Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କାଞ୍ଜିପାଣି ଘାଟିରେ ଓଲଟିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ
ବାଂଶପାଳ: ଘାଟିରେ ଓଲଟିଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଓଲଟିଲା ବସ୍ । ବସଟି ୩୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ କାଳିଆହତାରୁ କେନ୍ଦୁଝର ଆସୁଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଦୁର୍ଘଟଣାରେ ବସଟି ଭାଙ୍ଗିରୁଜି ଯାଇଥିବାବେଳେ!-->…
ଚିଲିକାରେ ପଶିଲା ପ୍ରଥମ ବନ୍ୟାଜଳ, କମୁଛି ଜଳବନ୍ଦୀଙ୍କ ଚିନ୍ତା
ବ୍ରହ୍ମଗିରି: ଚିଲିକାରେ ପଶିଲା ପ୍ରଥମ ବନ୍ୟା ଜଳ। ଚଳିତବର୍ଷର ପ୍ରଥମ ବନ୍ୟାଜଳ ଚିଲିକାରେ ପ୍ରବେଶ କରିଛି।ପୁରୀ ଜିଲ୍ଲା କଣାସ ବ୍ଲକ ବଡଗୋଠ ଦେଇ ବନ୍ୟା ଜଳ ଚିଲିକା ମଧ୍ୟକୁ ଯାଉଛି। ବଡ ଗୋଠରେ ତ୍ରିବେଣୀ ଘାଟରେ ଦୟା, ଭାର୍ଗବୀ ଓ ଲୁଣା ନଦୀର ଜଳ ଏକାଠି ହୋଇ ପ୍ରଖର ସ୍ରୋତରେ!-->…
ବନ୍ଧୁକ ମୁନରେ ଘରୁ ଲୁଟିଲେ ଅଳଙ୍କାର ଓ ଲକ୍ଷାଧିକ ଟଙ୍କା
ଭଦ୍ରକ: ବନ୍ଧୁକ ମୁନରେ ଲୁଟ୍ । ଆକୁଆ ରାମ ମାଛ ନେବା ବାହାନାରେ ଘରେ ପଶିଲେ। ପରିବାର ଲୋକଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲଉଟି ନେଲେ ଲକ୍ଷାଧିକ ଟଙ୍କା । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଜଗଦଳପୁର ପଞ୍ଚାୟତର ଜୁରାଗଡିଆ ଗ୍ରାମରେ ଚାଞ୍ଚଲ୍ୟ। ଗତକାଲି ରାତି ପ୍ରାୟ ୯ଟା ବେଳକୁ ଗ୍ରାମର!-->…
ସମିତି ସଭ୍ୟଙ୍କ ସନ୍ଦେହଜନକ ମୃତ୍ୟୁ, ପତ୍ନୀ ଆଣିଲେ ହତ୍ୟା ଅଭିଯୋଗ
ଢେଙ୍କାନାଳ: ସମିତି ସଭ୍ୟଙ୍କ ସନ୍ଦେହ ଜନକ ମୃତ୍ୟୁ । ଢେଙ୍କାନାଳ ସଦର ଥାନା ଚନ୍ଦ୍ରଶେଖର ପ୍ରସାଦ ପଞ୍ଚାୟତ ଝୁମ୍ପୁଡିଆ ଗାଁର ସମିତି ସଭ୍ୟ ୩୮ ବର୍ଷୀୟ ରବିନାରାୟଣ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ। ଜାଣିଶୁଣି ତାଙ୍କର ସମ୍ପର୍କୀୟଙ୍କ ପରିବାର ଲୋକେ ରବିଙ୍କୁ ମାରି ଦେଇ ଏହାକୁ ସାଧାରଣ!-->…
ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଭୟଭୀତ
ନୂଆପଡ଼ା: ରାସ୍ତା ଉପରେ ବୁଲୁଛି କଲରାପତରିଆ ବାଘ । ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟର ଜାମଗାଁ ସୁନାବେଡ଼ା ମୂଖ୍ୟ ରାସ୍ତାରେ କଲରାପତରିଆ ବୁଲୁଛି ବାଘ । ବାଘ ବୁଲୁଥିବା ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଛନ୍ତି। କିଛି ଯୁବକ ଜାମଗାଁରୁ ସୁନାବେଡ଼ାକୁ ଚାରିଚକିଆ ଗାଡ଼ିରେ!-->…
