Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି!-->…
ଆସନ୍ତା ମେ’ ମାସରେ ବାହାରିବ ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ବର: ଆଜି ଶେଷ ପରୀକ୍ଷା । ପରୀକ୍ଷା କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଶେଷ ପରୀକ୍ଷା ଦେଇଛନ୍ତି, ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ । ଆଜି ପରୀକ୍ଷା ସରିବା ପରେ ଛାତ୍ର ଛାତ୍ରୀଙ୍କ ମୁଣ୍ଡରେ ବଡ ଚିନ୍ତା, କେବେ ବାହାରିବ ଫଳାଫଳ । ତେବେ ଏନେଇ ପରୀକ୍ଷା ସରୁ ସରୁ!-->…
ଓଡ଼ିଶା ମାଟ୍ରିକ୍ ପରୀକ୍ଷା: କେଉଁ କାରଣରୁ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି ଦେଖାଦେଲା କହିଲେ ମାଧ୍ୟମିକ ଶିକ୍ଷା…
କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ଓଡ଼ିଶା ଗୁରୁବାର ନିଶ୍ଚିତ କରିଛି ଯେ, ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାର ବିଜ୍ଞାନ ପ୍ରଶ୍ନପତ୍ରରେ କମ୍ପ୍ୟୁଟର ଭାଇରସ୍ କାରଣରୁ ଭୁଲ୍ ହୋଇଥିଲା, ଯାହା ଫଳରେ ଚାରି ମାର୍କକୁ ନେଇ ସମସ୍ୟା ଦେଖାଦେଇଥିଲା।କମ୍ପ୍ୟୁଟର ଭାଇରସ ଯୋଗୁ ଏହି ଭୁଲ ଘଟିଥିବା!-->…
ସ୍କୁଲର ରଙ୍ଗ ବଦଳାଯିବ ନାହିଁ, କେବଳ ବିଜେଡିର ରଙ୍ଗ ହଟାଯିବ: ମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶା ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍କୁଲ କୋଠା ରଙ୍ଗ ଯୋଜନାରେ ସାମ୍ପ୍ରତିକ ପରିବର୍ତ୍ତନ ସମ୍ପର୍କରେ ନିଜର ମତାମତ ପ୍ରକାଶ କରି ଗୁରୁବାର ଦିନ ଏକ ରାଜନୈତିକ ବିବାଦ ସୃଷ୍ଟି କରିଛନ୍ତି। ମନ୍ତ୍ରୀ ଗଣ୍ଡ କହିଛନ୍ତି ଯେ, ସ୍କୁଲର ରଙ୍ଗ ପରିବର୍ତ୍ତନ!-->…
ପୁଣି ଲେଉଟିଲା ଶୀତ: ଦିନରେ ତାପମାତ୍ରା ୩୧ ଡିଗ୍ରି ରାତିରେ ୮ ଡିଗ୍ରି
ଘୁ.ଉଦୟଗିରି: ଚଳିତ ମାସ ଆରମ୍ବରୁ ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବା ସହ ତାପମାତ୍ରା ଉପର ମୁଁହା ହୋଇ ପ୍ରବଳ ରୌଦ୍ରତାପ ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ଅଞ୍ଚଳରେ କିନ୍ତୁ ଭିନ୍ନ ଏକ ପରିବେଶ ଅନୁଭୂତ ହେଉଛି।ଦିନରେ ପ୍ରବଳ ଖରା ହେଉଥିବାବେଳେ ରାତିରେ!-->…
ଆସନ୍ତାକାଲି ୧୪ ନୂଆ ପୁଲିସ ଷ୍ଟେସନ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବ୍ୟାପୀ ୧୪ଟି ନବନିର୍ମିତ ପୁଲିସ ଷ୍ଟେସନର ଉଦ୍ଘାଟନ କରିବାକୁ ଯାଉଛନ୍ତି। ଉଦ୍ଘାଟନ ଉତ୍ସବ ଆସନ୍ତାକାଲି, ଶୁକ୍ରବାର ୭ ମାର୍ଚ୍ଚ ୨୦୨୫, ପୂର୍ବହ୍ନ ୧୧:୩୦ ସମୟରେ ଏକ ଭର୍ଚୁଆଲ୍ ମୋଡ୍ରେ ଅନୁଷ୍ଠିତ ହେବ।ଏହି ପଦକ୍ଷେପ ରାଜ୍ୟ!-->…
ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବନାହିଁ
କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି ।
ଚାବି ହଜିବା!-->!-->!-->…
ବିଜେଡି ଯୁବନେତା ରାଜା ଚକ୍ରଙ୍କ ୧୦ଟି ହାଇୱା ଗାଡ଼ି ଜବତ କଲା ଇଓଡବ୍ଲୁ
ରାଉରକେଲା: ଗତକାଲି ବିଳମ୍ବିତ ରାତିରେ କୋଇଡ଼ାରେ ଚଢ଼ଉ ବେଳେ ଇଓଡବ୍ଲୁକୁ ବଡ଼ ସଫଳତା ମିଳିଛିl ଇଓଡବ୍ଲୁ ବିଜେଡି ଯୁବନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କ ୧୦ ଗୋଟି ହାଇୱା ଗାଡ଼ି ଜବତ କରିଛନ୍ତି।
ସୂଚନା ଅନୁଯାୟୀ, ଇଓଡବ୍ଲୁ ଭୁବନେଶ୍ୱର କେ ଟିମ୍ ଖୋଳତାଡ଼ ଜାରି ରଖି କୋଇଡ଼ା!-->!-->!-->…
ପଞ୍ଚାୟତିରାଜ ଦିବସ ନେଇ ବର୍ଷିଲେ ନବୀନ
ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ପିତାଙ୍କ ପ୍ରତି ଗଭୀର!-->…
ଭାରତୀୟ ଖାଦ୍ୟନିଗମର ଶ୍ରମିକ ଠିକାଦାରଙ୍କ ଘରେ ସିବିଆଇ ଚଢ଼ାଉ
ଅତାବିରା: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପରମାଣପୁର ସ୍ଥିତ ଆନ୍ଧ୍ରପଡ଼ାରେ ଜି.ସତ୍ୟନାରାୟଣଙ୍କ ବାସଭବନରେ ସକାଳ ୭ଟାରୁ ସିବିଆଇର ୧୦ ଜଣିଆ ଟିମ୍ ଦୁଇଟି ଗାଡ଼ିରେ ଆସି ଅଚାନକ ଚଢ଼ାଉ କରିଛନ୍ତି। ଜି.ସତ୍ୟନାରାୟଣ ଭାରତୀୟ ଖାଦ୍ୟନିଗମରେ ଶ୍ରମିକ ଠିକାଦାର ଭାବେ କାର୍ଯ୍ୟ କରନ୍ତି।!-->…