Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ!-->…
ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା
ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି ବିଜେଡି।!-->…
ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି!-->…
ନୟାଗଡ଼ ଜିଲ୍ଲାରେ କାମ ହୋଇପାରୁନି ୧୨୦୦ ରୁ ଉର୍ଦ୍ଧ୍ବ ପ୍ରକଳ୍ପ…
ନୟାଗଡ଼: ଗ୍ରାମାଞ୍ଚଳର ବିକାଶ ପାଇଁ ପୂର୍ବ ବିଜେଡି ସରକାର " ଆମ ଓଡ଼ିଶା ନବୀନ ଓଡ଼ିଶା" ଯୋଜନା ପ୍ରଣୟନ କରିଥିଲେ ।ପ୍ରତି ପଞ୍ଚାୟତରେ ୫୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଞ୍ଜୁର କରାଯାଇଥିଲା ।ଏହି ପ୍ରକଳ୍ପ ମଧ୍ୟରେ କମ୍ୟୁନିଟି ସେଣ୍ଟର, ଧର୍ମାନୁଷ୍ଠାନ ଉନ୍ନତିକରଣ ପ୍ରଭୃତି ରହିଥିଲା ।!-->…
୫ ତାରିଖରେ ଖୋଲା ରଖିବ ସମସ୍ତ ଶିକ୍ଷାନୁଷ୍ଠାନ
ଭୁବନେଶ୍ଵର: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲା!-->…
ବିଜୁ ଜୟନ୍ତୀରେ ଯୋଗ ଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜୟନ୍ତୀ!-->…
ସରକାରଙ୍କ ନିଷ୍ପତ୍ତି ବଦଳିବ କ୍ୟାପିଟାଲ ହସ୍ପିଟାଲ ରଙ୍ଗ
ଭୁବନେଶ୍ୱର: ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ । ବିଶେଷକରି କ୍ୟାପିଟାଲ ହସ୍ପିଟାଲ ଏବଂ କଟକ ବଡ଼ ମେଡିକାଲର ରଙ୍ଗ!-->…
ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି: ପ୍ରମିଳା ମଲ୍ଲିକ
ଭୁବନେଶ୍ଵର: ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ନିଷ୍ପତ୍ତି ପ୍ରସଙ୍ଗ । ବିଜେପିକୁ ଟାର୍ଗେଟ୍ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି । ଏପରି ଅପମାନ କରିବା ସରକାରଙ୍କ ଠିକ୍ ନୁହେଁ । ଓଡ଼ିଆ!-->…
ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ, ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ…
ଭୁବନେଶ୍ବର/ସୁନ୍ଦରଗଡ଼: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ଦେହାନ୍ତ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ!-->…
ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା; ଜୟ ଭୀମ ଛାତ୍ର ସଂଗଠନକୁ ବିରୋଧ
ଭୁବନେଶ୍ଵର: ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା । ଜୟ ଭୀମ ଛାତ୍ର ସଂଗଠନକୁ ଏବିଭିପି, ଛାତ୍ର କଂଗ୍ରେସ ଓ ଅନ୍ୟାନ୍ୟ ଛାତ୍ର ସଂଗଠନର ବିରୋଧ । ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ପ୍ରତିବାଦ । ଗତକାଲି ଜୟ ଭୀମ ସଂଗଠନ ଓ ବିଶ୍ବବିଦ୍ୟାଳୟ ଛାତ୍ରଙ୍କ ଭିତରେ ବଚସା ହୋଇଥିଲା । ଆଜି!-->…