ ଅଫିସ ଘେରାଉ କରାଯାଇଛି । ଏଥିରେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ସାମିଲ ହୋଇଥିଲେ

ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ୨୨ଟି ମାମଲା

ଭୁବନେଶ୍ୱର: ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ରହିଛି ୨୨ଟି ଅପରାଧିକ ମାମଲା । ଏଥିସହ ୩୯ଟି ଫୌଜଦାରୀ ମାମଲା ମଧ୍ୟ ରୁଜୁ ହୋଇଛି । ସେହିପରି ବର୍ତ୍ତମାନ ଓ ପୂର୍ବତନ ବିଧାୟକଙ୍କ ନାଁରେ ରହିଛି ମୋଟ ୧୧୫ଟି ମାମଲା । ଏଥିସହ ବିଧାୟକଙ୍କ ନାଁରେ ୪୧୮ଟି ଫୌଜଦାରୀ ମାମଲା ରୁଜୁ

ଗର୍ଜିଲେ ଆଶା କର୍ମୀ, ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର : ରାଜଧାନୀରେ ଗର୍ଜିଲେ ଆଶା କର୍ମୀ । ୧୮ ଦଫା ଦାବିରେ ଆଶାକର୍ମୀଙ୍କ ଭୁବନେଶ୍ବର ଲୋୟର ପିଏମଜିରେ ଗଣଧାରଣା । ଡବଲ ଇଂଜିନ ସରକାର ତୁରନ୍ତ ଦାବି ପୂରଣ ନକଲେ ଆଶାକର୍ମୀମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।

୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ

ଭୁବନେଶ୍ୱର: ସୋମବାର ଚାଲିଥିବା ବିଧାନସଭା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ବିଧାୟକ ଅଗସ୍ତି ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ୫ ବର୍ଷରେ ଗିରଫ ହୋଇଛନ୍ତି ୮୨୭ ସରକାରୀ କର୍ମଚାରୀ । ସେହିପରି ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ

ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଚାଲିପାରିଲାନି ପ୍ରଶ୍ନକାଳ

ଭୁବନେଶ୍ୱର : ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ଚାଲିପାରିଲାନି ପ୍ରଶ୍ନକାଳ । ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଛନ୍ତି । ଓଡ଼ିଶାକୁ ଭାଗ ଭାଗ ଚଳିବ ନାହିଁ । ପ୍ଲାକାର୍ଡ ଦେଖାଇ ଗୃହ ମଧ୍ୟ ଭାଗରେ

ରାଜସ୍ବ ବଢାଉଛି ତମାଖୁ, ଗୁଟକା: ୫ ବର୍ଷରେ ୬ ହଜାର କୋଟି ଆଦାୟ

ଭୁବନେଶ୍ବର: ରାଜ ରାଜସ୍ବ ବୃଦ୍ଧି କରୁଛି ତମାଖୁ, ଗୁଟକା ବେପାର । ୫ ବର୍ଷରେ ରାଜକୋଷକୁ ଦେଇଛି ୬ ହଜାର କୋଟିରୁ ଅଧିକ ଟଙ୍କା ଟିକସ । ଆଜି ବିଧାନସଭାରେ ଏପରି କିଛି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ

ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର

କଟକ : ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ହାଇକୋର୍ଟଙ୍କ ଗୋଟିଏ ମାମଲାରେ ଜାମିନ ମଞ୍ଜୁର । ଜାଲ ପାସପୋର୍ଟ ମାମଲାରେ ମିଳିଲା ଜାମିନ । ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ। ଜାଲ ପାସପୋର୍ଟ ମାମଲାରେ ଇନଫୋସିଟି ଥାନାରେ ହୋଇଥିଲା ମାମଲା। ଅନ୍ୟ ଏକ ଠକେଇ ମାମଲାରେ ଜାମିନ ଆବେଦନର

ଗତ ୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଗତ ୫ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୭୨ ଜୀବନ । ଆଜି ବିଧାନସଭାରେ ବିଧାନସଭାରେ ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣାଗୁଡ଼ିକର କାରଣ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ, ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଂଗ୍ରେସ ବିଧାୟକ ସୋଫିଆ

ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ

ରାୟଗଡା : ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ । ଅଳ୍ପକେ ବର୍ତ୍ତିଲେ ଆମ୍ବୁଲାନ୍ସ ସହ ଯାତ୍ରୀ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ କଞ୍ଜମ ଯୋଡ଼ି ଗାଁ ନିକଟସ୍ଥ ରେଳ ଧାରଣା ନିକଟରେ ଘଟିଛି ଅଘଟଣ । କୌଣସି କାରଣ ବଶତଃ ବେସରକାରୀ ଚକ୍ଷୁ ବିଭାଗ ଆମ୍ବୁଲାନ୍ସଟି ରେଳ ଧାରଣାରେ

ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି

ଭୁବନେଶ୍ବର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। ସେ କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ସେ ଦେଉଛନ୍ତି। ଆଜି କୋଶଲ କଥା