Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା, କୁତ୍ସାରଟନାକୁ ନେଇ ଗଣମାଧ୍ୟମ ବିରୋଧରେ କଲେ ମାମଲା
କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା । ସାମାଜିକ ଗଣମାଧ୍ୟମ ଓ ଗଣମାଧ୍ୟମ ବିରୋଧରେ କଲେ ମାମଲା । ମୀରାଙ୍କୁ ନେଇ ଚାଲିଥିବା କୁତ୍ସାରଟନାକୁ ନେଇ ଏହି ମାମଲା ହୋଇଛି । ଏ ସବୁ ତୁରନ୍ତ ବନ୍ଦ କରିବା ପାଇଁ ନିବେଦନ କରିଛନ୍ତି ମୀରା । ଜଣେ କ୍ୟାନ୍ସର ପୀଡ଼ିତ ଅଶୋକ ଚମ୍ପତ୍ତିଙ୍କୁ!-->…
ମାଟ୍ରିକ ପରୀକ୍ଷାରେ କପି ଦେବାକୁ ନେଇ ଉତ୍ତେଜନା, ୨ ଗୋଷ୍ଠୀ ମୁହାଁମୁହିଁ
କେନ୍ଦୁଝର : କପି ପାଇଁ ବାଡାବାଡ଼ି । ଦୁଇ ଗୋଷ୍ଠୀ ମୁହାଁମୁହିଁ । ଦଶମ ଶ୍ରେଣୀ ପରୀକ୍ଷାରେ କପି ଦେବାକୁ କେନ୍ଦ୍ରକରି ଦୁଇ ଗାଁ ଯୁବକଙ୍କ ମଧ୍ୟରେ ସଂଘର୍ଷ । ଜଣେ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର!-->…
ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଓ ବିଶାଲ, ହାଜର ହେବାକୁ କ୍ରାଇମବ୍ରାଞ୍ଚକୁ ମାଗିଲେ ମହଲତ
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେ ନାହିଁ ଦୀପାଳି ଦାସ ଓ ବିଶାଲ ଦାସ । ପରିବାରର କିଛି ଜରୁରୀ କାର୍ଯ୍ୟ ଥିବାରୁ ଆଜି ହାଜର ହେବେ ନାହିଁ । କେବେ ହାଜର ହେବେ ସେ ନେଇ ଜଣାଇବେ ବୋଲି ବିଶାଲ ସୂଚନା!-->…
ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍ଲାଇନ
ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍ । ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ ବିଭାଗର ଆଲୋଚନ ସରିଛି । ବୃଦ୍ଧି ପାଉଥିବା!-->…
ମାଛ କଲା ଲକ୍ଷପତି, ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ସାର୍କ ମାଛ
ଜଳେଶ୍ୱର : ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ମାଛ । ଲକ୍ଷପତି କଲା ସାର୍କ ମାଛ । ପଶ୍ଚିମବଙ୍ଗର କାଂଥୀ ଏବଂ ପେଟୁଆଘଟ ଅଞ୍ଚଳର କିଛି ମତ୍ସ୍ଯଜିବୀଙ୍କ ଜାଲରେ ପଡ଼ିଛି ସାର୍କ ମାଛ । ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି । ବହୁ କଷ୍ଟରେ!-->…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜିମ୍ ମାଲିକଙ୍କ ଝିଅକୁ ଆକ୍ରମଣ, ଜୀବନରୁ ମାରିବାକୁ ମିଳିଲା ଧମକ !
ଭୁବନେଶ୍ୱର: ରାଜଧାନୀରେ ପ୍ରତିଦିନ ଘଟୁଛି କିଛି ନା କିଛି ଘଟଣା, ଦୁର୍ଘଟଣା । ଯାହାକୁ ସମାଧାନ କରିବା ପୋଲିସ୍ ପାଇଁ ବେଳେ ବେଳେ ମୁଣ୍ଡାବିନ୍ଧାର କାରଣ ପାଲଟିଯାଏ । ତେବେ ଏହାରି ଭିତରେ ସେହିଭଳି ଏକ ଘଟଣା ବର୍ତ୍ତମାନ କିଛି ଦିନ ହେବ ବେଶ୍ ଚର୍ଚ୍ଚାରେ ରହିଛି । ଘଟଣାଟି ହେଉଛି ଘର!-->…
ବିଦେଶିନୀଙ୍କ ଜଂଘରେ ଜଗନ୍ନାଥଙ୍କ ଟାଟୁ, ଥାନାରେ ଏତଲା
ଭୁବନେଶ୍ବର: ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍ଷ୍ଟାଗ୍ରାମ୍ ଓ ହ୍ୱାଟସପ୍ରେ ସେୟାର କରାଯାଇଥିଲା । ଯାହାକୁ ନେଇ ସୃଷ୍ଟି ହୋଇଛି ବିବାଦ । ତେବେ ସହିଦ ନଗର ଥାନାରେ ଟାଟୁ!-->…
କୋଲାବରେ ଚାଲିବ କ୍ରୁଜ: ଜାହାଜରେ ବୁଲିବେ ପର୍ଯ୍ୟଟକ
କୋରାପୁଟ: କୋରାପୁଟ କୋଲାବ ଡ୍ୟାମରେ ଚାଲିବ କ୍ରୁଜ । କୋରାପୁଟରେ ଗୋଆର ମଜା ନେବେ ପର୍ଯ୍ୟଟକ। ଜାହାଜରେ ବସି ବୁଲିବେ। ଏଥି ପାଇଁ ପ୍ରାରମ୍ଭିକ ସର୍ଭେ ସରିବା ସହ ଆରମ୍ଭ ହୋଇଛି ପ୍ରସ୍ତୁତି । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ମନ୍ତ୍ରୀ କହିଛନ୍ତି,କୋରାପୁଟ!-->!-->!-->…
ଯାହାର ମାସିକ ଆୟ ୧୦ ହଜାର ସେମାନେ ରାସନ୍କାର୍ଡ ଫେରାନ୍ତୁ
ଭୁବନେଶ୍ୱର: ଯଦି ରୋଜଗାର ୧୦, ୧୫ ହଜାରରୁ ଅଧିକ ଅଛି, ତାହେଲେ ତୁରନ୍ତ ରାସନ୍ କାର୍ଡ ଫେରା। ନିଜ ଆଡୁ କାର୍ଡ ଫେରାଇବାକୁ ପୁଣି ଥରେ ଅପିଲ କରିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଯେଉଁ ମାନଙ୍କର ଗ୍ରାମୀଣ ଅଂଚଳରେ ମାସିକ ୧୦ ହଜାର ଆୟ ଏବଂ ସହରାଞ୍ଚଳରେ ୧୫ ହଜାର ଆୟ ଅଛି!-->…
ପାଟଣାରେ ହେବ ବୃହତ୍ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ
କେନ୍ଦୁଝର ଜିଲାର ପାଟଣାରେ ଏକ ବୃହତ୍ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର କଲେଜର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି ଘୋଷଣା କରିଥିଲେ। କାରଖାନା!-->…