Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି
ଭୁବନେଶ୍ବର: ରାଜ୍ୟର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ଟି ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି। ବିଭିନ୍ନ ନ୍ୟାୟାଳୟରେ ନିଯୁକ୍ତି ପ୍ରକ୍ରିୟା ଉପରେ ମାମଲା ବିଚାରାଧୀନ ଥିବାରୁ ଖାଲିଥିବା ପଦବୀଗୁଡ଼ିକରେ ୨୦୧୯ ମସିହାରୁ ନିଯୁକ୍ତି ପ୍ରକ୍ରିୟା ହୋଇପାରି ନାହିଁ ବୋଲି ଶୁକ୍ରବାର ବିଧାନସଭାରେ!-->…
ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ
ଭୁବନେଶ୍ୱର,୭।୩: ଭୁବନେଶ୍ୱର ଲୋୟର ପିଏମ୍ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ରାଜ ରାସ୍ଥାରେ ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ୧୦ ଦଫା ଦାବିରେ ବିକ୍ଷୋଭ କରିଛନ୍ତି। ଦୈନିକ ୪୫୨ ଟଙ୍କା ହିସାବରେ ମାସିକ ଦରମା ଦେବାକୁ ଦାବି କରିଛନ୍ତି। ଦାବି ପୁରାଣ ନ ହେଲେ!-->…
ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ
ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ପାଇଥିଲେ। ସେଠାରେ!-->…
ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପିସିସି ସଭାପତି
ନୂଆଦିଲ୍ଲୀ/ ଭୁବନେଶ୍ୱର,୭।୩: କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଶୁକ୍ରବାର ଶନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ସାକ୍ଷାତ କରିଛିନ୍ତି। ଏହି ସମୟରେ ରାଜ୍ୟରେ ମହିଳା ନିର୍ଯ୍ୟାତନା ସମ୍ପର୍କରେ ଆଲୋଚନା କରିଛନ୍ତି ।
ଅନ୍ୟପକ୍ଷେ ,୧୦ରୁ!-->!-->!-->…
ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ: ମନ୍ତ୍ରୀ
ଭୁବନେଶ୍ବର: ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ନେଇ ଓଡ଼ିଶା ବିଧାନସଭାରେ ପ୍ରଶ୍ନ ଉଠାଇଲେ କଟକ ବିଧାୟିକା ସୋଫିଆ ଫିରଦୋସ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି ଯେ, ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ।କଟକର!-->…
ପୁଲିସ ବିଭାଗର ଆଧୁନିକୀକରଣ ଓ ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:: ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ ଗ୍ରହଣ କରିବାକୁ ଆପଣମାନଙ୍କୁ ସଦା!-->…
ବିଜୁ ପଟ୍ଟନାୟକଙ୍କୁ ବିଜେଡି ନିଜର ପେଟେଣ୍ଟ ବୋଲି ବିଚାର କରୁଛି: ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ବର: ଶୁକ୍ରବାର ଦିନ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ସଦସ୍ୟମାନେ ହୋହଲ୍ଲା କରିବାରୁ ଓଡ଼ିଶା ବିଧାନସଭା ଅଚଳ ହୋଇପଡ଼ିଥିଲା। ବିଜୁ ଜନତା ଦଳର ବିଧାୟକମାନେ ପଞ୍ଚାୟତିରାଜ ଦିବସ ପାଳନକୁ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀ ମାର୍ଚ୍ଚ ୫!-->…
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ
କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ!-->…
ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ
ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି ।
ମାର୍ଚ୍ଚ!-->!-->!-->…
ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା
ପିପିଲି: ନିଶାରେ ଅଭ୍ୟସ୍ତଙ୍କୁ ନିଶାରୁ ଦୂରେଇବା ପାଇଁ ଖୋଲା ଯାଇଛି ନିଶା ନିବାରଣ କେନ୍ଦ୍ର । ହେଲେ ସେଠାରେ ନିଶାଗ୍ରସ୍ତଙ୍କୁ ଭଲ କରିବା ବଦଳରେ ଜୀବନ ଯାଉଛି । ପିଟି ପିଟି ଯୁବକକୁ ମାରି ଦେଇଥିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି । ନିଶାଡ଼ିଙ୍କୁ ସୁଧାରି ଭଲ ବାଟକୁ ଆଣିବା ପାଇଁ!-->…