ହାତୀ ଆକ୍ରମଣରେ ଯୁବକ ମୃତ
ପାଟଣା : ପାଟଣା ବନାଞ୍ଚଳ ତଥା ଘଟଗାଁ ବ୍ଲକ ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ରାମଚନ୍ଦ୍ରପୁର ନିକଟରେ ଥିବା ହାତୀ ପଲଙ୍କ ମଧ୍ୟରୁ ୨ଟି ଦନ୍ତା ହାତୀ ଗତକାଲି ଅପରାହ୍ନ ୩ଟା ସମୟରେ ଦଳରୁ ବାହାରି ପାଖରେ ଥିବା ବୋଇତାଳୁ ଚାଷ ଜମିରେ ପଶି ଖାଇବା ସମୟରେ ଏହି ୨ ଦନ୍ତା କୁ ଘଉଡ଼ାଇବା ପାଇଁ!-->…
ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ
ଭୁବନେଶ୍ୱର: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ଲକ୍ଷ୍ୟକୁ ସାକାର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ। ରାଜ୍ୟକୁ କେନ୍ଦ୍ରୀୟ ସହାୟତା ଓ ଋଣ ମିଳିବା ପୂର୍ବରୁ!-->…
ଏଣିକି ଥାନାରେ ଇଭି ଗାଡି ଚାର୍ଜିଂ କରିପାରିବେନି ପୋଲିସ ବାବୁ
ଭୁବନେଶ୍ୱର: ପୋଲିସ ବାବୁଙ୍କ ପାଇଁ କଡ଼ା ନିର୍ଦ୍ଦେଶ। ଏଣିକି ଥାନାରେ ଇଭି ଗାଡି ଚାର୍ଜିଂ କରିପାରିବେ ନାହିଁ। ଥାନାରେ ବିଦ୍ୟୁତ ବ୍ୟବହାର ଉପରେ ଲାଗିଲା କଟକଣା। ଓଡ଼ିଶା ପୋଲିସ ପକ୍ଷରୁ ଅଫିସ୍ ପରିସରରେ ବିଦ୍ୟୁତ ବ୍ୟବହାରକୁ ନେଇ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଓଡ଼ିଶା ପୋଲିସ!-->…
OUAT ପିଜି ଓ ପିଏଚ୍ଡି ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ଭତ୍ତା
ଭୁବନେଶ୍ୱର: ଓଡ଼ିଶା କୃଷି ଓ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟ (OUAT)ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ପିଜି (Postgraduate) ଓ ପିଏଚ୍ଡି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। କୃଷି ଉଚ୍ଚଶିକ୍ଷା ଓ ଗବେଷଣାକୁ ଅଧିକ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏହି!-->…
କନ୍ୟା ସନ୍ତାନ ଜନ୍ମ ହାର ବୃଦ୍ଧି ପାଇଁ ବଡ଼ ପଦକ୍ଷେପ: ୫ ପଛୁଆ ଜିଲ୍ଲାକୁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ
ଭୁବନେଶ୍ୱର: ଜନ୍ମ ସମୟରେ ଶିଶୁ କନ୍ୟା ଏବଂ ପୁତ୍ର ଅନୁପାତ (ସେକ୍ସ ରେସିଓ ଆଟ୍ ବର୍ଥ)ରେ ସୁଧାର ଆଣିବା ପାଇଁ ଓଡ଼ିଶା ସରକାର ଏବେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରତି ୧୦୦୦ ପୁତ୍ର ସନ୍ତାନ ତୁଳନାରେ କନ୍ୟା ସନ୍ତାନଙ୍କ ସଂଖ୍ୟା କମ୍ ଥିବା ରାଜ୍ୟର ୫ଟି ଜିଲ୍ଲାକୁ ଚିହ୍ନଟ କରାଯାଇଛି!-->…