Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ
ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ ଆଙ୍କୁଥିବା ବ୍ୟକ୍ତି। ଗିରଫ ଦୁଇ ଜଣ!-->…
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍କାଳ ଆର୍ଥିକ!-->…
ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ
ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ!-->…
ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ
ଭଞ୍ଜନଗର : ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ଆସିକା ଥାନା କର୍ପୁର ନୁଆଁ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଅନ୍ୟ ଜଣେ ଶ୍ରମିକ । ଘରର ଛାତ ପଡ଼ିଥିବା ବେଳେ, ତାହାର ସ୍ଲାବ ଖୋଲିବା ସମୟରେ, ସ୍ଲାବ ଖସିପଡିବାରୁ!-->…
ହେଡ୍ କୋଚ୍ ପଦରୁ ହଟିଲେ ଅଲମ୍ପିଆନ ସ୍ବିମର
ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ହାଇ ପରଫର୍ମାନ୍ସ ସନ୍ତରଣ କେନ୍ଦ୍ରର ଅନ୍ତେବାସୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଯାହାର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି।
କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ପକ୍ଷରୁ ଏକ!-->!-->!-->…
ହତ୍ୟା ପରେ ଯୁବକଙ୍କୁ ରାସ୍ତାରେ ଫିଙ୍ଗି ଦେଇଗଲେ ଦୁର୍ବୃତ୍ତ
ମୋହନା : କୋହ ସମ୍ଭାଳି ହେଉନି କି ଆଖିର ଲୁହ ବୋଲମାନୁନି । କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ । ଧର୍ଯ୍ୟହରା ପରିବାର ଲୋକେ । ତୁହାକୁ ତୁହା ଚେତାବୁଡି ଯାଉଛି ମହିଳାମାନଙ୍କର । ଏପଟେ ରାସ୍ତାଟା ସାରା ଜମିଛି ଭିଡ । ଏଡେ ବଡ ଭେଣ୍ଡିଆ ପୁଅକୁ କିଏ ଏମିତି ବିଭତ୍ସ ଭାବେ ମାରି!-->…
ମୃତ୍ୟୁ ପରେ ବି ଅମର କୁନି ପୁଅ ଜନ୍ମେଶ
ଭୁବନେଶ୍ଵର: ଛୋଟିଆ ଜୀବନ ଦେଇଗଲା ମହାନତାର ଉଦାହରଣ । ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ । କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା । ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍!-->…
ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି । ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ । କହିଲେ ପଶ୍ଚିମବଙ୍ଗ ଅସଭ୍ୟ ସରକାର । ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ ପାଠ ପଢାଇ ରାସ୍ତା ଦେଖାଇବ ଓଡିଶା । ବାଲେଶ୍ବର!-->…
ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ
ଭୁବନେଶ୍ୱର: କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ମୁଖ୍ୟମନ୍ତ୍ରୀଙ୍କ OSD ହୋଇଛନ୍ତି କୌଶିକ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ!-->…
ରକ୍ତ କୋଷିକା ଉପାଦାନ ସଂଗ୍ରହ ଉପରେ ଗୁରୁତ୍ବ ଦେବାକୁ ଦାବି
ଭୁବନେଶ୍ବର: ଗୋଟିଏ ରକ୍ତ ଦାନ ତିନି ଜଣଙ୍କ ଜୀବନ ବଞ୍ଚେଇ ପାରେ ଯାହାକି ରକ୍ତ କୋଷିକା ଉପାଦାନ ସଂଗ୍ରହ ଦ୍ଵାରା ସମ୍ଭବ ହୋଇପାରୁଛି। ତେବେ ରାଜ୍ୟ ର ରାଜଧାନୀ ର ପ୍ରମୁଖ ସରକାରୀ ଡାକ୍ତରଖାନା ଏବଂ ମେଡିକାଲ କଲେଜ ରେ ଅବସ୍ଥିତ କ୍ୟାପିଟାଲ ରକ୍ତ କେନ୍ଦ୍ର ରେ ଏହି ସୁବିଧାରୁ ଅନେକ ଲୋକ!-->…