Browsing Category

ଓଡିଶା

ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ ନେଲେ ଜଗନମୋହନ ମୀନା

ଭୁବନେଶ୍ବର: ରାଜଧାନୀର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ଆଜି କଟକ ଛାଡ଼ି ଭୁବନେଶ୍ବର ଡିସିପି ଭାବେ ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ଡିସିପି ମୀନା । ଦାୟିତ୍ବ ନେବା ପରେ ନିଜର ଅଭିଭାଷଣରେ ମୀନା କହିଛନ୍ତି, ଅପରାଧ ତଦନ୍ତ, ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ

ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ବାବୁ ଓଡ଼ିଶାର ବରପୁତ୍ର । ଆଧୁନିକ ଓଡ଼ିଶାର ନିର୍ମାତା । ଓଡ଼ିଶାକୁ ପୁନର୍ଗଠନ କରିବା ସହ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଇ ଆଗକୁ ନେଇଥିଲେ । ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ । ବିଜୁ ବାବୁ ଯେଉଁ ଆଧୁନିକ ଓଡ଼ିଶାର ସ୍ବପ୍ନ

କିମ୍ସ, ହାଇଟେକ, ଆଉ ସମ୍ ହସ୍ପିଟାଲରେ ଏକାସାଙ୍ଗେ ଇଡି ଚଢାଉ

ଭୁବନେଶ୍ବର: ହଠାତ୍ କିମ୍ସ, ହାଇଟେକ୍ ଏବଂ ସମ୍ ହସ୍ପିଟାଲ ଉପରେ ଚଢାଉ ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଇଡି ଟିମ୍ । ରାଉରକେଲା ସହ ଭୁବନେଶ୍ବର ହାଇଟେକ୍‌ରେ ଯାଞ୍ଚ ଆରମ୍ଭ କରିଛି ଇଡି । ତେବେ କାହିଁକି ରାଜ୍ୟର ବଡ ବଡ ଘରୋଇ ମେଡିକାଲ ସଂସ୍ଥା ଉପରେ ଇଡି ଚଢାଉ କରିଛି, ସେନେଇ

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭଙ୍ଗା ହେବା ଘଟଣା, ପ୍ରତିବାଦ ପରେ ଯୋଡ଼ା ହେଲା

ମାହାଙ୍ଗା : କଟକ ଜିଲ୍ଲା ମାହାଙ୍ଗା ଉମରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣା। ପ୍ରତିବାଦର ସ୍ୱର ଉଠିବା ପରେ ଯୋଡ଼ା ହେଲା ଭଙ୍ଗା ମୂର୍ତ୍ତି। ପୋଲିସ ଉପସ୍ଥିତିରେ ଯୋଡ଼ାଯାଇଛି ମୂର୍ତ୍ତି । ବିଜୁ ବାବୁଙ୍କ ଜୟନ୍ତୀ ଦିବସ ଅବସରରେ ଭଙ୍ଗା ମୂର୍ତ୍ତିକୁ ଯୋଡ଼ା

ବଦଳିବ ସବୁ ସ୍କୁଲର ରଙ୍ଗ, ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ବଦଳିବ ସବୁ ସ୍କୁଲ କୋଠାର ରଙ୍ଗ । ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲା ଓଏସଇପିଏ । ସ୍କୁଲ

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ, ଓଡିଆ ମାଟିର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ଏହାକୁ ନେଇ ଏବେ ରାଜ୍ୟରେ ଜାରି ରହିଛି ବିଜେପି- ବିଜେଡି ଲଢେଇ । ବିଜେପି ବିଜୁ ବାବୁଙ୍କୁ ଯଥୋଚିତ୍ ସମ୍ମାନ ଦେଉଥିବା ଦାବି କରିଥିବା ବେଳେ ବିଜୁ ବାବୁଙ୍କୁ ବିଜେପି ସରକାର ଅସମ୍ମାନ କରିଛି

କେନ୍ଦ୍ରପଡା ଯିବେ ସାରଥି କିନ୍ତୁ ବାରିମୂଳ ଆଶ୍ରମ ମନା : ହାଇକୋର୍ଟ

କଟକ : କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ । କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ଆଜି ସର୍ତ୍ତମୂଳକ ଅନୁମତି ମିଳିଛି । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଯାଇପାରିବେ ସାରଥୀ । ୨ ମାସରେ କେବଳ ଥରେ କେନ୍ଦ୍ରାପଡା ବାରିମୂଳ

ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ ରାଲି ଚାଲିବ। ମହିଳା ସଶକ୍ତିକରଣ ଓ ସାମାଜିକ

ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ ଏହା ମଧ୍ଯ କହିଛନ୍ତି ଯେ ଡୋର ଟୁ ଡୋର ଯାଇ ୱାନ